ଅନୁଗୋଳ

ମଦ ସହ ସ୍କୁଟି ଜବତ, ୩ ଗିରଫ

ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି…

ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର

ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର ସାହୁ( ୩୫)ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ଭି ହୋଇଛନ୍ତି । ସୂଚନାଯୋଗ୍ୟ…

ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାର ଉଦ୍‌ଘାଟନ କରିବେ। ତେବେ ନାମ…

ବିନା ଅଟକଳରେ ଚାଲିଛି ପୌରପାଳିକା

ଅନୁଗୋଳ ଅଫିସ, ୧୫।୭: ୨୦୧୯-୨୦ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ପ୍ରାୟ ୪ ମାସ ହେଲାଣି। ହେଲେ ଏ ଯାଏ ଅନୁଗୋଳ ପୌରପାଳିକା ତାର ବଜେଟ ପ୍ରସ୍ତୁତ କରିପାରିନି। ବିନା ଅଟକଳରେ ପୌର ପ୍ରଶାସନ ଏତେ ଦିନ ହେଲା ଅର୍ଥ ଖର୍ଚ୍ଚ…

ବଜାଜ ପ୍ଲାଟିନା ଏଚ ଗିଅର ୧୧୦ର ବଜାର ପ୍ରବେଶ

ପାଲଲହଡା,୧୫।୭(ଡି.ଏନ.ଏ.) ସ୍ଥାନୀୟ ବଜାଜ ଶୋ ରୁମ୍‌ଠାରେ ନୂଆ ବଜାଜ ପ୍ଲାଟିନା ଏଚ ଗିଅର ୧୧୦ର ବଜାର ପ୍ରବେଶ ହୋଇଛି I କମ୍ପାନୀ ପକ୍ଷରୁ ଆୟୋଜିତ ଏହି ବଜାର ପ୍ରବେଶ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ମୁକେଶ କୁମାର ପାଲ ଯୋଗଦେଇ ଗାଡ଼ିର ବଜାର…

ବିଦ୍ୟୁତ୍‌ ତାର ଛିଣ୍ଡି ୧ ମଇଁଷି, ୨ ପୋଢ ମୃତ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର)-ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ରବିବାର ଗୋଟିଏ ମଇଁଷି ଓ ୨ଟି ପୋଢ଼ର ମୃତ୍ୟୁ ଘଟିଛି। ଘଟଣାରୁ ଜଣାପଡ଼ିଛି, ପରଙ୍ଗ ଗ୍ରାମର ମଧୁସୂଦନ ପାତ୍ରଙ୍କ ପୋଢ଼ ଓ ମଇଁଷି ରବିବାର ପିତାବଳି…

ବିଧବା ମହିଳାଙ୍କୁ ଆକ୍ରମଣ, ୩ ଗିରଫ

ବଇଣ୍ଡା,୧୪।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅମାସମା ଗ୍ରାମର ବିଧବା ମହିଳା ହୀରା ପ୍ରଧାନଙ୍କୁ ସେହି ଗ୍ରାମର ରବି ପ୍ରଧାନ, ଶ୍ରୀରାମ ପ୍ରଧାନ, ଭାଗୀରଥି ପ୍ରଧାନ ଠେଙ୍ଗାରେ ଆକ୍ରମଣ କରିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏ ନେଇ ନଂ. ୬୪/୧୯ରେ…

ବଗିଚାକୁ ଯାଉଥିବା ବେଳେ ୩ ଭାଲୁଙ୍କ ଆକ୍ରମଣ: ବାପ, ପୁଅ ଗୁରୁତର

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ବ୍ରାହ୍ମଣବିଲା ଗ୍ରାମରେ ରବିବାର ଭାଲୁ ଆକ୍ରମଣରେ ବାପ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମ ଶଙ୍ଖାଡ଼ି ସାହିର ପ୍ରହ୍ଲାଦ ଶଙ୍ଖାରୀ(୫୦) ଏବଂ ପୁଅ ମିଟୁ ଶଙ୍ଖାରୀ। ଉଭୟଙ୍କ…

ବିଭିନ୍ନ ପ୍ରତିଷ୍ଠାନ, ବ୍ୟାଙ୍କ କର୍ମଚାରୀଙ୍କ ସହ ପୋଲିସର ବୈଠକ: ସିସିଟିଭି ଲଗାଅ, ସନ୍ଦିଗ୍ଧଙ୍କ ସୂଚନା ଦିଅ

ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳରେ ଡକାୟତି, ଲୁଟ୍‌ପାଟ ବୃଦ୍ଧି ଏବେ ପୋଲିସ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଜିଲା ଏପରିକି ରାଜ୍ୟ ବାହାରର ଲୁଟେରା ଏଠାକୁ ଆସି ସହଜରେ ଲୁଟ୍‌ପାଟ କରି ଚମ୍ପଟ ମାରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅନୁଗୋଳ…

ଗୋଧି ଗିଳୁଥିବା ଅହିରାଜକୁ ଗୁଳି ଘଟଣା: ଶିକାରୀଙ୍କୁ ଘଣ୍ଟ ଘୋଡ଼ାଇବାକୁ ରାଜନୈତିକ ଚାପ ଚର୍ଚ୍ଚା

ବନ୍ତଳା,୧୪ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆସ୍ଥିତ ପାଣ୍ଡୁରୀଶୁଣି ପାହାଡ଼ରେ ଗତ ୧୦ ତାରିଖରେ ଗୋଧି ଗିଳୁଥିବା ଏକ ଅହିରାଜକୁ ଶିକାରୀମାନେ ଗୁଳି କରିଥିବା ଚର୍ଚ୍ଚାର ବିଷୟ ହୋଇଥିଲା। ଗ୍ରାମବାସୀଙ୍କ ସୂଚନାକୁ ଆଧାର କରି ବନ ବିଭାଗ ସାପର ମୃତଦେହ…

ଏନ୍‌ଟିପିସି ଡାକ୍ତରଙ୍କ ପ୍ରସ୍ତାବ ଉପରେ ମୋହର : ଗ୍ରହଣଖଣ୍ଡିଆ ରୋଗୀ ଯିବେ ହାଇଦ୍ରାବାଦ

ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳ ଜିଲାରେ ଥିବା ଗ୍ରହଣଖଣ୍ଡିଆ ଓ ଅଗ୍ନି ବିକଳାଙ୍ଗ ରୋଗୀଙ୍କ ପ୍ଲାଷ୍ଟିକ ସର୍ଜରୀ ଚିକିତ୍ସା ହାଇଦ୍ରାବାଦରେ କରାଯିବ। ସେଠାରେ ମାଗଣା ଚିକିତ୍ସାସେବା ଉପଲବ୍ଧ ହେଉଥିବାରୁ ଏହାର ସୁଯୋଗ ଅନୁଗୋଳର ରୋଗୀଙ୍କୁ ଦେବାକୁ କଣିହଁାସ୍ଥିତ ଏନ୍‌ଟିପିସି ଡାକ୍ତରଖାନାର…

ମଧ୍ୟାହ୍ନଭୋଜନ ଖାଇ ୧୯ ଅସୁସ୍ଥ, ୨ ଗୁରୁତର

ତାଳଚେର,୧୩।୭(ନି.ପ୍ର.) : ମଧ୍ୟାହ୍ନଭୋଜନ ଖାଇ ଶନିବାର ପରଜଙ୍ଗ ବ୍ଲକ କଳେଇ ୟୁପିସ୍କୁଲର ୧୯ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସା ପାଇଁ ସମସ୍ତଙ୍କୁ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବେ ୨ ଜଣ ଡାକ୍ତରଖାନାରେ ଚିକିସତ୍ାଧୀନ ଥିବାବେଳେ ଅନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?