ଅନୁଗୋଳ

ଏଟିଏମ୍‌ରେ ଟଙ୍କା ନାହିଁ, ଗ୍ରାହକ ହନ୍ତସନ୍ତ

ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଭାରତୀୟ ଷ୍ଟେଟବ୍ୟାଙ୍କର ୨ଟି ଏଟିଏମ୍‌ରେ ୩ଦିନ ହେବ ଟଙ୍କା ନାହିଁ। ଫଳରେ ଗ୍ରାହକମାନେ ହନ୍ତସନ୍ତ ହେଉଛନ୍ତି। ଜନଗହଳି ତଥା ବ୍ୟବସାୟୀକ କେନ୍ଦ୍ର ବଇଣ୍ଡାଠାରେ ଟଙ୍କା ଉଠାଣ ପାଇଁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ୨ଟି ଏଟିଏମ୍‌ ସ୍ଥାପନ…

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା ଯୁବକ ହେଲେ ରାକେଶ କୁମାର ପ୍ରଧାନ। ଦୁଇ ଜଣ ଦୁର୍ବୃତ୍ତ ତାଙ୍କଠାରୁ ୨ହଜାର…

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ହେଲେ ପାତ୍ରପଡା ଦଳିତ ସାହି ଗାଁର ବନ୍ଧୁଆ ନାଏକ(୬୫)। ସକାଳେ ସେ…

ଅଭିଯୁକ୍ତ ପ୍ରେମିକଙ୍କୁ ଧରୁନି ପୋଲିସ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗର୍ଭବତୀ ଯୁବତୀ

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳକୁ ସିଲାଇ ତାଲିମ ନେବାକୁ ଆସୁଥିବା ବେଳେ ଡେରଜାଙ୍ଗ ଗ୍ରାମର ସୁବାସ ବେହେରାଙ୍କ ସହ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ବିବାହ ପ୍ରତିଶ୍ରୁତି ଦେଇ ସୁବାସ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏବେ…

ହୋଲ୍‌ଡିଂ ଟିକସ ଆଦାୟରେ ପକ୍ଷପାତିତା ଅଭିଯୋଗ : ସରକାରୀ କାର୍ଯ୍ୟାଳୟ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳ ପୌରପାଳିକାର ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ବିଭିନ୍ନ ସମୀକ୍ଷା ବୈଠକରେ ଏ ନେଇ ପୌର ପ୍ରଶାସନକୁ ସେ ବାରମ୍ବାର ପରାମର୍ଶ ଦେଉଛନ୍ତି। ତଦନୁଯାୟୀ ପୌରପାଳିକା ପକ୍ଷରୁ ମଧ୍ୟ…

ଅନୁଗୋଳରେ ଯାଞ୍ଚ ହେଉନି ଲିଚୁର ମାନ

ଅନୁଗୋଳ ଅଫିସ, ୨୦।୬ – ବିହାରରେ ଏନସେଫାଲାଇଟ୍‌ସରେ ଆକ୍ରାନ୍ତ ହୋଇ ଶିଶୁମୃତ୍ୟୁ ବଢିଚାଲିଛି। ଲିଚୁ ଖାଇବା ଯୋଗୁ ଏପରି ହେଉଥିବା ସନ୍ଦେହ କରାଯିବା ପରେ ବଜାରରେ ଥିବା ଲିଚୁରେ କ୍ଷତିକାରକ ରାସାୟନିକ ପଦାର୍ଥ ରହୁଛିକି ନା ତାହାର ଯାଞ୍ଚ ପାଇଁ ସ୍ବାସ୍ଥ୍ୟ…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲାସ୍ତରୀୟ ମକ୍‌ ଡ୍ରିଲ : ଧନଜୀବନ ରକ୍ଷା କୌଶଳ ପ୍ରଦର୍ଶନ

ଅନୁଗୋଳ ଅଫିସ, ୨୦।୬ – ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକମାନଙ୍କ ଧନଜୀବନର ସୁରକ୍ଷା କରିବା ପାଇଁ ବୁଧବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ମକ୍‌ ଡ୍ରିଲ ଆୟୋଜିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି…

ରାତିଅଧିଆ ପ୍ରେମ ବେଳେ ନିସ୍ତୁକ ମାଡ଼: ପ୍ରେମିକ ଗୁରୁତର, ୨ ଗିରଫ

ଛେଣ୍ଡିପଦା,୧୯।୬(ସ୍ବ.ପ୍ର.) – ପ୍ରେମିକଙ୍କୁ ମହଙ୍ଗା ପଡ଼ିଛି ରାତିଅଧିଆ ପ୍ରେମ। ପ୍ରେମିକାଙ୍କ ବାପା ଓ ଅଜାଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି ଜଣେ ପ୍ରେମିକ। ଖବରପାଇ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଏଥିସହ ପ୍ରେମିକଙ୍କ ବାପାଙ୍କ ଅଭିଯୋଗ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମଣ୍ଟୁ ଓରଫ କିଶୋର କୁମାର ସିଂ(୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦…

କମୁଛି ପରିବାର କଲ୍ୟାଣ ଅସ୍ତ୍ରୋପଚାର ସଂଖ୍ୟା: ଲକ୍ଷ୍ୟ ଥିଲା ୮ଶହ, ହୋଇଛନ୍ତି ୬୧

ବଅଁରପାଳ,୧୯।୬ (ଡି.ଏନ୍‌.ଏ.) – ପରିବାର କଲ୍ୟାଣ ଅସ୍ତ୍ରୋପଚାର ହେଲେ ମିଳିବ ଅନେକ ସୁବିଧା ସୁଯୋଗ। ପ୍ରୋତ୍ସାହନ ରାଶି ଆକାରରେ ନଗଦ ଅର୍ଥ ଦିଆଯିବ ସରକାରଙ୍କ ପକ୍ଷରୁ। ହେଲେ ଏହି ଯୋଜନାର ସୁବିଧା ସୁଯୋଗ ନେବା ପାଇଁ ଆଉ ପୂର୍ବଭଳି ଆଗ୍ରହ ପ୍ରକାଶ…

୨ ଘଣ୍ଟାରେ ବେପାର ସରେ

ପିଲାବେଳେ ବାପାଙ୍କୁ ଦୋକାନରେ ସହଯୋଗ କରୁଥିଲେ। ତାଙ୍କଠାରୁ ସ୍ବାଦିଷ୍ଟ ଜଳଖିଆ ତିଆରି କରିବା ଶିଖିଥିଲେ। ଟିକେ ବଡ଼ ହେବା ପରେ ନିଜେ ଏହି ବ୍ୟବସାୟ ଆରମ୍ଭ କଲେ। ସେତେବେଳେ ସେ ଏକା ଜଳଖିଆ ପ୍ରସ୍ତୁତ ସହ ବିକ୍ରି କରୁଥିଲେ। ଏବେ ତାଙ୍କୁ…

୩ ଦିନ ପରେ ସତ୍କାର କଲେ ସାମାଜିକ କର୍ମୀ

ଅନୁଗୋଳ ଅଫିସ, ୧୮।୬ମାସେ ତଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଅଜଣା ମହିଳା ରୋଗୀଙ୍କୁ ସାମାଜିକ କର୍ମୀମାନେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଥିବା ବେଳେ ସମ୍ପୃକ୍ତା ମହିଳାଙ୍କ ପରିଚୟ ମିଳିଥିଲା। ଡାକ୍ତରଖାନା କର୍ତ୍ତୃପକ୍ଷ ଓ ପୋଲିସ ତାଙ୍କ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri