ରାତିଅଧିଆ ପ୍ରେମ ବେଳେ ନିସ୍ତୁକ ମାଡ଼: ପ୍ରେମିକ ଗୁରୁତର, ୨ ଗିରଫ
ଛେଣ୍ଡିପଦା,୧୯।୬(ସ୍ବ.ପ୍ର.) – ପ୍ରେମିକଙ୍କୁ ମହଙ୍ଗା ପଡ଼ିଛି ରାତିଅଧିଆ ପ୍ରେମ। ପ୍ରେମିକାଙ୍କ ବାପା ଓ ଅଜାଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି ଜଣେ ପ୍ରେମିକ। ଖବରପାଇ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଏଥିସହ ପ୍ରେମିକଙ୍କ ବାପାଙ୍କ ଅଭିଯୋଗ…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମଣ୍ଟୁ ଓରଫ କିଶୋର କୁମାର ସିଂ(୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦…
କମୁଛି ପରିବାର କଲ୍ୟାଣ ଅସ୍ତ୍ରୋପଚାର ସଂଖ୍ୟା: ଲକ୍ଷ୍ୟ ଥିଲା ୮ଶହ, ହୋଇଛନ୍ତି ୬୧
ବଅଁରପାଳ,୧୯।୬ (ଡି.ଏନ୍.ଏ.) – ପରିବାର କଲ୍ୟାଣ ଅସ୍ତ୍ରୋପଚାର ହେଲେ ମିଳିବ ଅନେକ ସୁବିଧା ସୁଯୋଗ। ପ୍ରୋତ୍ସାହନ ରାଶି ଆକାରରେ ନଗଦ ଅର୍ଥ ଦିଆଯିବ ସରକାରଙ୍କ ପକ୍ଷରୁ। ହେଲେ ଏହି ଯୋଜନାର ସୁବିଧା ସୁଯୋଗ ନେବା ପାଇଁ ଆଉ ପୂର୍ବଭଳି ଆଗ୍ରହ ପ୍ରକାଶ…
୨ ଘଣ୍ଟାରେ ବେପାର ସରେ
ପିଲାବେଳେ ବାପାଙ୍କୁ ଦୋକାନରେ ସହଯୋଗ କରୁଥିଲେ। ତାଙ୍କଠାରୁ ସ୍ବାଦିଷ୍ଟ ଜଳଖିଆ ତିଆରି କରିବା ଶିଖିଥିଲେ। ଟିକେ ବଡ଼ ହେବା ପରେ ନିଜେ ଏହି ବ୍ୟବସାୟ ଆରମ୍ଭ କଲେ। ସେତେବେଳେ ସେ ଏକା ଜଳଖିଆ ପ୍ରସ୍ତୁତ ସହ ବିକ୍ରି କରୁଥିଲେ। ଏବେ ତାଙ୍କୁ…
୩ ଦିନ ପରେ ସତ୍କାର କଲେ ସାମାଜିକ କର୍ମୀ
ଅନୁଗୋଳ ଅଫିସ, ୧୮।୬ମାସେ ତଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଅଜଣା ମହିଳା ରୋଗୀଙ୍କୁ ସାମାଜିକ କର୍ମୀମାନେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଥିବା ବେଳେ ସମ୍ପୃକ୍ତା ମହିଳାଙ୍କ ପରିଚୟ ମିଳିଥିଲା। ଡାକ୍ତରଖାନା କର୍ତ୍ତୃପକ୍ଷ ଓ ପୋଲିସ ତାଙ୍କ ଘରକୁ…
ଛୁଞ୍ଚି ରହିଯିବା ଘଟଣା: ଥାନାରେ ଅଭିଯୋଗ
ବନ୍ତଳା, ୧୮ା୬(ଡି.ଏନ.ଏ.)ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଗ୍ରାମର ଶୁଭଙ୍କର ବେହେରା(୩)ଙ୍କୁ ଗତ ମାସ ୨୫ ତାରିଖରେ ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଇଞ୍ଜେକଶନ ଦେବାବେଳେ ଛୁଞ୍ଚି ଭାଙ୍ଗି ତାଙ୍କ ଅଣ୍ଟାରେ ରହିଯାଇଥିଲା। ନର୍ସଙ୍କ ଦାୟିତ୍ୱହୀନତା ଯୋଗୁ ଶିଶୁଟିର ଅବସ୍ଥା ଗୁରୁତର ହୋଇଥିବା ପରିବାର…
ଭିନ୍ନ ମୋଡ଼ ନେଲା ନାବାଳକ ଅପହରଣ ଅଭିଯୋଗ:କିନ୍ନର ସଂଘ ସଦସ୍ୟଙ୍କ ସହ ଯିବାକୁ ଜିଦ୍
ଅନୁଗୋଳ ଅଫିସ,୧୮।୬ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ଜଣେ ନାବାଳକଙ୍କୁ କେହି ଅପହରଣ କରି ନେଇଥିବା ଗତ ମାସ ୨୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏ ନେଇ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଥିଲା।…
ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା
ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି। ମାଲିକ ଅନନ୍ତ ସାହୁ(୪୦) ଏବଂ ରୋଷେଇ କରୁଥିବା ଯୁବତୀ ମଞ୍ଜରୀ ମୁଣ୍ଡା (୩୦) ।…
ଜବରଦଖଲକାରୀଙ୍କ କବ୍ଜାରେ ମାର୍କେଟ
ବଅଁରପାଳ, ୧୭।୬ (ଡି.ଏନ୍.ଏ) ନାଲ୍କୋ ଟାଉନଶିପ୍ଠାରେ ଥିବା କୃଷକ ବଜାର ବ୍ୟବସାୟୀଙ୍କ କାମରେ ଆସୁନି। ଏହି ମାର୍କେଟରେ ଥିବା ଦୋକାନଗୁଡିକ କେତେଜଣ ଜବରଦଖଲକାରୀଙ୍କ କବ୍ଜାରେ ଥିବା ଅଭିଯୋଗ ହୋଇଛି। ଫଳରେ ଏହି ମାଛ, ମାଂସ ମାର୍କେଟଟି ଦୀର୍ଘ ଦିନ ହେଲା ବ୍ୟବହାରରେ ଆସୁନି।…
ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ: ଆସୁନାହାନ୍ତି କର୍ମଚାରୀ, ମିଳୁନି ଚିକିତ୍ସା
ବଇଣ୍ଡା,୧୭।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ ହୋଇପଡ଼ିଛି। କର୍ମଚାରୀମାନେ ଚିକିତ୍ସାଳୟ ଖୋଲୁ ନ ଥିବାବେଳେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ହଣ୍ଡପା ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର…
ଏମ୍ସିଏଲ୍ ସିଏମ୍ଡିଙ୍କ ସୂଚନା: ୫ ବର୍ଷରେ ହେବ ୩ଶହ ମିଲିୟନ ଟନ୍ ଉତ୍ପାଦନ
ତାଳଚେର,୧୬ା୬(ନି.ପ୍ର.)- ଆଗାମୀ ୫ ବର୍ଷରେ ଏମ୍ସିଏଲ୍ ୩ଶହ ମିଲିୟନ ଟନ୍ କୋଇଲା ଉତ୍ପାଦନ କରିବ ବୋଲି ସିଏମ୍ଡି ଭୋଳାନାଥ ଶୁକ୍ଳା ପ୍ରକାଶ କରିଛନ୍ତି। ଡେରା ସିଏମ୍ଡି ବଙ୍ଗଳା ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସିଏମ୍ଡି କହିଥିଲେ ଯେ, ଏହି ସମୟ…
ସାହିତ୍ୟ ପ୍ରତି ରୁଚି ରହୁ
ବଇଣ୍ଡା,୧୬।୬(ଡି.ଏନ.ଏ.)-ଆଧୁନିକ ଯୁଗରେ ପୁରାତନ ସଂସ୍କୃତି ଲୋପ ପାଇବାରେ ଲାଗିଛି। ହେଲେ କେତେକ କବିଙ୍କ ଯୋଗୁ ସାହିତ୍ୟ ବଞ୍ଚି ରହିଛି। ଓଡ଼ିଆ ଭାଷାକୁ ସାରା ଦେଶରେ ପରିଚିତ କରିବା ପାଇଁ କବିମାନେ ବହୁ ପରିଶ୍ରମ କରିଆସୁଛନ୍ତି। ତେଣୁ ସମସ୍ତେ ଏଥିପ୍ରତି ଗୁରୁତ୍ୱ ଦେଇ…
Archives


