ଅବ୍ୟବସ୍ଥାରେ ବଅଁରପାଳ ପ୍ରାଣୀ ଚିକିତ୍ସା କେନ୍ଦ୍ର:ନିରୀକ୍ଷକ, ସହାୟକ ପଦବୀ ଖାଲି
ବଅଁରପାଳ, ୧୫ା୬ (ଡି.ଏନ୍.ଏ)ପ୍ରାଣୀ ସମ୍ପଦର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ଅନେକ ସମୟରେ ଗୃହ ଓ ଯନ୍ତ୍ରପାତି ନିଅଣ୍ଟ ସହ କର୍ମଚାରୀ ଅଭାବ ଯୋଗୁ ପ୍ରାଣୀଙ୍କ ଚିକିତ୍ସାରେ ବାଧା ସୃଷ୍ଟି ହେଉଛି, ଯାହା…
ଆହତ ହାତୀର ଚିକିତ୍ସା କରୁନି ବନବିଭାଗ
ବନ୍ତଳା, ୧୫ା୬(ଡି.ଏନ.ଏ.)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଲବଙ୍ଗୀ ବିଟ ଜୋକୁବୁ ନାଳ ନିକଟରେ ଏକ ଅଣ୍ଡିରା ହାତୀ ଆହତ ଅବସ୍ଥାରେ ବୁଲୁଛି। ଏହାର ଶରୀରରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି। ହାତୀଟି ସେହି ଅଞ୍ଚଳରେ ବୁଲୁଥିଲେ ହେଁ…
ଜରୁରୀ ସେବାରେ ଏନ୍ଜେନର ମନମାନି:ସନ୍ଦେହରେ ପ୍ରଶାସନର ନୀରବତା
ତାଳଚେର, ୧୫ା୬(ମନୋଜ ନନ୍ଦ)କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି କରି ତାଳଚେର ବିଦ୍ୟୁତ୍ ସବ୍ଡିଭିଜନ ଚାଇଁପାଳ ଅଧୀନରେ କାର୍ଯ୍ୟ କରୁଥିବା ଏନ୍ଜେନର ୩୯୩ କର୍ମଚାରୀ ଏପ୍ରିଲ ୨୨ରୁ ଆନ୍ଦୋଳନରେ ବସିଛନ୍ତି। ଫଳରେ ରକ୍ଷଣାବେକ୍ଷଣଠାରୁ ମରାମତି ଯାଏ କୌଣସି କାର୍ଯ୍ୟ…
ରାଧାସାହିରେ ଯୁବକଙ୍କୁ ହତ୍ୟା ଘଟଣା: ପୂର୍ବଶତ୍ରୁତାରୁ ଗଳା କାଟିଥିଲେ ପିଉସା
ପାଲଲହଡ଼ା, ୧୪ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଈଶ୍ୱରନଗର ପଞ୍ଚାୟତ ରାଧାସାହି ଗ୍ରାମରେ ଗତ ମଙ୍ଗଳବାର ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର ପ୍ରଶ୍ନ ନାୟକଙ୍କୁ ଗଳାକାଟି ତାଙ୍କ ପିଉସା ହତ୍ୟା କରିଥିବା ପୋଲିସ…
ପ୍ରେମିକଙ୍କ ସହ ଯିବାକୁ ଜିଦ୍ ଧରିଲେ ମହିଳା; ବଜାର ଉପରେ ସ୍ବାମୀ ହଟହଟା
ଅନୁଗୋଳ ଅଫିସ, ୧୪।୬- ରଜ ପାଇଁ ସ୍ବାମୀଙ୍କ ସହ ଅନୁଗୋଳ ବଜାରକୁ କିଣାକିଣି କରିବାକୁ ଆସିଥିବା ଜଣେ ମହିଳା ପ୍ରେମିକଙ୍କ ସହ ଯିବାକୁ ଜିଦ୍ ଧରିବା ଘଟଣା ଗୁରୁବାର ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ଏଥିଯୋଗୁ ଅନୁଗୋଳ ବସ୍ଷ୍ଟାଣ୍ଡରେ ସମ୍ପୃକ୍ତ ସ୍ବାମୀଙ୍କୁ…
ତଳମୂଳରେ ହାତୀପଲ, ଲୋକେ ଆତଙ୍କିତ
ବଅଁରପାଳ,୧୩ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଓ ମହୀଧରପୁର ଅଞ୍ଚଳକୁ ବୁଧବାର ରାତିରୁ ୧୭ଟି ହାତୀ ପଳାଇ ଆସିଛନ୍ତି। ହାତୀପଲକୁ ଦେଖି ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ହାତୀପଲ ଲୋକଙ୍କ ବାଡ଼ି ବଗିଚାରେ ପଶି ବ୍ୟାପକ କ୍ଷତି ଘଟାଇଛନ୍ତି। ତଳମୂଳ…
ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଆରୋହୀ ଜରପଡା ଥାନା ତୁବେ ଗ୍ରାମର ଜିତୁ ସାହୁ(୩୦)ଙ୍କ ମୃତ୍ୟୁ ଘଟିଥିବାବେଳେ ବାଇକ…
ପାନୀୟ ଜଳ ପାଇଁ ରୋଗୀ ହନ୍ତସନ୍ତ : ଥଣ୍ଡା ପ୍ରକଳ୍ପରୁ ବାହାରୁଛି ତତଲା ପାଣି
ଅନୁଗୋଳ ଅଫିସ, ୧୩।୬ – ଅବ୍ୟବସ୍ଥିତ ଚିକିତ୍ସା ନେଇ ଚର୍ଚ୍ଚାରେ ରହିଆସୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ପ୍ରକଳ୍ପ ଓ ସରଞ୍ଜାମର ରକ୍ଷଣାବେକ୍ଷଣ ତଥା ମରାମତିରେ ଅଣଦେଖା କରାଯାଉଛି। ଚିକିତ୍ସାଧୀନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଅତ୍ୟାବଶ୍ୟକ ସୁବିଧା ଯୋଗାଇବାରେ…
ମହୀଧରପୁର ସାପ୍ତାହିକ ହାଟ : ଛାଇ ନାହିଁ କି ନିର୍ମାଣ ହେଉନି ପିଣ୍ଡି
ବଅଁରପାଳ, ୧୩।୬ (ଡି.ଏନ୍.ଏ) – ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ମହୀଧରପୁରର ସାପ୍ତାହିକ ହାଟ। ବର୍ଷକୁ ଲକ୍ଷାଧିକ ଟଙ୍କା ଆୟ ସତ୍ତ୍ୱେ ସୁଧୁରିପାରୁନି ହାଟର ଅବସ୍ଥା। ଖୋଲା ଆକାଶ ତଳେ ଖରାତରାରେ ବ୍ୟବସାୟୀମାନେ ବସୁଥିବାବେଳେ ଆଜି ପର୍ଯ୍ୟନ୍ତ ସେଠାରେ…
ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍ ଘେରାଉ
ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସ୍ଥାନୀୟ ସିଡିପିଓଙ୍କ ଅଫିସକୁ ଘେରାଉ କରାଯାଇଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ…
କୋଚିଂ ସେଣ୍ଟରରେ ଅଗ୍ନିଶମ ଅଧିକାରୀ
ଅନୁଗୋଳ ଅଫିସ, ୧୩।୬- ଅନୁଗୋଳ ସହରର ବିଭିନ୍ନ କୋଚିଂ ସେଣ୍ଟରଗୁଡ଼ିକରେ ବୁଧବାର ଅଗ୍ନିଶମ ଅଧିକାରୀମାନେ ସଦଳବଳ ପହଞ୍ଚତ୍ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅନୁଗୋଳର ୬ଟି ଓ ନାଲ୍କୋରେ ୨ଟି କୋଚିଂ ସେଣ୍ଟରରେ ୮ଟି ଟିମ୍ ସକାଳେ ପହଞ୍ଚତ୍ଥିଲେ। ଅଗ୍ନି…
ପୋଖରୀରେ ବୁଡି ଜଣେ ମୃତ
ପବିତ୍ରନଗର, ୧୨।୬(ଡି.ଏନ୍.ଏ.): ଅନୁଗୋଳ ଜିଲା ସମଲ ଥାନା ବିରୁ ଗ୍ରାମ ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ବୁଧବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମିଟୁ ନାଏକ। ସ୍ଥାନୀୟ ଲୋକେ ଜାଣିପାରି ତାଙ୍କୁ ପୋଖରୀରୁ ବାହାର କରିଥିଲେ। ସେତେବେଳକୁ ତାଙ୍କର…

