ଏଯାଏ ଆସିନାହିଁ ବୋର୍ଡ ସାର୍ଟିଫିକେଟ: ଯୁକ୍ତ ୨ ନାମଲେଖା ନେଇ ଛାତ୍ରୀଛାତ୍ର ଚିନ୍ତିତ
କଣିହାଁ,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା କୌଣସି ହାଇସ୍କୁଲକୁ ୧୦ମ ବୋର୍ଡ ପରୀକ୍ଷା ଦେଇ ପାସ କରିଥିବା ଛାତ୍ରୀଛାତ୍ରଙ୍କ ବୋର୍ଡ ସାର୍ଟିଫିକେଟ ଆସିନାହିଁ। ଏଥିଯୋଗୁ ଯୁକ୍ତ ୨ କଲେଜରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରୀଛାତ୍ରଙ୍କ ସହ ସେମାନଙ୍କ ଅଭିଭାବକ…
ଗ୍ରାମସଭାରେ ଗଣ୍ଡଗୋଳ, ଜଣେ ମୃତ
ଛେଣ୍ଡିପଦା,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତ ଗୋହିରାପଶିରେ ମଙ୍ଗଳବାର ରାତି ୯ଟାରେ ଗ୍ରାମସଭା ଚାଲିଥିବାବେଳେ ଗଣ୍ଡଗୋଳ ଘଟି ସ୍ଥାନୀୟ ଅଞ୍ଚଳର ଅନାମ ଖିଲାରଙ୍କ ମୃତ୍ୟୁ ହୋଇଛି। ଘଟଣାରୁ ଜଣାପଡିଛି, ଗୋହିରାପଶି ଗ୍ରାମରେ ଗ୍ରାମସଭା ଚାଲିଥିଲା। ତେବେ କୌଣସି କଥାକୁ ନେଇ…
ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ
ଅନୁଗୋଳ ଅଫିସ, ୧୧।୬ଛେଣ୍ଡିପଦା ବ୍ଲକ କୁଶକିଳା ସରପଞ୍ଚଙ୍କ ବିରୋଧରେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ପଞ୍ଚାୟତର କେତେଜଣ ବ୍ୟକ୍ତି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ, ମହିଳା ସରପଞ୍ଚଙ୍କ ପରିବର୍ତ୍ତେ ତାଙ୍କ ଦେଢ଼ଶୂର ଓ ପୁତୁରା ପଞ୍ଚାୟତର ସମସ୍ତ…
କୋଇଲା ଖଣି ବନ୍ଦ ଘଟଣାରେ ସରପଞ୍ଚଙ୍କ ଅଭିଯୋଗ
କଣିହଁ।, ୧୧ା୬ (ଡି.ଏନ.ଏ.)କଣିହାଁ ବ୍ଲକସ୍ଥିତ ଏମ୍ସିଏଲ୍ର କୋଇଲା ଖଣି କାର୍ଯ୍ୟ ରବିବାର ବନ୍ଦକୁ ନେଇ ମାମଲା ରୁଜୁ ପରେ ସୋମବାର ଖବରଦାତା ସମ୍ମିଳନୀ କରିଛନ୍ତି ଜରଡା ସରପଞ୍ଚ ସୁମିତ୍ରା ଦାସ। ଖଣି କର୍ତ୍ତୃପକ୍ଷଙ୍କ ସମେତ ମାଟିଉଠା କାର୍ଯ୍ୟ ନେଇଥିବା ଠିକାସଂସ୍ଥା ଅଧିକାରୀ…
ଦୁଇ ଶିକ୍ଷକଙ୍କୁ ରାଜ୍ୟସ୍ତରୀୟ ସମ୍ମାନ
ତାଳଚେର,୧୧ା୬(ନି.ପ୍ର.)ତାଳଚେର ବ୍ଲକର ଡେରାଠାରେ ଥିବା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦୁଇ ଜଣ ଶିକ୍ଷକ ରାଜ୍ୟସ୍ତରୀୟ ଉତ୍କଳ ଜ୍ୟୋତି ସମ୍ମାନରେ ସମ୍ମାନିତ ହୋଇଛନ୍ତି। କଟକର ଶହୀଦ୍ ଭବନ ପରିସରରେ ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ…
ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍ ସଫଳତା
ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଏହି କ୍ରମରେ ଅନୁଗୋଳରେ…
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ
ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା। ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଏକ ଟ୍ରକ (ନଂ.ଏନଏଲ୦୧ଏନ୦୦୭୫)ଯାଉଥିବାବେଳେ ଚାଳକ ଭାରସାମ୍ୟ…
କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ
ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାଳୟ ଶ୍ରେଣୀ ଗୃହ ଛପର ଉଡ଼ିଯାଇଥିବାବେଳେ…
ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି
ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ ସଂରକ୍ଷଣ କେନ୍ଦ୍ର। ହେଲେ କେନ୍ଦ୍ର ନିର୍ମାଣ ଶେଷ ହେବାର ୧୯ ବର୍ଷ ପରେ…
ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା
ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ ପଡିବନି। ଏହାଦ୍ୱାରା ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବା ସହ ଆହତଙ୍କ ପାଇଁ ସାଧାରଣ…
ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ
ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବିଭିନ୍ନ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏଥିସହିତ ଆମ୍ବ,…
ଭାଜପା କର୍ମକର୍ତ୍ତା ଚୟନ : କର୍ମୀ କହିଲେ କରିବୁ ଦଳର ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ଼
ଛେଣ୍ଡିପଦା,୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରସାହି ପଞ୍ଚାୟତର ଭାଜପା କର୍ମକର୍ତ୍ତା ଚୟନ ଓ ସାଙ୍ଗଠନିକ ସଭା ରବିବାର ବଡବନ୍ଧ ଆମ୍ବତୋଟାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାଜପା ବରିଷ୍ଠ କର୍ମୀ ବୀରବର ବେହେରାଙ୍କ ସଭାପତିତ୍ୱରେ ଏହି ଚୟନ ହୋଇଛି।…
Archives


