ଅନୁଗୋଳ

ବିଶ୍ୱ ରେକର୍ଡ ପାଇଁ ଯୁବଶିଳ୍ପୀଙ୍କ ଉଦ୍ୟମ: କାଠରେ ନିର୍ମାଣ କଲେ ୩.୫ ଇଞ୍ଚର ନନ୍ଦିଘୋଷ

ଅନୁଗୋଳ ଅଫିସ, ୨୬।୬- ମାତ୍ର ୨୦ ବର୍ଷ ବୟସରେ ବିଶ୍ୱ ରେକର୍ଡ ପାଇଁ ଉଦ୍ୟମ କରିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ଗ୍ରାମର ଶିଳ୍ପୀ ରୁବେଲାଲ ପ୍ରଧାନ। ଜଣେ ବାଲୁକା ଶିଳ୍ପୀ ଭାବେ ସ୍ଥାନୀୟ ଅଞ୍ଚଳରେ ପରିଚିତ ହୋଇଥିଲେ ବି…

କଲେଜ ଛାତ୍ରୀଙ୍କୁ ଅପହରଣ: ଅଭିଯୁକ୍ତ ଗିରଫ

ପାଲଲହଡା,୨୫।୬(ଡି.ଏନ.ଏ.)-ଜୈନେକା କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ମଙ୍ଗଳବାର ପାଲଲହଡା ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ପାଲଲହଡା ଉଦିତନଗର ସାହିରେ ଭଡାରେ ରହୁଥିବା ନରେନ୍ଦ୍ର ବେହେରା (ନରୀ)। ପୋଲିସ କହିଛି, ଗତ ଅକ୍ଟୋବର ୧ରେ  ଜୈନେକା …

ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଛି ୫୫ନଂ. ଜାତୀୟ ରାଜପଥ: ବଢୁଛି ଦୁର୍ଘଟଣା

ବଅଁରପାଳ,୨୫।୬(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ଓ ନାଲ୍‌କୋ ଅଞ୍ଚଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଥିବା ଦେଖାଦେଇଛି। ସକାଳ ଓ ସଞ୍ଜ ସମୟରେ ରାଜପଥ ଉପରେ ବହୁ ସଂଖ୍ୟାରେ ଗୋରୁପଲ ଆସି ଜମା ହେଉଛନ୍ତି। ଏପରିକି ରାସ୍ତା…

ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ ଧରି ପୌର ପ୍ରଶାସନ ପକ୍ଷରୁ ସହରର ଗଳି କନ୍ଦିରେ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯିବା…

ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀ

କଣିହାଁ/ ବଇଣ୍ଡା,୨୫।୬ (ଡି.ଏନ.ଏ.)ଅନୁଗୋଳ ଜିଲାର କଣିହାଁ ବନାଞ୍ଚଳ ଓ ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ ଲାଗି ରହିଛି। କଣିହଁ। ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନର ବଜ୍ରକୋଟ ପଞ୍ଚାୟତରେ ରବିବାର ୫ରୁ ଅଧିକ ହାତୀ ଗ୍ରାମାଭିମୁଖୀ ହୋଇ ପନିପରିବା ଫସଲ ନଷ୍ଟ…

ବିଦ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ:ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୨୫।୬ ଅନୁଗୋଳ ଜିଲା ପରାବିଲ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ସ୍ଥାନାନ୍ତରଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଗ୍ରାମ୍ୟ କମିଟି ସୋମବାର ଜିଲାପାଳଙ୍କଠାରେ ଫେରାଦ ହୋଇଛି। ସ୍ଥାନୀୟ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ସ୍କୁଲକୁ ମିଶାଇବାକୁ…

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା ଘଟଣା:ବକେୟା ଦାବିରେ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୨୫।୬(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ସଦରମହକୁମାରେ ଥିବା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀମାନେ ଠକେଇର ଶିକାର ହେବା ସହ ସେମାନଙ୍କୁ ଠିକ୍‌ ସମୟରେ କ୍ଷୀର ବାବଦ ଟଙ୍କା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ସୋମବାର ଏହାକୁ କେନ୍ଦ୍ର କରି ଦୁଗ୍ଧ…

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ତାଳଚେର, ୨୪ା୬(ନି.ପ୍ର.)- ସମଲ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ମୁତାବକ, ଗତ ୧୩ ତାରିଖରେ ଛାତ୍ରୀ ଜଣକ କେଉଁଆଡେ ନିଖୋଜ…

ସାତକୋଶିଆରେ ଅସୁସ୍ଥ ହାତୀର ପ୍ରାଣ ଗଲା

ବନ୍ତଳା, ୨୪ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ବୁଢ଼ା ଜୋକୁବୁ ନାଳ ନିକଟରେ ଦୀର୍ଘଦିନ ଧରି ଅସୁସ୍ଥ ଥିବା ହାତୀର ରବିବାର ରାତିରେ ମୃତ୍ୟୁ ଘଟିଛି। ଖବର ପାଇ ସୋମବାର ସକାଳେ ବନବିଭାଗ ଓ ଡାକ୍ତରୀଦଳ ପହଞ୍ଚିଛନ୍ତି।…

ଚା’ ଦୋକାନୀଙ୍କ ଝିଅ ଜିଲା ଟପ୍ପର

ବନ୍ତଳା, ୨୪ା୬ (ଡି.ଏନ.ଏ.) ପାଠ ପଢାରେ ଅର୍ଥାଭାବ ବାଧକ ସାଜିଥିଲେ ବି ପରିଶ୍ରମ ଦ୍ୱାରା ଏହାକୁ ଦୂରେଇ ସଫଳତା ପାଇପାରିଛନ୍ତି ଚା’ ଦୋକାନୀଙ୍କ ଝିଅ ମଧୁସ୍ମିତା ବେହେରା। ଯୁକ୍ତ ୨ କଳାରେ ସର୍ବାଧିକ ନମ୍ବର ରଖି ଅନୁଗୋଳ ଜିଲାରେ ଟପ୍ପର ହୋଇଛନ୍ତି ବନ୍ତଳା…

ଅଘୋଷିତ ବିଦ୍ୟୁତ୍‌କାଟରେ ପାଲଲହଡ଼ାବାସୀ ହନ୍ତସନ୍ତ; ଘଣ୍ଟାକୁ କଟୁଛି ୧୦ ଥରରୁ ଅଧିକ

ପାଲଲହଡା,୨୪।୬(ଡି.ଏନ.ଏ) ପାଲଲହଡ଼ା ଉପଖଣ୍ଡ ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତକାଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟାକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ…

ନାଲ୍‌କୋ ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନରେ ଫାଟ; ଏଏମ୍‌ଏସରେ ହେଲାନି କର୍ମକର୍ତ୍ତା ନିର୍ବାଚନ

ବଅଁରପାଳ, ୨୪।୬(ଡି.ଏନ.ଏ.) ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟ ସ୍ବୀକୃତି ପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌)ରେ କିଛି ଦିନ ହେଲା ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ସଂଘ ୨ ଗୋଷ୍ଠୀରେ ପରିଣତ ହେବା ସହ ସଭାପତି ଓ ସମ୍ପାଦକ ପଦବୀକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri