ଅନୁଗୋଳ

କୁଲାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ୮ ଶ୍ରେଣୀକୁ ୩ ଗୃହ

ବଅଁରପାଳ, ୬।୭(ଡି.ଏନ୍‌.ଏ) – ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଥିବା କୁଲାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘ ଦିନ ହେଲା ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଠାରୁ ଆରମ୍ଭ କରି ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ…

ଛେଣ୍ତିପଦା ସାଲୁଇଖମଣରେ ବାର୍‌ହା ଆତଙ୍କ: ଜୀବନ ରକ୍ଷା ଲାଗି ପୋଖରୀକୁ ଡେଇଁଲେ ବ୍ୟକ୍ତି

ଛେଣ୍ଡିପଦା,୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସାଲୁଇଖମଣ ଗ୍ରାମରେ ଏକ ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ତ୍ରିଲୋଚନ ମାଝି, ଝୁନାରାଣୀ ସାହୁ। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଏକ ବାର୍‌ହା ନିକଟସ୍ଥ ଜଙ୍ଗଲରୁ ଗ୍ରାମ ଭିତରକୁ ପଶି…

ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଗ୍ରାମରେ ତୀବ୍ର ଉତ୍ତେଜନା ଦେଖାଦେଇଛି।…

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ।…

ପୋଖରୀରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଛେଣ୍ଡିପଦା,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ପଞ୍ଚାୟତର ଧୁଡ଼ାମାଳ ପୋଖରୀରୁ ଗୁରୁବାର ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାରୁ ପ୍ରକାଶ ଯେ, ଛେଣ୍ଡିପଦା ଗ୍ରାମର କିଛି ଲୋକ ଶୌଚ ହେବା ପାଇଁ ପୋଖରୀକୁ ଯାଇଥିଲେ। ସେଠାରେ ଏକ ନବଜାତ ଶିଶୁର ମୃତଦେହ…

ପହଣ୍ଡିରେ ରଥାରୂଢ଼ ଶ୍ରୀଜୀଉ, ରଥ ଟାଣିବାକୁ ଭକ୍ତଙ୍କ ଅପେକ୍ଷା

ଅନୁଗୋଳ ଅଫିସ,୪ା୭: ଅନୁଗୋଳ ଶୈଳଶ୍ରୀକ୍ଷେତ୍ରଠାରେ ଗୋଟି ପହଣ୍ଡିରେ ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ତଥା ଜିଲାପାଳ ମନୋଜ କୁମାର ମହାନ୍ତି, ଉପସଭାପତି ତଥା ଏସପି ମିତ୍ରଭାନୁ ମହାପାତ୍ର ଛେରା ପହଁରା କରିଛନ୍ତି। ଏହି ଅବସରରେ ଶୈଳଶ୍ରୀ କ୍ଷେତ୍ର…

ଜେଏସ୍‌ପିଏଲ୍‌ର ସର୍ବକାଳୀନ ରେକର୍ଡ : ଦିନକରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ

ଅନୁଗୋଳ ଅଫିସ, ୪।୭- ଅନୁଗୋଳ ସ୍ଥିତ ଜେଏସ୍‌ପିଏଲ୍‌ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସରୁ ଜୁଲାଇ ୨ରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ ହୋଇଛି, ଯାହା ସର୍ବକାଳୀନ ରେକର୍ଡ। ଭାରତର କୌଣସି ପ୍ଲାଣ୍ଟରୁ ଗୋଟିଏ ଦିନରେ ଏତେ ପରିମାଣର ହଟ୍‌ ମେଟାଲ…

ମହାନଦୀ ଜଳ ବିବାଦର ଚାହାନ୍ତି ସମାଧାନ : ପ୍ରଧାନମନ୍ତ୍ରୀଙ୍କୁ ଦାବି ଜଣାଇବାକୁ କଟକରୁ ସାଇକେଲ ଯାତ୍ରା

ଅନୁଗୋଳ ଅଫିସ,୪ା୭ – ମହାନଦୀ ଜଳ ବିବାଦର ସମାଧାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବା ଲକ୍ଷ୍ୟରେ ଦୁଇ ଛାତ୍ର କଟକ ମାହାଙ୍ଗା ଅଞ୍ଚଳର କ୍ରିଷ୍ଣାକାନ୍ତ ଷଡ଼ଙ୍ଗୀ ଓ କେନ୍ଦୁଝର ଆନନ୍ଦପୁରର ଶୁଭ୍ରଜିତ ବାରିକ କଟକରୁ ସାଇକେଲ୍‌ରେ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି।…

ମାଉସୀ ଘର ଯିବେ ମହାପ୍ରଭୁ : ପଥ ଚାହିଁଛି ୩ ରଥ

ଅନୁଗୋଳ ଅଫିସ, ୪।୭ – ରଥରେ ଚଢ଼ି ମାଉସୀ ଘର ଯିବେ ମହାପ୍ରଭୁ। ଏଥିପାଇଁ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଉ ମାତ୍ର କେଇ ଘଣ୍ଟା ପରେ ଟାହିଆ ହଲାଇ ପହଣ୍ଡିରେ ଆସି ରଥାରୁଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ଏହାପରେ…

ଛୁଟି ସରିଲା, ମରାମତି ହେଲାନି ସ୍କୁଲ : ଛାତ୍ରାବାସ ଶୟନ କକ୍ଷରେ ପାଠପଢ଼ା

ବଇଣ୍ଡା, ୪।୭- ଜୁନ ୬ ତାରିଖ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାପୀଠ। ସ୍କୁଲର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ ପବନରେ ଉଡିଯିବା ସହ ଭାଙ୍ଗି ରୁଜି ଯାଇଥିଲା। ଇତି ମଧ୍ୟରେ ଖରାଛୁଟି ସରି ସ୍କୁଲ ଆରମ୍ଭ…

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ: ବେଡ୍‌ ଛାଡ଼ି ପଳାଇଲେ ମାନସିକ ରୋଗୀ

ଅନୁଗୋଳ ଅଫିସ, ୩।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍‌ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ମେଡିକାଲ କର୍ତ୍ତୃପକ୍ଷଙ୍କ ହୁଗୁଳା ସୁରକ୍ଷା ବ୍ୟବସ୍ଥା ଯୋଗୁ ବାରମ୍ବାର ଏପରି ଘଟଣା ଘଟୁଥିବା…

ରାଜପଥରୁ ଡକାୟତି ଯୋଜନା ପଣ୍ଡ: ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତ ଗିରଫ

ଅନୁଗୋଳ ଅଫିସ, ୩।୭-ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍‌ ଗୁଡ଼ିକରୁ ଡକାୟତି ପାଇଁ ଯୋଜନା ବେଳେ ସୋମବାର ରାତିରେ ପୋଲିସ ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଏକାଧିକ ମାରଣାସ୍ତ୍ର ମିଳିଥିବା ବେଳେ ନଗଦ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri