ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି ନାୟକଙ୍କୁ ପଥରରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତ କୁନିଙ୍କ ପୁଅ କାହ୍ନୁ…
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । Dharitri – Odisha’s No.1…
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ ଚଢ଼ିଯାଇଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ବାସୀମାନେ ଚେଷ୍ଟା କରି ବିଫଳ ହୋଇ ବନ୍ତଳା ଅଗ୍ନିଶମବାହିନୀକୁ…
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ ବାଘ। ଏହି ବାଘ ଶିକାରୀ ଫାଶରେ ପଡ଼ିଥିବା ଖବର ପାଇ ଘଟଣାସ୍ଥଳରେ ବନ କର୍ମଚାରୀ…
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା ବେଳେ ଅନୁଗୋଳର ବାୟୁ ସାଧାରଣ ଲୋକଙ୍କ ଶ୍ୱାସ ଅନୁପଯୋଗୀ ହେଉଛି। ଖଣିଖାଦାନ ସହ କାରଖାନା…
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା ବଡ଼କନ୍ତକୁଳ ପଞ୍ଚାୟତ ନୂଆକ୍ଷେତା-ନୂଆରାଇଗୁଡ଼ା ରାସ୍ତାର ଧାନମଞ୍ଚା ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ…
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ ଚାଳକ କୃତ୍ତିବାସପୁର ଅଞ୍ଚଳର ସୁମନ୍ତ ନାୟକଙ୍କର ମୃତ୍ୟୁ ଘଟିଛିି । ଘଟଣାରୁ…
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ ଜଣାପଡ଼ିଛି…
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ସଂଗଠନ ତରଫରୁ ଏକ ଶୋଭାଯାତ୍ରା ଅନୁଗୋଳ ଆମ୍ବେଦକର ଭବନଠାରୁ ବାହାରି ଜିଲାପାଳଙ୍କ…
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର…
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ ଭଉଣୀକୁ ଘର ଭିତରକୁ ଡାକି ଏହି ଘଟଣା ଘଟାଇଥିବା ନାବାଳିକା ଜଣକ ଥାନାରେ ଲିଖିତ…
Archives


