ଅନୁଗୋଳ

ନାରାୟଣୀ କଲେଜରେ ତିନି ଦିନ ଧରି ବିଦ୍ୟୁତ୍‌ ସେବା ବନ୍ଦ: କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ କଲେ ଛାତ୍ରୀଛାତ୍ର

ବଅଁରପାଳ,୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅରାହାଟ ନାରାୟଣୀ କଲେଜରେ ଗତ ତିନି ଦିନ ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିଛି। କଲେଜ ନିକଟରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଯାଇଥିବା ଯୋଗୁ ଏପରି ହୋଇଛି। ମରାମତି ପାଇଁ କଲେଜ କର୍ତ୍ତୃପକ୍ଷ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

କଣିହାଁ/ପବିତ୍ରନଗର,୮।୬ (ଡି.ଏନ.ଏ.) – କଣିହାଁ ପଞ୍ଚାୟତ ସମିତି ପବିତ୍ର ମୋହନ ସଭାଗୃହରେ ଶୁକ୍ରବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଳଚେର ଉପଜିଲାପାଳ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ…

ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ : ୨୦୧୮-୧୯ରେ ଗଲାଣି ୪ ଜୀବନ

ଅନୁଗୋଳ ଅଫିସ, ୮।୬ – ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାରେ ଏଡ୍‌ସ ରୋଗର ଭୟାବହତା ଦୃଷ୍ଟିରୁ ଏହାର ନିୟନ୍ତ୍ରଣ ପାଇଁ ବ୍ୟାପକ ଜନସଚେତନତା ଉପରେ…

ତେଲ ଗୋଦାମରେ ଚଢ଼ାଉ : ପରୀକ୍ଷା ପାଇଁ ପଠାଗଲା ନମୁନା

ଅନୁଗୋଳ ଅଫିସ, ୮।୬ – ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ତେଲ ଗୋଦାମରେ ଅପମିଶ୍ରିତ କାରବାର ହେଉଥିବା ସନ୍ଦେହ କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉକ୍ତ ଗୋଦାମକୁ ପ୍ରଶାସନ ନିଜ ହେପାଜତକୁ ନେଇଥିବା ବେଳେ ପରୀକ୍ଷା…

ଆଠମଲ୍ଲିକ ବିଧାୟକଙ୍କ ଖବରଦାତା ସମ୍ମିଳନୀ : ସ୍ବର୍ଣ୍ଣ ତ୍ରିଭୁଜ ପର୍ଯ୍ୟଟନସ୍ଥଳ ପାଇଁ ଦିଆଯିବ ପ୍ରସ୍ତାବ

ଅନୁଗୋଳ ଅଫିସ, ୮।୬- ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ବିଧାୟକ ରମେଶ ଚନ୍ଦ୍ର ସାଏ। ପ୍ରଶାସନିକ କ୍ଷେତ୍ରରେ ଥିବା ନିଜର ଦୀର୍ଘବର୍ଷର ଦକ୍ଷତା ଓ ଅଭିଜ୍ଞତାକୁ ନେଇ ସେ ନିଜ ନିର୍ବାଚନମଣ୍ଡଳୀର ବିକାଶ କାର୍ଯ୍ୟରେ ଲଗାଇବେ ବୋଲି…

ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ : ସ୍ନାତକରେ ୮୫.୫୩, ସ୍ନାତକୋତ୍ତରରେ ୯୭.୮୭% ରେଜଲ୍ଟ

ଅନୁଗୋଳ ଅଫିସ,୮।୬- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ୫ଟି ସ୍ନାତକୋତ୍ତର ବିଭାଗ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। କଳାରେ ପାସ୍‌ ହାର ୮୫.୩୧ ଥିବାବେଳେ ବିଜ୍ଞାନରେ ୯୨.୮୩ ଏବଂ ବାଣିଜ୍ୟରେ ୭୧.୮୩ ପ୍ରତିଶତ ରହିଛି। ସ୍ନାତକର ମୋଟ୍‌…

ଝିଅର ଏକୋଇଶିଆ ଦିନ ମା’ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୮।୬ – ଝିଅର ଏକୋଇଶିଆ ପାଳନ ପୂର୍ବରୁ ମା’ଙ୍କ ଜୀବନ ଯିବା ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲା ରାସୋଳ ଥାନା କାରନ୍ଦା ଗ୍ରାମରେ। ଗ୍ରାମର ରିତୁ ପୃଷ୍ଟି(୧୯) ୨୧ ଦିନ ପୂର୍ବରୁ…

ଜାତିର ଉନ୍ନତିରେ ଦେଶର ଉନ୍ନତି

ବଇଣ୍ଡା,୭।୬(ଡି.ଏନ.ଏ.)-ପୁରାତନ ସଂସ୍କୃତି ତଥା ସାମାଜିକ ଚଳଣିକୁ ଯେଉଁ ସମାଜ ଗୁରୁତ୍ୱ ଦେଇ ଆସୁଛି ସେହି ସମାଜର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ହେଲେ ବର୍ତ୍ତମାନ ଯୁବପିଢିମାନେ ପୁରାତନ ସଂସ୍କୃତି ତଥା ସମାଜର ନୀତିନିୟମକୁ ମାନୁ ନାହାନ୍ତି। ଏଥିପ୍ରତି ସମସ୍ତେ ଧ୍ୟାନ ଦେବା…

କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷତି ଘଟିଛି। ସନ୍ଧ୍ୟା ପ୍ରାୟ ୭ଟାରେ ଜୋରରେ…

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ ହେବ? କିପରି ସାକାର ହେବ ବିଦ୍ୟାଳୟ ଶିକ୍ଷାକୁ ନେଇ ସରକାର ରଖିଥିବା ଏହି ଲକ୍ଷ୍ୟ?…

ନୁନୁକାପଶିରେ ଲୋ ଭୋଲଟେଜ୍‌ ସମସ୍ୟା: ସମାଧାନ ନ ହେଲେ ଆନ୍ଦୋଳନ

ବଇଣ୍ଡା,୬।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ଗ୍ରାମରେ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ପୁରୁଣା ଟ୍ରାନ୍ସଫର୍ମରକୁ ହଟାଇ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବା ଯୋଗୁ ଲୋଭୋଲଟେଜ ସମସ୍ୟା ଦେଖାଦେଉଛି। ଫଳରେ ଲୋକେ ଗରମରେ ହନ୍ତସନ୍ତ ହେଉଛନ୍ତି। ଏ ନେଇ…

ଲଙ୍ଗୁଳିଆବେଡ଼ା ଗ୍ରାମବାସୀଙ୍କ ଖବରଦାତା ସମ୍ମିଳନୀ : ଦାବି ପୂରଣ ନ ହେଲେ ଆନ୍ଦୋଳନ

ବଅଁରପାଳ, ୬।୬ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ହେଉଥିବା ଆଲୁମିନିୟମ ପାର୍କ ପାଇଁ ଇଡ୍‌କୋ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଛି। ଲଙ୍ଗୁଳିଆବେଡାର ୧୮ ଏକର ଗୋଚର ଅଧିଗ୍ରହଣ କରାଯାଇଥିବାରୁ ପ୍ରତି ବଦଳରେ ଗ୍ରାମକୁ ଅନ୍ୟ ଜମି ହସ୍ତାନ୍ତର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?