ଅନୁଗୋଳ

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ ପ୍ରେମିକଙ୍କ ଏପରି ଘନ ଘନ ଚେତାବନୀ ଶୁଣି ଡରିଯାଇଥିଲେ ଦେଖଣାହାରି। ଖବରପାଇ ପହଞ୍ଚିଥିଲା…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା ଅଭିନବ ଢଙ୍ଗରେ ପ୍ରାୟ ୭ ଲକ୍ଷ ଟଙ୍କାର ଦାମୀ ସମ୍ବଲପୁରୀ ଶାଢ଼ି ଚୋରାଇ…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସଦର ଥାନାରେ ଏ ନେଇ ଅଭିଯୋଗ ହେବା ପରେ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି। ମା’ଙ୍କ ଦର୍ଶନ ପାଇଁ ଉଭାସ୍ଥଳକୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି। ଭକ୍ତମାନେ ଆଣି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ ଉଭା ହୋଇଛନ୍ତି। ରବିବାର ଏଥିପାଇଁ ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ଯନ୍ତାଳ ପୂଜା…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା ତଳେ ଚାପିହୋଇ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଗଣ୍ଡବେରେଣା ଗ୍ରାମର…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଭାରସାମ୍ୟ ହରାଇ ଏକ ପିଚୁ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ ସେଥିମଧ୍ୟରୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଭସ୍ମୀଭୂତ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ଖମାର ଥାନା ବନର ଦେଇ ଯାଇଥିବା ୧୪୯ ନ. ଜାତୀୟ…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା ଯୁବକଙ୍କ ମୃତଦେହ ରାସ୍ତା ଉପରେ ପଡିଛି। ସକାଳେ ସ୍ଥାନୀୟ ଲୋକେ ଏହି ଘଟଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି କରାଯାଇଛି। ଜାରି କଟକଣାରେ ଅନୁଗୋଳ ଅଧୀନ ଜଙ୍ଗଲରେ ବଣଭୋଜି କିମ୍ବା ସାମାଜିକ ସମାବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?