ଅନୁଗୋଳ

୮ରେ ମା’ ହିଙ୍ଗୁଳାଙ୍କ ରତ୍ନମୁଦ ଉତ୍ସବ:ଏକ ଲକ୍ଷ ଭକ୍ତଙ୍କ ହେବ ସମାଗମ

ତାଳଚେର,୨୯ା୬(ନି.ପ୍ର.) ଆଗାମୀ ଜୁଲାଇ ୮ ହେରା ପଞ୍ଚମୀ ଦିନ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବନିର୍ମିତ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠ ପରିସରରେ ଗୁରୁବାର…

ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ ତଲେଇପଥର ଗ୍ରାମର ଅଇଁଠା ପ୍ରଧାନ, ଛବି ପ୍ରଧାନ, ରୁନି ଭୋଇ, ପାଇକସାହି ଗ୍ରାମର ତୀର୍ଥ…

ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ‘ଦିଲ୍‌ଖୁସ୍‌’…

ଥର୍ମାଲ ଡିଏଭି ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତାଳଚେର, ୨୮ା୬(ନି.ପ୍ର.) : ତାଳଚେର ଥର୍ମାଲ ସ୍ଥିତ ଡିଏଭି ସ୍କୁଲରେ ଅଭିଭାବକ ସଂଘ ପକ୍ଷରୁ ୩ ଦଫା ଦାବି ନେଇ ତାଲା ପକାଇ ଦିଆଯାଇଛି। ଅଧ୍ୟକ୍ଷଙ୍କ ବଦଳି, ବର୍ଦ୍ଧିତ ସ୍କୁଲ ଫି’ ପ୍ରତ୍ୟାହାର, ଅଭିଭାବକମାନଙ୍କ ଅଭିଯୋଗଗୁଡିକର ପ୍ରତିକାର ଅନ୍ତର୍ଭୁକ୍ତ। ସଭାପତି ସଂଜୀବ…

ବଅଁରପାଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: କ୍ଲବ, ଭଡ଼ା ଘରେ ଚାଲିଛି ଡାକ୍ତରଖାନା

ବଅଁରପାଳ, ୨୮।୬(ଡି.ଏନ.ଏ.)- ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏହାର ଭିନ୍ନଚିତ୍ର ନଜରକୁ ଆସିଛି। ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଏହା ଅଧୀନରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ପାଇଁ ସ୍ଥାୟୀ…

ନୂଆ ଦାୟିତ୍ୱକୁ ନେଇ ଅନୁଗୋଳବାସୀଙ୍କ ମତ: ଗରିମା ବଢ଼ାନ୍ତୁ ରଜନୀକାନ୍ତ

ଅନୁଗୋଳ ଅଫିସ,୨୮।୬ – ଅନୁଗୋଳ ନିର୍ବାଚନମଣ୍ଡଳୀରୁ ଲଗାତାର ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକ ରଜନୀକାନ୍ତ ସିଂ ମନ୍ତ୍ରୀ ପଦ ପାଇଁ ଏଥର ଦୃଢ଼ ଦାବିଦାର ଥିଲେ। ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳରେ ସେ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିସାରିଥିବାରୁ ଏଥର…

୨ ମାସ ହେବ ନୂତନ ଟ୍ରାନ୍ସଫର୍ମର ଲାଗୁନି: ପ୍ରତିବାଦରେ ବଇଣ୍ଡା ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୨୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସେରେଣ୍ଡା ଓ କୋଡ଼ାସାହିରେ ଲାଗିଥିବା ୨ଟି ୧୦ କେଭି ଟ୍ରାନ୍ସଫର୍ମର ୨ ମାସ ହେବ ପୋଡ଼ିଯାଇଛି। ନୂତନ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବହୁବାର ସେସୁ କାର୍ଯ୍ୟାଳୟଠାରେ ଅଭିଯୋଗ କଲେ ମଧ୍ୟ ଲଗାଯାଉ ନ ଥିବା…

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଜିଲା ପୋଲିସ ବିଭାଗରେ ଜଣେ ଦକ୍ଷ ଅଧିକାରୀ ଭାବେ…

ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ତାଳଚେର, ୨୭ା୬(ନି.ପ୍ର.) : ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ଛାତ୍ରୀମାନେ ତାଲା ପକାଇ ଦେଇଛନ୍ତି। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ୨୬ ତାରିଖରେ ଯୁକ୍ତ ୩ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷ ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଥିଲା।…

ଆଲୁମିନିୟମ ପାର୍କ କ୍ଷତିଗ୍ରସ୍ତଙ୍କ ଜରୁରୀ ବୈଠକ : ଗ୍ରହଣ କରିବେ ଆନ୍ଦୋଳନାତ୍ମକ ପନ୍ଥା

ବଅଁରପାଳ, ୨୭।୬ (ଡି.ଏନ୍‌.ଏ.) – ଆଲୁମିନିୟମ ପାର୍କ ପାଇଁ ଅଧିଗ୍ରହଣ କରାଯାଇଥିବା ଗୋଚର ଜମି ବଦଳରେ ଇଡ୍‌କୋ କର୍ତ୍ତୃପକ୍ଷ ଏଯାଏ ଅନ୍ୟତ୍ର ଜମି ଦେବାକୁ ପଦକ୍ଷେପ ନେଇ ନ ଥିବାରୁ ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମବାସୀ ଓ ଏହି ଗ୍ରାମ ସୀମା…

ଏନ୍‌ଜେନ ମନମୁଖି କାର୍ଯ୍ୟକୁ ନେଇ ତେଜୁଛି ଅସନ୍ତୋଷ: ଉପଭୋକ୍ତାଙ୍କ ଉପରେ ବଢ଼ୁଛି ବିଦ୍ୟୁତ୍‌ ବୋଝ

ତାଳଚେର, ୨୬ା୬ – କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଓ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିକୁ ନେଇ ତାଳଚେର ବିଦ୍ୟୁତ୍‌ ସେବାରେ ସୃଷ୍ଟି ହୋଇଛି ବଡ଼ ସଙ୍କଟ। ବିଦ୍ୟୁତ୍‌ ରକ୍ଷଣାବେକ୍ଷଣ ଓ ବିଲ୍‌ ଆଦାୟ ଦାୟିତ୍ୱରେ ଥିବା ଏନ୍‌ଜେନ କମ୍ପାନୀର…

ଯୁକ୍ତ ଦୁଇ ଜିଲା ଟପ୍ପରଙ୍କୁ ଜିଲାପାଳଙ୍କ ଆର୍ଥତ୍କ ସହାୟତା: ପଢ଼ାଖର୍ଚ୍ଚ ବହନ କରିବାକୁ କୃତାର୍ଥଙ୍କ ପ୍ରତିଶ୍ରୁତି

ଅନୁଗୋଳ ଅଫିସ/ବନ୍ତଳା, ୨୬।୬- ଯୁକ୍ତ ଦୁଇ କଳାରେ ଅନୁଗୋଳ ଜିଲା ଟପ୍ପର ହୋଇଥିବା ମଧୁସ୍ମିତା ବେହେରାଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ୫ ହଜାର ଟଙ୍କାର ଆର୍ଥୀକ ସହାୟତା ପ୍ରଦାନ କରିଛନ୍ତି। ଏଥିସହିତ ଭବିଷ୍ୟତରେ ଆହୁରି ଅଧିକ ପରିଶ୍ରମ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri