ଅନୁଗୋଳ

ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା ନେଇ ଶୁକ୍ରବାର ଅଭିଯୋଗ ହୋଇଥିଲା। ତେବେ ଶନିବାର ଚିକିତ୍ସାଳୟରେ ସ୍ବାସ୍ଥ୍ୟ ଓ ପରିବାର…

ବିନା ଆକ୍ସନ ପ୍ଲାନରେ ଚାଲିଛି ପୌରପାଳିକା: ଉନ୍ନୟନ ଅର୍ଥ ଭରଣା ନେଇ ପ୍ରଶ୍ନବାଚୀ

ଅନୁଗୋଳ ଅଫିସ, ୨୦।୭ – ବିନା ଆକ୍ସନ ପ୍ଲାନରେ ଚାଲିଛି ଅନୁଗୋଳ ପୌରପାଳିକା। ୪ମାସ ତଳୁ ଆୟ ବ୍ୟୟ ଖସଡ଼ା ସହ ଆକ୍ସନ ପ୍ଲାନ ପ୍ରସ୍ତୁତ ହେବା କଥା। କିନ୍ତୁ ବର୍ତ୍ତମାନ ସୁଦ୍ଧା ତାହା ହୋଇପାରି ନାହିଁ। ଫଳରେ ବିନା ଆକ୍ସନ…

୪.୭୩ ଲକ୍ଷ ପିଲା ଖାଇବେ କୃମି ନାଶକ ଔଷଧ

ଅନୁଗୋଳ ଅଫିସ, ୨୦।୭ – ଅଗଷ୍ଟ ୮ ଜାତୀୟ କୃମି ନାଶକ ଦିବସ ଅବସରରେ ଅଙ୍ଗନୱାଡ଼ି କେନ୍ଦ୍ର ଓ ବିଦ୍ୟାଳୟରେ ପଢ଼ୁଥିବା ପିଲାମାନଙ୍କୁ କିପରି କୃମି ନାଶକ ଔଷଧ ଖୁଆଯିବ ସେ ନେଇ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ…

ମୃତଦେହରୁ ଆଖି ଗାଏବ ଘଟଣା: ଅଭିଯୋଗ ସଙ୍ଗିନ, ବଢ଼ାଇଲା ହୃତ୍‌ସ୍ପନ୍ଦନ

ଅନୁଗୋଳ ଅଫିସ, ୨୦।୭ – ବାରମ୍ବାର ବିବାଦ ଘେରକୁ ଆସୁଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। କେତେବେଳେ ପରିଚାଳନାଗତ ଅବ୍ୟବସ୍ଥା ତ ଆଉ କେତେବେଳେ ରୋଗୀ ବେଡ୍‌ରୁ ଉଠି କେଉଁଆଡ଼େ ଚାଲିଯିବା ଘଟଣା ନଜରକୁ ଆସୁଛି। ହେଲେ ଗୁରୁବାର ରାତିରେ ଶବ…

ବ୍ୟବଚ୍ଛେଦ ପୂର୍ବରୁ ଶିଶୁକନ୍ୟାର ଆଖି ଗାଏବ

ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ ଆଖି ଗାଏବ ହୋଇଯାଇଛି। ମଧ୍ୟାହ୍ନରେ ପରିବାର ଲୋକେ ଏହା ଦେଖିବା ପରେ ମେଡିକାଲ…

ହାତୀ ଗଳିତ ମୃତଦେହ ଉଦ୍ଧାର

ବନ୍ତଳା,୧୯ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ପମ୍ପାସର ରେଞ୍ଜ ବଡ଼ଖେତା ଗ୍ରାମ ନିକଟ କୁରୁ ରିଜର୍ଭ ଜଙ୍ଗଲ ୫ ନମ୍ବର କମ୍ପାର୍ଟମେଣ୍ଟରେ ଶୁକ୍ରବାର ଏକ ମାଈ ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ…

ଚିକିତ୍ସାଳୟରୁ ମୃତା ନାବାଳିକାଙ୍କ ଆଖି ତାଡ଼ିନେବା ଅଭିଯୋଗ

ଅନୁଗୋଳ ଅଫିସ,୧୯।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜିଲା ଚିକିତ୍ସାଳୟର ମୃତଦେହ ରଖାଯାଉଥିବା ପ୍ରକୋଷ୍ଠରେ ତୃପ୍ତି ଗୋଚ୍ଛାୟତ ନାମକ ଜଣେ ନାବାଳିକାଙ୍କ ମୃତଦେହରୁ ଦୁଇଟି ଆଖି ତାଡ଼ି ନିଆଯାଇଛି। ଏ ନେଇ ବଅଁରପାଳ ଥାନା…

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭ – ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ। ଏଥିପାଇଁ ତାଙ୍କୁ ମିଳିଛି ବହୁ ସମ୍ମାନ। ରାଜ୍ୟ ସରକାରଙ୍କ ଠାରୁ ପୁରସ୍କାର ମଧ୍ୟ ପାଇଛନ୍ତି…

ବିନା ଅନୁମତିରେ ବିଦ୍ୟୁତ୍‌ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ

ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍‌ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍‌ ସଂଯୋଗ କରାଯିବାକୁ ବିରୋଧ କରାଯାଇଛି। ଏହାକୁ ନେଇ ଗୁରୁବାର ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମବାସୀ ଏନ୍‌ଜେନ…

ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି

ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି ଭାଙ୍ଗି ଦେଇଛନ୍ତି। ଏଥିସହ ଅନ୍ୟ ଏକ କୋଠରି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସେହି ସମୟରେ…

ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୌର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଅବଗତ ଥଲେ ବି ପଦକ୍ଷେପ ନ…

ପଚା ଅଦା ବିହନ ବାଣ୍ଟି ଟଙ୍କା ହଡ଼ପ ଉଦ୍ୟମ ଅଭିଯୋଗ: ଯୋଗାଣକାରୀ ସଂସ୍ଥାକୁ ମିଳିବନି ଟଙ୍କା

ପାଲଲହଡ଼ା, ୧୯ା୭(ଡି.ଏନ.ଏ.)-ପାଲଲହଡ଼ା ଉପଖଣ୍ଡରେ ପାଉଡି ଭୂଁୟାଙ୍କ ଉନ୍ନତି ପାଇଁ ଗଠନ କରାଯାଇଥିବା ପାଉଡି ଭୂଁୟା ଉନ୍ନୟନ ସଂସ୍ଥା (ପିବିଡିଏ) ପକ୍ଷରୁ ଆଦିବାସୀ ଚାଷୀଙ୍କୁ ପଚା ତଥା ନିମ୍ନମାନର ଅଦା ବିହନ ଯୋଗାଯାଇଥିବା ଅଭିଯୋଗ ହୋଇଛି। ଏ ବାବଦରେ ପ୍ରାୟ ୫ ଲକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri