ଅନୁଗୋଳ

୧୮ ତାରିଖ ସ୍ବାଧୀନତା ଦିବସ  ଚିଠି ଲେଖି ନିମନ୍ତ୍ରଣ କଲେ ପ୍ରଧାନ ଶିକ୍ଷୟିତ୍ରୀ

ଛେଣ୍ଡିପଦା,୧୬।୮(ଅଜିତ ଧଳ): ୧୮ ତାରିଖ ସ୍ବାଧୀନତା ଦିବସ । ଶୁଣିବାକୁ ଅଡ଼ୁଆ ଲାଗିପାରେ ହେଲେ ଏଭଳି ଲେଖି ନିମନ୍ତ୍ରଣ କଲେ ଜଣେ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ । ଯାହାକୁ ନେଇ ଏବେ ଚର୍ଚ୍ଚା ହେଉଛି। ସୁଚନା ଅନୁସାରେ ଚଳିତ ବର୍ଷ ଦେଶ…

ବିଲରେ କରୁଥିଲେ କାମ, ଚାଷୀଙ୍କୁ ଦଳିଦେଲା ହାତୀ

ଖମାର,୧୩ା୮(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ବନଖଣ୍ଡ ଅନ୍ତର୍ଗତ ବାରକୋଟିଆ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ରବିବାର ଘନ ମୁଣ୍ଡା ନାମକ ଜଣେ ଚାଷୀ ବିଲକୁ କାମ କରିବାକୁ ଯାଇଥିବା ବେଳେ…

ପବିତ୍ରମୋହନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ କଲେଜ

ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ)ର ନାମ ପରିବର୍ତ୍ତନ ହେବ। ଏହାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ନଦୀକୂଳରୁ ମିଳିଲା ଅଜଣା ମୃତଦେହ

ମାଧପୁର,୧୦ା୮(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ କିଆକଟା ପଞ୍ଚାୟତର କୁମ୍ଭୀଆ ଗ୍ରାମ ମହାନଦୀ କୂଳରୁ ଏକ ଅଜଣା ମୃତଦେହ ମିଳିଥିବା ଜଣାପଡ଼ିଛି। ସୂଚନାନୁସାରେ, ଗୁରୁବାର ସକାଳେ କୁମ୍ଭିଆ ଗ୍ରାମର କିଛି ଲୋକ ଗାଁ ନିକଟ…

ମଙ୍ଗଳା କୋଠି ଭାଙ୍ଗିବା ଦାବିରେ ରାସ୍ତାରୋକୋ

ମାଧପୁର, (ମନୋଜ ପ୍ରଧାନ)/ ବଇଣ୍ଡା, ୯।୮ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ସୁବର୍ଣ୍ଣପୁର ଗ୍ରାମର ନାବାଳକ ସଞ୍ଜୀବ ବିଶ୍ୱାଳଙ୍କୁ ବଳି ଦିଆଯାଇଥିବା ଅଭିଯୋଗର ତଦନ୍ତରେ ପୋଲିସ ଅବହେଳା କରୁଥିବା ଅଞ୍ଚଳବାସୀ ଅଭିଯୋଗ…

ତରଣ୍ଡା ଜଙ୍ଗଲ ଶ୍ରୀହୀନ

ବଇଣ୍ଡା,୭।୮(ପରିକ୍ଷିତ ସାହୁ) : ଶ୍ରୀହୀନ ହେବାରେ ଲାଗିଛି ଅନୁଗୋଳ ଜିଲା ଧଣ୍ଡାତୋପା ରେଞ୍ଜ ଅଧୀନ ତରଣ୍ଡା ଜଙ୍ଗଲ। ଜଙ୍ଗଲରେ ଚୋରା କାଠ ମାଫିଆ ମାତିଛନ୍ତି। ଅବାଧ ଭାବେ ଗଛ କଟାଯାଉଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହାର ସୁରକ୍ଷା ଦିଗରେ…

ପାଣି ଖସିଲା, ଦୁର୍ଦ୍ଦଶା ବଢ଼ିଲା

ଅନୁଗୋଳ, ୫ା୮ (ଅମିତ କୁମାର ସାମଲ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ ସୃଷ୍ଟି ହୋଇଥିବା ଜଳାର୍ଣ୍ଣବ ସ୍ଥିତିରେ ଶୁକ୍ରବାର ସୁଧାର ଆସିଛି। ବିଶେଷକରି ମହାନଦୀରେ ବନ୍ୟା ଜଳ ହ୍ରାସ ପାଇଥିବାରୁ ବିପନ୍ନ ଲୋକଙ୍କ ଭୟ…

ଟ୍ରେନ୍‌ରେ କଟିଗଲା ୨ ଗୋଡ଼

ଅନୁଗୋଳ, ୫ା୮ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା କୁମଣ୍ଡ ଚଣ୍ଡୀ ବଜାର ଛକ ନିକଟ ରେଳ ଧାରଣାରେ ଜଣେ ମହିଳା ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ବେଳେ ତାଙ୍କ ୨ ଗୋଡ଼ କଟିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ରେଲଓ୍ବେ…

ପାଣି ଘେରରୁ ୫ ଶହ ସ୍ଥାନାନ୍ତର

ଅନୁଗୋଳ,୪ା୮(ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ବର୍ଷା ବିପତ୍ତି ପରେ ବଢ଼ିଯାଇଛି ବିପନ୍ନଙ୍କ ଦୁଃଖ। ବିଶେଷକରି ଆଠମଲ୍ଲିକ ଓ ଟିକରପଡ଼ାର ବନ୍ୟା ବିପନ୍ନଙ୍କୁ ଉଦ୍ଧାର, ଥଇଥାନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ସେହିପରି ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ପାଣି ଘେରରେ…

ଡେଙ୍ଗୁ ରୋଗୀ ଚିହ୍ନଟ ପରେ ବଢ଼ିଲା ଚିନ୍ତା

ଅନୁଗୋଳ,୪ା୮(ଅମିତ କୁମାର ସାମଲ): ଅନୁଗୋଳରେ ୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ସହରର ଅନେକ ଲୋକ ଚିନ୍ତାରେ ପଡ଼ିଛନ୍ତି। ଅତୀତରେ ସେମାନେ ଡେଙ୍ଗୁର ଭୟାବହତା ଦେଖିଥିବାରୁ କିପରି ଏହା କବଳରୁ ସୁରକ୍ଷିତ ରହିବେ ସେ ନେଇ ବ୍ୟସ୍ତ ହୋଇପଡ଼ିଛନ୍ତି।…

ଗାଡ଼ି ପୋଡ଼ି ନେଇ ୩୬୬ ଜଣଙ୍କ ନାମରେ ମାମଲା

ଅନୁଗୋଳ,୩୧ା୭(ଅମିତ କୁମାର ସାମଲ): ଆଠମଲ୍ଲିକ ବ୍ଲକ କିଆକଟା ଥାନା ନିକଟସ୍ଥ ଜଙ୍ଗଲରୁ ନାବାଳକ ସଞ୍ଜୀବ ବିଶ୍ୱାଳଙ୍କ ମୃତଦେହ ଠାବ କରାଯିବା ପରେ ଘଟଣାସ୍ଥଳକୁ ପୋଲିସ ଯାଇଥିଲା। ହେଲେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କହିବା ସହ କିଆକଟା ପୋଲିସ ଭ୍ୟାନ୍‌ (ନଂ ଓଡି୦୫ପି-୨୭୪୮)ରେ…

ନାବାଳକଙ୍କୁ ବଳି ସନ୍ଦେହ ମାମଲା: ମଙ୍ଗଳା କୋଠି ପୂଜାରିଣୀଙ୍କ ସହ ୩ ଗିରଫ

ଅନୁଗୋଳ,୩୦ା୭(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଗୋଡ଼, ହାତ ନ ଥିବା କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅନ୍ୟପକ୍ଷେ ନାବାଳକଙ୍କୁ ବଳି ପାଇଁ ହତ୍ୟା କରାଯାଇଥିବା ସନ୍ଦେହ ହେଉଥିବା ବେଳେ ଏବେ ବି ହତ୍ୟାକାଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?