ବର୍ଷା ହେଲେ ବିଜୁଳି ସେବା ବନ୍ଦ
ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ ଆଦି ଗ୍ରାମର ବାସିନ୍ଦାମାନେ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ସେହିପରି ସାମାନ୍ୟ ପବନ ବୋହିଲେ…
କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %
ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍ ହାର ରହିଛି ୫୭.୮୧…
ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ
ବନ୍ତଳା,୨୨।୬(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର ୧୪ରେ ମୃତ୍ୟୁ ଘଟିଥିଲା। ବେକରେ ସଂକ୍ରମଣ ଯୋଗୁ ମହାବଳର ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ…
ହାତୀ ଆକ୍ରମଣରେ ବୃଦ୍ଧ ମୃତ
ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ। ଶୁକ୍ରବାର ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯିବା ପରେ ହାତୀ ଆକ୍ରମଣରେ…
ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’
ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ। କେବେ ଘର ଭାଙ୍ଗି ମାଟିରେ ମିଶାଇ ଦେଉଛି ତ ପୁଣି କେବେ ଉଜାଡ଼ୁଛି ବାଡ଼ିବଗିଚା।…
ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା
ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ ଶୁକ୍ରବାର ବେଦ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳ ତଥା ମନ୍ଦିର…
ବ୍ୟବଚ୍ଛେଦ ଗୃହରେ ପଶିଲା ଡେଲି ମାର୍କେଟ ପାଣି
ଅନୁଗୋଳ ଅଫିସ, ୨୨।୬ – ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟକୁ ଛଡ଼ାଯିବାରୁ ନୂତନ ଶବ ବ୍ୟବଚ୍ଛେଦ ଗୃହରେ ପାଣି ପଶି ଯାଇଥିଲା। ଏ…
ବଅଁରପାଳ ବ୍ଲକରେ ୯୦ କୁଷ୍ଠ ରୋଗୀ ଚିହ୍ନଟ
ବଅଁରପାଳ, ୨୨।୬ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮ ଏପ୍ରିଲ ଠାରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଏହି ଚିହ୍ନଟ ହୋଇଥିଲା। ୨୦୧୭-୧୮ରେ ୪୪…
ହାତୀ ଆକ୍ରମଣରେ ପ୍ରାଣ ଗଲା
ତାଳଚେର,୨୧ା୬(ନି.ପ୍ର.) : ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦) ଗୁରୁବାରଠାରୁ ନିଖୋଜ ଥଇବାବେଳେ ଶୁକ୍ରବାର ସକାଳେ ତାଙ୍କ ମୃତଦେହକୁ ଶୁକ୍ରବାର ଗ୍ରାମବାସୀ ଜଙ୍ଗଲରୁ ଖୋଜି ପାଇଛନ୍ତି। ଗ୍ରାମ ନିକଟ ଜଙ୍ଗଲରେ ତାଙ୍କୁ ହାତୀ ଆକ୍ରମଣ…
ଜମି ଅଧିଗ୍ରହଣରେ ଅଟକିଛି ଆପ୍ରୋଚ ରୋଡ
ଛେଣ୍ଡିପଦା,୨୧।୬(ଡି.ଏନ.ଏ.)-ପୋଲ ନିର୍ମାଣର ୩ ବର୍ଷ ପରେ ବି ତିଆରି ହୋଇପାରୁନି ଦାମୋଦର ସେତୁକୁ ଆପ୍ରୋଚ ରୋଡ଼। ବ୍ୟକ୍ତିଗତ ଜମି ମାଲିକାନାକୁ ନେଇ ଆଗେଇ ପାରୁନି ଏହି ରାସ୍ତାକାମ। ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାବେଳେ ବିପଦସଙ୍କୁଳ…
ଏଟିଏମ୍ରେ ଟଙ୍କା ନାହିଁ, ଗ୍ରାହକ ହନ୍ତସନ୍ତ
ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଭାରତୀୟ ଷ୍ଟେଟବ୍ୟାଙ୍କର ୨ଟି ଏଟିଏମ୍ରେ ୩ଦିନ ହେବ ଟଙ୍କା ନାହିଁ। ଫଳରେ ଗ୍ରାହକମାନେ ହନ୍ତସନ୍ତ ହେଉଛନ୍ତି। ଜନଗହଳି ତଥା ବ୍ୟବସାୟୀକ କେନ୍ଦ୍ର ବଇଣ୍ଡାଠାରେ ଟଙ୍କା ଉଠାଣ ପାଇଁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ୨ଟି ଏଟିଏମ୍ ସ୍ଥାପନ…
ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର
ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍ର ଶିକାର ହୋଇଥିବା ଯୁବକ ହେଲେ ରାକେଶ କୁମାର ପ୍ରଧାନ। ଦୁଇ ଜଣ ଦୁର୍ବୃତ୍ତ ତାଙ୍କଠାରୁ ୨ହଜାର…

