ନାଲ୍କୋ ସିପିପିରେ ବିଦ୍ୟୁତ୍ ଉତ୍ପାଦନ ହ୍ରାସ
ବଅଁରପାଳ,୩୦ା୬(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ସିପିପିରେ ବିଦ୍ୟୁତ୍ ଉତ୍ପାଦନ ହ୍ରାସ ପାଇଛି। ଷ୍ଟକୟାର୍ଡରେ ବର୍ଷା ପାଣି ପଶିଯିବାରୁ କୋଇଲା ଫିଡିଂରେ ସମସ୍ୟା ହେଉଥିବା ଓ ବଏଲର ଷ୍ଟାର୍ଟ ପାଇଁ ଆବଶ୍ୟକ ପଡ଼ୁଥିବା...
ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର
ବଇଣ୍ଡା,୨୮।୬ (ପରିକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳୀ ଠାରୁ ବାମୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟରେ ବହୁ ବିଳମ୍ବ ହେଉଥିବାରୁ ଅଞ୍ଚଳବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନେକ ସ୍ଥାନରେ ଗ୍ରାମର...
ଆତଙ୍କ ପ୍ରତିବାଦରେ ଆନ୍ଦୋଳନ
ଅନୁଗୋଳ, ୨୬।୬ (ଅମିତ ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ହାତୀ ଉପଦ୍ରବ ଥମୁନାହିଁ। ଚଳିତବର୍ଷ ଆରମ୍ଭରୁ ଅଦ୍ୟାବଧି ୧୭ରୁ ଅଧିକ ଲୋକଙ୍କ ଜୀବନ ନେଇସାରିଲେଣି ହାତୀପଲ। ସେହିପରି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡର ଏକ ଦନ୍ତା ହାତୀ ଘରଦ୍ୱାର ଭାଙ୍ଗି...
ବିଦ୍ୟୁତ୍ କାଟ ବନ୍ଦ, ଦର ହ୍ରାସ ଦାବିରେ ବିକ୍ଷୋଭ
ଅନୁଗୋଳ,୨୮।୬(ଅମିତ କୁମାର ସାମଲ): ଅଘୋଷିତ ବିଦ୍ୟୁତ୍ କାଟ ବନ୍ଦ ଏବଂ ବର୍ଦ୍ଧିତ ବିଦ୍ୟୁତ୍ ଦର ହ୍ରାସ ଦାବିରେ ମଙ୍ଗଳବାର ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସଭାପତି ସଂଗ୍ରାମ ମିଶ୍ରଙ୍କ...
ବୃଦ୍ଧଙ୍କଠାରୁ ଟଙ୍କା ନେଇଗଲେ ଦଲାଲ
ଅନୁଗୋଳ,୨୭।୬(ଅମିତ ସାମଲ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ବୃଦ୍ଧ ରୋଗୀଙ୍କଠାରୁ ଦଲାଲ ଟଙ୍କା ଠକି ନେଇଥିବା ସୋମବାର ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ବଅଁରପାଳ ବ୍ଲକ ଜରପଡ଼ା ଥାନା ବିମଳବେଡ଼ା ଅଞ୍ଚଳର ସୁଦର୍ଶନ ପ୍ରଧାନ ତାଙ୍କ ବାପା...
ପମ୍ପହାଉସ ଭୁଶୁଡ଼ି ନଦୀରେ ଭାସିଗଲା
ତାଳଚେର,୨୭ା୬(ମନୋଜ ନନ୍ଦ): ତାଳଚେର ବ୍ଲକ ସନ୍ଥପଡା ପଞ୍ଚାୟତ ବ୍ରାହ୍ମଣୀ ନଦୀ କୂଳରେ ନିର୍ମାଣ କରାଯାଇଥିବା ପମ୍ପ ହାଉସ ଓ ପାଣି ଟାଙ୍କି ସୋମବାର ଭୁଶୁଡ଼ି ନଦୀ ଗର୍ଭରେ ଭାସି ଯାଇଛି। ଏହି ଘଟଣାକୁ ନେଇ ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ...
ଏକ୍ସପ୍ରେସ ରହଣିକୁ ଅପେକ୍ଷା
ବଇଣ୍ଡା,୨୬।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମୁଖ୍ୟ ବଇଣ୍ଡା ରେଳଷ୍ଟେଶନରେ ଏକ୍ସପ୍ରେସ୍ ରହଣିର ଅପେକ୍ଷା ଶେଷ ହେଉନାହିଁ। ଏହି ପଥ ଦେଇ ଯାଉଥିବା ୨୨ଟି ଟ୍ରେନ୍ ମଧ୍ୟରୁ ୧୪ଟି ଏକ୍ସପ୍ରେସ ଟ୍ରେନ୍ ଏଠାରେ ଅଟକୁନାହିଁ। ଜିଲା ଅର୍ଥନୀତିର ଅନ୍ୟତମ...
ତଳି ଅଞ୍ଚଳ ଜଳାର୍ଣ୍ଣବ
ଅନୁଗୋଳ/ତାଳଚେର, ୨୬।୬(ଅମିତ ସାମଲ/ମନୋଜ ନନ୍ଦ): ଉଛୁଳିଲା ଡ୍ରେନ୍। ରାସ୍ତାରେ ଚାଲିଲା ଆଣ୍ଠୁଏ ଉଚ୍ଚତାର ପାଣି। କେବଳ ସହରତଳି ଅଞ୍ଚଳ ନୁହେଁ, କେଇ ଘଣ୍ଟାରେ ଜଳାର୍ଣ୍ଣବ ହୋଇଗଲା ବ୍ୟସ୍ତବହୁଳ ସଡ଼କ। ଲଘୁଚାପଜନିତ ଲଗାଣବର୍ଷାରେ ରବିବାର ଅନୁଗୋଳ ସହରରେ ଦେଖିବାକୁ ମିଳିଥିଲା ଏଭଳି...
ଭାସିଗଲା କାଠପୋଲ, ଦ୍ରୁମ ଧରାଶାୟୀ
କଣିହାଁ,୨୬।୬(ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ଟୋଲକବେଡ଼ା ଗ୍ରାମ ଟିକିରା ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ନିର୍ମିତ ଅସ୍ଥାୟୀ କାଠପୋଲର ଅର୍ଦ୍ଧାଧିକ ଅଂଶ ରବିବାର ଭାସିଯାଇଛି। ଲଘୁଚାପଜନିତ ଲଗାଣ ବର୍ଷାରେ ହଠାତ୍ ନଦୀ ଫୁଲି ଉଠିବାରୁ ଏଭଳି ଅଘଟଣ ଘଟିଥିବା...
୨୩ ବର୍ଷ ହେଲା ଦୀପତଳ ଅନ୍ଧାର
ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ...
ପ୍ରଭାବିତ ହେଉଛି ପାଠପଢ଼ା
ବଅଁରପାଳ,୨୪ା୬ (ଉପେନ୍ଦ୍ର ରାଉତ): ସ୍କୁଲ ସ୍ଥାପନ ବେଳେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେଥିପାଇଁ ୭ ଜଣ ଶିକ୍ଷକଙ୍କୁ ନିଯୁକ୍ତି ମିଳିଥିଲା। ପ୍ରତିବର୍ଷ ମାଟ୍ରିକ ପରୀକ୍ଷାରେ ଶିକ୍ଷାନୁଷ୍ଠାନ ଭଲ ଫଳାଫଳ କରୁଥିଲା। ହେଲେ କିଛିବର୍ଷ ହେଲା ଏହି ସଫଳ...
ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ
ବଇଣ୍ଡା,୨୩।୬ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଟାପଢୋଲ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ବ୍ୟାପକ ଦୁର୍ନୀତି କରାଯାଉଥିବା ବୁଧବାର ସାନଦାଦର ଗ୍ରାମର କେତେଜଣ ଶ୍ରମିକ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।...
Archives


