ଅନୁଗୋଳ

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାର ୩ ମାସ ପରେ ବି ପୋଲିସ କୌଣସି ପଦକ୍ଷେପ ନ…

ଅନୁଗୋଳ ଜିଲାରେ ୭୨.୮୧ ପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୨।୫- ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ମୋଟ୍‌ ୭୨.୮୧ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ପୂର୍ବବର୍ଷ ଅପେକ୍ଷା ପାସ୍‌ ହାର ହ୍ରାସ ପାଇଥିବା ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି। ଜିଲାର ମୋଟ୍‌…

ବିନୋଦ ହ୍ୟୁଣ୍ଡାଇରେ ଭେନ୍ୟୁର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ କାଣ୍ଡସର ଠାରେ ଥିବା ବିନୋଦ ହ୍ୟୁଣ୍ଡାଇ ପରିସରରେ ହ୍ୟୁଣ୍ଡାଇର ନୂତନ ଯାନ ‘ଭେନ୍ୟୁ’ର ମଙ୍ଗଳବାର ବଜାର ପ୍ରବେଶ ହୋଇଛି। ଅନୁଗୋଳ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ରିଜିଓନାଲ ମ୍ୟାନେଜର ପ୍ରଫୁଲ୍ଲ କୁମାର ଜେନା ଏହି ଗାଡ଼ିର…

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ…

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ମୋଟ ୨୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୪…

ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କ କାର୍ଯ୍ୟରେ ଆସୁ ନ ଥିବା ଅଭିଯୋଗ ହେଉଛି।…

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼, କୁର୍ତ୍ତିବାସପୁର, ଅଙ୍ଗପଡ଼ା, ଧରଡ଼ପାଳ, କିଶୋରନଗର, ପାଇକସାହି ଆଦି ଅଞ୍ଚଳ ଗୁଡ଼ିକରୁ ଟ୍ରିପ ଟ୍ରିପ ଗୋରୁ…

୯ ବର୍ଷରେ ମଶା ନେଇଛି ୫୩ ମୁଣ୍ଡ : ଡେଙ୍ଗୁରେ ୨୬, ମ୍ୟାଲେରିଆରେ ୨୭ ମୃତ୍ୟୁ

ଅନୁଗୋଳ ଅଫିସ, ୧୮।୫ – ମଶା ନେଉଛି ମଣିଷ ଜୀବନ। ବିଶେଷକରି ଅନୁଗୋଳର ପାହାଡ଼ିଆ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ରୋଗରେ ଅଧିକ ଲୋକ ଆକ୍ରାନ୍ତ ହେଉଛନ୍ତି। ସଚେତନତା ଅଭାବରୁ ସେମାନେ ଏହି ମଶାଜନିତ ରୋଗର ଶିକାର ହେଉଥିବା…

ପିଇବା ଉପଯୋଗୀ ନୁହେଁ ଟ୍ୟାଙ୍କର ପାଣି: ଚୁଆ ଜଳରେ ଚଳୁଛି ଘର

ତାଳଚେର,୧୭ା୫(ନି.ପ୍ର.)- ଶିଳ୍ପ ନଗରୀ ତାଳଚେରରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ବର୍ଷ ସାରା ଜଳାଭାବ ରହୁଥିଲେ ବି ଖରାଦିନେ ତାହା ଢେରଗୁଣ ବଢ଼ିଯାଉଛି। ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ ହେଉଥିଲେ ମଧ୍ୟ ସ୍ଥାୟୀ ସମାଧାନ ବ୍ୟବସ୍ଥା…

ନୂଆ ଟ୍ରାନ୍ସଫର୍ମର ଲଗାଯାଉନି: ମାସେ ହେଲା ଜଳ ଯୋଗାଣ ବନ୍ଦ

ବଇଣ୍ଡା, ୧୬ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଡରପାଳ ପଞ୍ଚାୟତ ନତଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ମାସେ ହେଲା ପୋଡିଯାଇଛି। ହେଲେ ସେଠାରେ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବାରୁ ଗ୍ରାମକୁ ମାସେ ହେଲାଣି ଜଳଯୋଗାଣ ବନ୍ଦ ରହିଛି। ଏଥିଯୋଗୁ ଗ୍ରାମବାସୀ…

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌ ଯୋଗୁ ଉପଭୋକ୍ତାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କ ପାଠ ପଢ଼ାରେ ମଧ୍ୟ ସମସ୍ୟା ଉପୁଜୁଛି।…

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ ବି ପଡ଼ିରହିଛି ବର୍ଷ ବର୍ଷ ଧରି। ତଥାପି ଅବହେଳିତ ହୋଇପଡ଼ିଛି ତାଳଚେର ବସ୍‌ଷ୍ଟାଣ୍ଡ। ଏଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri