ଅଧିକ ମଦ ବିକିଲେ ପୁରସ୍କାର ପ୍ରସ୍ତାବ: ଅଭିଜ୍ଞତା ନୁହେଁ ଅପରିପକ୍ୱତା
ବଅଁରପାଳ, ୨୧ା୭ (ଡି.ଏନ.ଏ.)- ଜରାଟ, ମିଜୋରାମ, ନାଗାଲାଣ୍ଡ, ଲାକ୍ଷାଦୀପ ଓ ବିହାର ପରି ଗୋଟିଏ ପରେ ଗୋଟିଏ ରାଜ୍ୟ ମଦକୁ ନିଷେଧ କରିଥିବା ବେଳେ ଓଡ଼ିଶା ସରକାର ଏହାର ବିପରୀତ କାର୍ଯ୍ୟ କରିବା, ସର୍ବୋପରି ଅବକାରୀ ବିଭାଗ ଷ୍ଟାଣ୍ଡିଂ କମିଟି ଅଧିକ…
ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୫ ଘଡ଼ିଆଳ
ବନ୍ତଳା, ୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଶୁକ୍ରବାର ଅପରାହ୍ନରେ ୫ଟି ଘଡିଆଳ କୁମ୍ଭୀର ଛଡାଯାଇଛି। ଏହି କୁମ୍ଭୀରଗୁଡିକୁ ନନ୍ଦନକାନନରୁ ସେଠାକୁ ନିଆଯାଇଛି। ଘଡ଼ିଆଳଙ୍କ ଗତିବିଧି ଜାଣିବା ପାଇଁ ସ୍ବତନ୍ତ୍ର ଭାବରେ ୫ଟି ଟ୍ରାନ୍ସମିଟର ଲଗାଯାଇଛି। ପ୍ରଧାନ…
କେନାଲ କାମକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା: କାମ ବନ୍ଦ କରାଇଲେ କ୍ଷତିଗ୍ରସ୍ତ
ଛେଣ୍ଡିପଦା,୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗେଡିଆ ସଜରାସାହିରୁ ପୁରୁଣାଗଡ ଲମ୍ବିଥିବା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କେନାଲ କାମକୁ ନେଇ ଶନିବାର ଉତ୍ତେଜନା ଦେଖାଦେଇଛି। ପ୍ରକଳ୍ପ ବେଳେ କ୍ଷତିଗ୍ରସ୍ତ ହୋଇଥିବା ବାଗେଡିଆ ଗ୍ରାମର ଲୋକେ ଏହାକୁ ବିରୋଧ କରି…
ମୂଷା ଭୟ: ଝିଅ ଶବ ଜଗିବସିଲେ ମା’
ଅନୁଗୋଳ ଅଫିସ, ୨୧।୭ – ଅନୁଗୋଳ ମେଡିକାଲ ଶବ ବ୍ୟବଚ୍ଛେଦ ଗୃହରୁ ଜଣେ ଶିଶୁକନ୍ୟାର ଦୁଇ ଆଖି ଗାଏବ ଅଭିଯୋଗ ଅନ୍ୟ ମୃତକଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି କରିଛି। ଏହାର ଉଦାହରଣ ଶୁକ୍ରବାର ରାତିରେ ହିଁ ଦେଖିବାକୁ…
ଏନ୍ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି
ତାଳଚେର, ୨୧ା୭(ନି.ପ୍ର.) – କଣିହାଁ ସ୍ଥିତ ଏନ୍ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ମାର୍ଚ୍ଚ ୨୦ରେ ସେ କଣିହାଁ ପ୍ରକଳ୍ପରେ…
ପୌର ପରିଷଦରେ ବ୍ୟାପକ ଦୁର୍ନୀତି ଅଭିଯୋଗ : ଉନ୍ନତିରେ ଖର୍ଚ୍ଚ ହେଉନି ଅର୍ଥ
ତାଳଚେର, ୨୧ା୭ (ନି.ପ୍ର.) – ତାଳଚେର ପୌର ପରିଷଦରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ କରିଛି ଯୁବ ସମାଜସେବୀ ସଂଗଠନ। ଗୁରୁବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଂଗଠନର ସଭାପତି ସ୍ବାଧୀନ ଥମ୍ବ ଅଭିଯୋଗ କରିଛନ୍ତି, ପୌର ପରିଷଦକୁ ଆସୁଥିବା ବିଭିନ୍ନ…
ଗୁରୁ ଶିଷ୍ୟ ସମ୍ପର୍କ ନିବିଡ଼ ହେଉ
ବଇଣ୍ଡା,୨୦।୭(ଡି.ଏନ.ଏ.): ଶିଶୁଙ୍କୁ ଭଲ ମଣିଷ କରିବା ପାଇଁ ଶିକ୍ଷକ ସମାଜର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ। ସବୁବେଳେ ଗୁରୁଙ୍କୁ ସମ୍ମାନ ଦିଆଯାଉ। ଗୁରୁ-ଶିଷ୍ୟ ସମ୍ପର୍କ ନିବିଡ଼ ହେଲେ ଶିଶୁର ଭବିଷ୍ୟତ ଉକଳ ହେବ ବୋଲି ଶନିବାର କିଶୋରନଗର ବ୍ଲକ କିଶୋରନଗର ହାଇସ୍କୁଲର ୬୨…
ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର
ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି। ଅବକାରୀ ଓ…
ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା
ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା ନେଇ ଶୁକ୍ରବାର ଅଭିଯୋଗ ହୋଇଥିଲା। ତେବେ ଶନିବାର ଚିକିତ୍ସାଳୟରେ ସ୍ବାସ୍ଥ୍ୟ ଓ ପରିବାର…
ବିନା ଆକ୍ସନ ପ୍ଲାନରେ ଚାଲିଛି ପୌରପାଳିକା: ଉନ୍ନୟନ ଅର୍ଥ ଭରଣା ନେଇ ପ୍ରଶ୍ନବାଚୀ
ଅନୁଗୋଳ ଅଫିସ, ୨୦।୭ – ବିନା ଆକ୍ସନ ପ୍ଲାନରେ ଚାଲିଛି ଅନୁଗୋଳ ପୌରପାଳିକା। ୪ମାସ ତଳୁ ଆୟ ବ୍ୟୟ ଖସଡ଼ା ସହ ଆକ୍ସନ ପ୍ଲାନ ପ୍ରସ୍ତୁତ ହେବା କଥା। କିନ୍ତୁ ବର୍ତ୍ତମାନ ସୁଦ୍ଧା ତାହା ହୋଇପାରି ନାହିଁ। ଫଳରେ ବିନା ଆକ୍ସନ…
୪.୭୩ ଲକ୍ଷ ପିଲା ଖାଇବେ କୃମି ନାଶକ ଔଷଧ
ଅନୁଗୋଳ ଅଫିସ, ୨୦।୭ – ଅଗଷ୍ଟ ୮ ଜାତୀୟ କୃମି ନାଶକ ଦିବସ ଅବସରରେ ଅଙ୍ଗନୱାଡ଼ି କେନ୍ଦ୍ର ଓ ବିଦ୍ୟାଳୟରେ ପଢ଼ୁଥିବା ପିଲାମାନଙ୍କୁ କିପରି କୃମି ନାଶକ ଔଷଧ ଖୁଆଯିବ ସେ ନେଇ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ…
ମୃତଦେହରୁ ଆଖି ଗାଏବ ଘଟଣା: ଅଭିଯୋଗ ସଙ୍ଗିନ, ବଢ଼ାଇଲା ହୃତ୍ସ୍ପନ୍ଦନ
ଅନୁଗୋଳ ଅଫିସ, ୨୦।୭ – ବାରମ୍ବାର ବିବାଦ ଘେରକୁ ଆସୁଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। କେତେବେଳେ ପରିଚାଳନାଗତ ଅବ୍ୟବସ୍ଥା ତ ଆଉ କେତେବେଳେ ରୋଗୀ ବେଡ୍ରୁ ଉଠି କେଉଁଆଡ଼େ ଚାଲିଯିବା ଘଟଣା ନଜରକୁ ଆସୁଛି। ହେଲେ ଗୁରୁବାର ରାତିରେ ଶବ…
Archives


