ଅନୁଗୋଳ

ଟ୍ରାଫିକ୍‌ ଜଗିବ ୪୮ କ୍ୟାମେରା, ଖୁବ୍‌ଶୀଘ୍ର ଉଦ୍‌ଘାଟନ

ଅନୁଗୋଳ ଅଫିସ, ୯।୭ ଅନୁଗୋଳର ଅସଜଡ଼ା ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ପାଇଁ ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକରେ କ୍ୟାମେରା ଲଗାଯାଉଛି। ଏହି କ୍ୟାମେରା ଟ୍ରାଫିକ ବ୍ୟବସ୍ଥା ସହ ଅପରାଧୀଙ୍କ ଉପରେ ମଧ୍ୟ ନଜର ରଖିବ। ପ୍ରଥମ ପର୍ଯ୍ୟାୟରେ ୪୮ଟି କ୍ୟାମେରା…

ସପ୍ଲିମେଣ୍ଟାରୀ ପରୀକ୍ଷା ଦେଲେ ୨୬୩ ଛାତ୍ରୀଛାତ୍ର

ବଇଣ୍ଡା,୮।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏଥିରେ କିଶୋରନଗର ଓ ଆଠମଲ୍ଲିକ ବ୍ଲକର ୨୬ଟି ହାଇସ୍କୁଲର ୨୬୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସମୟ ନିର୍ଦ୍ଧାରଣ ପୂର୍ବରୁ ସମସ୍ତ ଛାତ୍ରୀଛାତ୍ରମାନେ…

ବାଗଡ଼ିଆ-ପୁରୁଣାଗଡ଼ ରାସ୍ତା ଶୋଚନୀୟ

ଛେଣ୍ଡିପଦା,୮ା୭(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ବାଗଡିଆ-ପୁରୁଣାଗଡ ଦଳିତ ସାହି ଗ୍ରାମ ରାସ୍ତା ରକ୍ଷଣାବେକ୍ଷଣ ତଥା ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। ପ୍ରାୟ ୨ କିମି ବିଶିଷ୍ଟ ଏହି ମାଟି ରାସ୍ତା ବର୍ଷା ହେଲେ କଦର୍ଯ୍ୟ ହୋଇପଡୁଛି। ଫଳରେ ଲୋକେ ଯାତାୟାତବେଳେ ନାହିଁ ନ…

ଇଣ୍ଡିଆନ ବ୍ୟାଙ୍କ ଡକାୟତି ଘଟଣାକୁ ପୂରିଲା ବର୍ଷେ; ଏଯାଏ ଧରାପଡ଼ିନାହାନ୍ତି ୪ ଡକାୟତ

ଅନୁଗୋଳ ଅଫିସ, ୮।୭: ଗତବର୍ଷ ଅନୁଗୋଳର ଦୁଇଟି ବ୍ୟାଙ୍କରେ କଳାକନା ବୁଲାଇଥିଲେ ଡକାୟତ। ପ୍ରଥମେ ୨୦୧୮ ଏପ୍ରିଲ ୬ରେ ସହରର ଶଙ୍କର ସିନେମା ହଲ ନିକଟ ଆନ୍ଧ୍ର ବ୍ୟାଙ୍କରୁ ୨୩ ଲକ୍ଷ ଟଙ୍କା ଓ ୩ କେଜି ସୁନା ଡକାୟତି ହୋଇଥିଲା।…

ଖଇରନାଳୀ ବନ ସଂରକ୍ଷଣ ସମିତି ପୁରସ୍କୃତ

କଣିହାଁ, ୭ା୭ (ଡି.ଏନ.ଏ.)- ଅନୁଗୋଳ ଜିଲା ଡେରଜାଙ୍ଗ ଡ୍ୟାମ ସାଇଟରେ ରବିବାର ଉପଖଣ୍ଡସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ତାଳଚେର ଉପଖଣ୍ଡରେ କଣିହାଁ ବ୍ଳକ କମରେଇ ପଞ୍ଚାୟତର ଖଇରନାଳୀ ବନ ସଂରକ୍ଷଣ ସମିତିକୁ ରାଜ୍ୟ ଜଙ୍ଗଲ ଓ ପରିବେଶ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ବୁଲିଲେ ବିଧାୟକ

ପାଲଲହଡ଼ା, ୭ା୭(ଡି.ଏନ.ଏ.)- ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ରବିବାର ପାଲଲହଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଓ ମାଓ ଅଞ୍ଚଳ ନାଗିରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ ଯାଇ ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପ୍ରଥମେ ବିଧାୟକ ନଗିରା ଗ୍ରାମରେ ପହଞ୍ଚି ଲୋକଙ୍କ…

୮୦୦ରୁ ଊର୍ଦ୍ଧ୍ୱ ଔଷଧୀୟ ଚାରା ରୋପଣ

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ସଂରକ୍ଷିତ ଜଙ୍ଗଲରେ ରବିବାର ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୮୦୦ରୁ ଊର୍ଦ୍ଧ୍ୱ ଔଷଧୀୟ ଚାରାରୋପଣ କରାଯାଇଛି। ବର, ଅଶ୍ବତ୍ଥ, ଚାକୁଣ୍ଡା,…

ଦୁଇ ଗୋରୁ ବୋଝେଇ କଣ୍ଟେନର ଜବତ, ୧୦୭ ଗୋରୁ ଉଦ୍ଧାର, ୩ ଗିରଫ

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ପୋଲିସ ପକ୍ଷରୁ ରବିବାର ବେଆଇନ ଗୋରୁ ବୋଝେଇ ଗାଡ଼ି ଉପରେ ଚଢ଼ାଉ କରାଯାଇ ଦୁଇଟି କଣ୍ଟେନର ଜବତ ସହ ୧୦୭ ଗୋରୁଙ୍କୁ ଉଦ୍ଧାର କରାଯାଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଦୁଇଟି କଣ୍ଟେନରରେ ଗୋରୁ ବୋଝେଇ…

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କର୍ଣ୍ଣପାଳ ଗ୍ରାମ କଦମ୍ବଘାଟ ସାହିର ନୂଆଦେଇ ମାଝି (୬୧) ରବିବାର ସକାଳେ ଘରଠାରୁ ୫୦୦ମିଟର ଦୂର ଆଉଁଳି ନଦୀରୁ ଗାଧୋଇ ଫେରୁଥିବାବେଳେ ତାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିଥିଲା। ଫଳରେ ସେ ଘଟଣାସ୍ଥଳରେ ପଡ଼ି…

୮ରେ ହିଙ୍ଗୁଳା ମନ୍ଦିର ରତ୍ନମୁଦ

ତାଳଚେର, ୭ା୭(ନି.ପ୍ର.) – ମା’ ହିଙ୍ଗୁଳାଙ୍କ ନୂତନ ଭବ୍ୟ ମନ୍ଦିରର ପବିତ୍ର ରନତ୍ମୁଦ ଉତ୍ସବ ଆସନ୍ତା ୮ ତାରିଖ ହେରା ପଞ୍ଚମୀ ଦିନ ତାଳଚେର ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ପକ୍ଷରୁ…

ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) – ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୋଟଙ୍ଗା ଥାନା ଅଞ୍ଚଳର ଗଗନ ନାୟକ…

ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ

କଣିହଁ।, ୭।୭ (ଡି.ଏନ୍‌.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି। ଓଏଚ୍‌ପିସି ଟୁ ଷ୍ଟାର କଲୋନୀ ଓ ଆଇଟିଆଇ ଛାତ୍ରାବାସର ପାଚେରି ଭାଙ୍ଗିବା ସହ ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?