ଅନୁଗୋଳ

ଝିଅର ଏକୋଇଶିଆ ଦିନ ମା’ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୮।୬ – ଝିଅର ଏକୋଇଶିଆ ପାଳନ ପୂର୍ବରୁ ମା’ଙ୍କ ଜୀବନ ଯିବା ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲା ରାସୋଳ ଥାନା କାରନ୍ଦା ଗ୍ରାମରେ। ଗ୍ରାମର ରିତୁ ପୃଷ୍ଟି(୧୯) ୨୧ ଦିନ ପୂର୍ବରୁ…

ଜାତିର ଉନ୍ନତିରେ ଦେଶର ଉନ୍ନତି

ବଇଣ୍ଡା,୭।୬(ଡି.ଏନ.ଏ.)-ପୁରାତନ ସଂସ୍କୃତି ତଥା ସାମାଜିକ ଚଳଣିକୁ ଯେଉଁ ସମାଜ ଗୁରୁତ୍ୱ ଦେଇ ଆସୁଛି ସେହି ସମାଜର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ହେଲେ ବର୍ତ୍ତମାନ ଯୁବପିଢିମାନେ ପୁରାତନ ସଂସ୍କୃତି ତଥା ସମାଜର ନୀତିନିୟମକୁ ମାନୁ ନାହାନ୍ତି। ଏଥିପ୍ରତି ସମସ୍ତେ ଧ୍ୟାନ ଦେବା…

କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷତି ଘଟିଛି। ସନ୍ଧ୍ୟା ପ୍ରାୟ ୭ଟାରେ ଜୋରରେ…

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ ହେବ? କିପରି ସାକାର ହେବ ବିଦ୍ୟାଳୟ ଶିକ୍ଷାକୁ ନେଇ ସରକାର ରଖିଥିବା ଏହି ଲକ୍ଷ୍ୟ?…

ନୁନୁକାପଶିରେ ଲୋ ଭୋଲଟେଜ୍‌ ସମସ୍ୟା: ସମାଧାନ ନ ହେଲେ ଆନ୍ଦୋଳନ

ବଇଣ୍ଡା,୬।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ଗ୍ରାମରେ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ପୁରୁଣା ଟ୍ରାନ୍ସଫର୍ମରକୁ ହଟାଇ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବା ଯୋଗୁ ଲୋଭୋଲଟେଜ ସମସ୍ୟା ଦେଖାଦେଉଛି। ଫଳରେ ଲୋକେ ଗରମରେ ହନ୍ତସନ୍ତ ହେଉଛନ୍ତି। ଏ ନେଇ…

ଲଙ୍ଗୁଳିଆବେଡ଼ା ଗ୍ରାମବାସୀଙ୍କ ଖବରଦାତା ସମ୍ମିଳନୀ : ଦାବି ପୂରଣ ନ ହେଲେ ଆନ୍ଦୋଳନ

ବଅଁରପାଳ, ୬।୬ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ହେଉଥିବା ଆଲୁମିନିୟମ ପାର୍କ ପାଇଁ ଇଡ୍‌କୋ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଛି। ଲଙ୍ଗୁଳିଆବେଡାର ୧୮ ଏକର ଗୋଚର ଅଧିଗ୍ରହଣ କରାଯାଇଥିବାରୁ ପ୍ରତି ବଦଳରେ ଗ୍ରାମକୁ ଅନ୍ୟ ଜମି ହସ୍ତାନ୍ତର ପାଇଁ…

ଅନୁଗୋଳ ପୋଲିସ ହାତରେ ଲେଡି ଡକାୟତ ଗ୍ୟାଙ୍ଗ : ମାଷ୍ଟର ମାଇଣ୍ଡ, ୨ ସହଯୋଗୀ ଗିରଫ

ଅନୁଗୋଳ ଅଫିସ, ୬।୬ – ଅନୁଗୋଳ ପୋଲିସକୁ ମିଳିଛି ବଡ଼ ସଫଳତା। ଲିଫ୍ଟ ମାଗି ଡକାୟତି କରୁଥିବା ଏକ ଲେଡି ଡକାୟତ ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି ପୋଲିସ। ୧୫ ମାସ ବିଳମ୍ବ ହେଲେ ବି ଉକ୍ତ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ…

କିଶୋରନଗର ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ଦାବି

ବଇଣ୍ଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ରାତି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରୁ ନ ଥିବାରୁ ଅପରାଧ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ଏ ନେଇ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) କିଶୋରନଗର ଶାଖା…

ତହସିଲଦାରଙ୍କ ସମେତ ୧୭ ପଦବୀ ଖାଲି: ତାଳଚେରବାସୀ ଭୋଗୁଛନ୍ତି ଅସୁବିଧା

ତାଳଚେର,୫ା୬(ନି.ପ୍ର.)- ତାଳଚେର ଶିଳ୍ପାଞ୍ଚଳ ତହସିଲ ଅଫିସରେ ତହସିଲଦାର ପଦବୀ ସମେତ ଅନେକ ପଦବୀ ଖାଲି ପଡିଛି। ଫଳରେ ତହସିଲ କାର୍ଯ୍ୟରେ ସମସ୍ୟା ଦେଖାଦେଇଛି। ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ଜନସାଧାରଣ ବାରମ୍ବାର ଆସୁଥିଲେ ବି ନିରାଶ ହୋଇ ଫେରିବାକୁ ବାଧ୍ୟ ହେଉଛନ୍ତି।…

ବିଜେଡିରେ ମିଶିଲେ ପାଲଲହଡ଼ା ବ୍ଲକ ଉପାଧ୍ୟକ୍ଷା

ପାଲଲହଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ବ୍ଲକ ଉପାଧ୍ୟକ୍ଷା ଲିଲି ପ୍ରଧାନ ମଙ୍ଗଳବାର ଭାଜପା ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ପାଲଲହଡା ବିଧାୟକ ମୁକେଶ କୁମାର ପାଲଙ୍କ ଉପସ୍ଥିତିରେ ସ୍ଥାନୀୟ ମା’ କୁଣ୍ଢେଇବୀରାଙ୍କ ମନ୍ଦିର ପ୍ରାଙ୍ଗଣରେ ଏକ ମିଶ୍ରଣ ପର୍ବରେ ସେ ବିଜେଡିରେ…

ଛୁଟିରେ ଆର୍‌ଆଇ: ହୋଇପାରୁନି କ୍ଷୟକ୍ଷତି ଆକଳନ

ଅନୁଗୋଳ ଅଫିସ, ୫।୬- କାଳବୈଶାଖୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିଲେ ବି ଏଯାଏ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ ନାହିଁ କି ସହାୟତା ଯୋଗାଇ ଦିଆଯାଇ ନାହିଁ। ଅନୁଗୋଳ ବ୍ଲକ ବାରସିଂହା ଗାଁର କବିନ୍ଦ୍ର ଦାସଙ୍କ ପରିବାର ପକ୍ଷରୁ ପ୍ରଶାସନ ନିକଟରେ…

ନାଲ୍‌କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ

ବଅଁରପାଳ, ୫।୬ (ଡି.ଏନ୍‌.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ ଆବଶ୍ୟକ ପଦକ୍ଷେପ ନେଉ ନ ଥିବାରୁ ପାଉଁଶ ଓ ବିଷାକ୍ତ ଧୂଅଁା ଲୋକଙ୍କୁ ଅତିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?