ଅନୁଗୋଳ

ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା

ତାଳଚେର,୧ା୯(ମନୋଜ ନନ୍ଦ): ତାଳଚେର ବ୍ଲକ ଅନ୍ତର୍ଗତ ନନ୍ଦିରା ଛକସ୍ଥିତ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ କାର୍ଯ୍ୟାଳୟ ଗେଟ୍‌ ନିକଟରେ ଏକ ବମ୍‌ ପଡ଼ିଥିବା ଦେଖିବାକୁ ମିଲିଥିଲା। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଉକ୍ତ ରାସ୍ତାର…

ଖଣି କର୍ମଚାରୀଙ୍କ ଘରେ ପଶି ଦୁର୍ବୃତ୍ତ ଲୁଟିନେଲେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ତାଳଚେର,୩୧ା୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଲିୟାରୀ ଥାନା ବଲଣ୍ଡା ଫାଣ୍ଡି ଅଞ୍ଚଳରେ ଦୁର୍ବୃତ୍ତମାନେ ବୁଧବାର ରାତିରେ ଜଣେ ଖଣି କର୍ମଚାରୀଙ୍କ ଘରେ ପଶି ୩୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ଓ ରୁପା ଗହଣା ନଗଦ ୪ଲକ୍ଷ ୧୦ ହଜାର ଟଙ୍କା…

ସ୍ବାଭାବିକ ହେଲା କୋଇଲା ପରିବହନ

ତାଳଚେର,୩୦।୮ (ମନୋଜ ନନ୍ଦ): କୋଇଲା ଟ୍ରକ୍‌ ପରିବହନକୁ ନେଇ ତାଳଚେର -ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମଙ୍ଗଳବାର ଏ ନେଇ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଛି। ପ୍ରକାଶ ଯେ, ତାଳଚେର ଟ୍ରକ୍‌ ମାଲିକ ସଂଘ ଓ ପରିବହନ…

କୋଇଲା ଖଣି ଖନନକୁ ସମର୍ଥନ

ଅନୁଗୋଳ,୩୦୮(ଅମିତ କୁମାର ସାମଲ): ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ଉତ୍କଳ ବି୧ ଏବଂ ବି୨ କୋଇଲା ଖଣି ପାଇଁ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଲାଇଙ୍କ…

ଜ୍ବାଇଁ ହତ୍ୟାକାରୀ ଶ୍ୱଶୁରଙ୍କୁ ଆଜୀବନ ଜେଲ

ଅନୁଗୋଳ, ୨୯ା୮ (ଅମିତ କୁମାର ସାମଲ): ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜ୍ୱାଇଁ ଜମେଶ୍ୱର ପୃଷ୍ଟିଙ୍କ ହତ୍ୟା ମାମଲାର ଅଭିଯୁକ୍ତ ରାଧାରମଣପଡ଼ାର ବିପିନ ସାହୁ(୭୦)ଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିବା…

ସାତକୋଶିଆରୁ ବିସ୍ଥାପନ ସ୍ଥଗିତ

ଅନୁଗୋଳ, ୨୭।୮(ଅମିତ ସାମଲ)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବସବାସ କରୁଥିବା ପରିବାର ବିସ୍ଥାପିତ ହେବେନାହିଁ। ବିସ୍ଥାପନ ପ୍ରକ୍ରିୟାରେ ଅନେକ ତ୍ରୁଟିବିଚ୍ୟୁତି ରହିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାମୟିକ ଭାବେ ଏହାକୁ ସ୍ଥଗିତ ରଖାଯାଇଛି। ଏହା ଜଣାପଡ଼ିବା ପରେ ବିସ୍ଥାପିତ ହେବାକୁ ଥିବା…

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି ରୋଭର…

ହାତୀ ନେଲା ଦୁଇ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଲୋକେ

ଅନୁଗୋଳ,୨୪ା୮(ଅମିତ କୁମାର ସାମଲ): ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ଅନୁଗୋଳ ବନଖଣ୍ଡ ପାତେଳି ଗାଁର ଶଙ୍କର ବିଶ୍ୱାଳ ଓ ଝିଲି ମାଝି। ତେବେ ପ୍ରତିବାଦରେ ଅନୁଗୋଳ-ବନ୍ତଳା ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି। କ୍ଷତିପୂରଣ…

ଶିକ୍ଷାନୁଷ୍ଠାନରେ ଠପ୍‌ ସଂସ୍କୃତ ଶିକ୍ଷା

ବଇଣ୍ଡା,୨୦ା୮(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ (ପର୍ଶୁମାଳ) ନାନା ସମସ୍ୟା ଦେଇ ଗତି କରୁଛି। ଆବଶ୍ୟକ ଶିକ୍ଷକ ନ ଥିବା ଯୋଗୁ ଏଠାରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଖାଲି ପଡ଼ିଥିବା…

ଅନୁଗୋଳ ଅତିରିକ୍ତ ଏସ୍‌ପିଙ୍କ ଅକାଳ ବିୟୋଗ

ଅନୁଗୋଳ,୧୮ା୮(ଅମିତ କୁମାର ସାମଲ): ଅନୁଗୋଳ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ (୫୮)ଙ୍କ ଗୁରୁବାର ସକାଳେ ହୃଦ୍‌ଘାତରେ ଅକାଳ ବିୟୋଗ ଘଟିଛି। ବଜାରରୁ ଫେରି ଘରେ କିଛି କାମ କରୁଥିବା ବେଳେ ତାଙ୍କର ବାନ୍ତି ହୋଇଥିଲା। ଏହାପରେ ସେ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ମାଧପୁର,୧୭।୮(ମନୋଜ ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ଟୁସର ନିକଟରେ ଗୁରୁବାର ଏକ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବାଇକ୍‌ ଆରୋହୀ ଜଣଙ୍କ ଟୁସରରୁ ବାରେଣି ଆସୁଥିବା ବେଳେ ବାଟରେ…

ଋଣ ପରିଶୋଧ କରି ନ ପାରି ହାରିଦେଲେ ଜୀବନ

ମାଧପୁର,୧୭ା୮(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ମୁଣ୍ଡପଡ଼ା ଛକ ନିକଟ ବିନୋଦପୁର ଜଙ୍ଗଲର ଗୋଟିଏ ମହୁଲ ଗଛରେ ବେକରେ ରଶି ଦେଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପ୍ରାଥମିକ ସୂଚନାରେ, ବ୍ୟକ୍ତିଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?