ଅନୁଗୋଳ

ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ

ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ ପ୍ରବେଶ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଯୋରର ପାଣିକୁ ଲୋକମାନେ ପାନୀୟ ଭାବେ…

ଜୀବନ୍ତ ହେବ ଆଦିବାସୀ ସଂସ୍କୃତି

(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍‌କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ ଆଉ ଏକ ଇକୋ ପାର୍କ ନିର୍ମାଣ କରୁଛନ୍ତି। ୧୦ ଲକ୍ଷ ଟଙ୍କା ବ୍ୟୟରେ ହେଉଥିବା…

ଅନୁଗୋଳରେ ବର୍ଜ୍ୟବସ୍ତୁ ପରିଚାଳନା:ଖୋଳାହେବ ୩ଶହ କମ୍ପୋଷ୍ଟ ପିଟ

ଅନୁଗୋଳ ଅଫିସ, ୪ା୬ ରାଜ୍ୟର ସମସ୍ତ ପୌରପାଳିକାରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏନ୍‌ଜିଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପୌରାଞ୍ଚଳରେ ତିନିଶହ ଲେଖାଏ କମ୍ପୋଷ୍ଟ ପିଟ୍‌ ଖୋଳିବାକୁ ଏଥିରେ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ…

ଅନୁଗୋଳ ଜୁନିୟର କଲେଜରେ ପାସ୍‌ ହାର ୭୭.୮୧%:ଶ୍ରେଷ୍ଠ ୫ ମଧ୍ୟରେ ୪ ଛାତ୍ରୀ

ଅନୁଗୋଳ ଅଫିସ, ୪।୬ ଅନୁଗୋଳ ଜୁନିୟର କଲେଜରେ ଯୁକ୍ତ ୨ ବିଜ୍ଞାନ ଫଳାଫଳ ପ୍ରକାଶ ପାଇଛି। କଲେଜରେ ପାସ୍‌ ହାର ୭୭.୮୧ ପ୍ରତିଶତ ରହିଛି। ମୋଟ ୩୧୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୪୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୯୨ ପାସ୍‌…

ଏନ୍‌ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ

ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍‌ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍‌ ଜେନେରାଲ ମ୍ୟାନେଜର ରମେଶ ବାବୁ ଏନ୍‌ଟିପିସି ପତାକା ଉତ୍ତୋଳନ କରିବା ସହ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ, ୨୦୧୯-୨୦…

ଦୁର୍ଦ୍ଦଶା ବଢାଉଛି ବିଦ୍ୟୁତ୍‌ କାଟ : ସକାଳ ୬ରୁ ମଧ୍ୟାହ୍ନ ୧୨ ସଂଯୋଗ ବିଚ୍ଛିନ୍ନ

ବଇଣ୍ଡା,୨।୬(ଡି.ଏନ.ଏ.)- ଗ୍ରୀଷ୍ମ ପ୍ରବାହ ଅପେକ୍ଷା ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ଲୋକଙ୍କ ଦୁର୍ଦ୍ଦଶା ବଢାଉଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସଂଯୋଗ କାଟି ଦିଆଯାଉ ଥିବାରୁ ଉପଭୋକ୍ତା ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି, ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଷୋଳଷପଦା…

ବ୍ରିଟିଶ ଅମଳର ବଙ୍ଗଳା ଜରାଜୀର୍ଣ୍ଣ

ଛେଣ୍ଡିପଦା,୨ା୬(ଡି.ଏନ.ଏ.)- ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ତଥା ଜରପଡା ରାଜସ୍ବ ସର୍କଲର ଦୁର୍ଗାପୁର ଗ୍ରାମସ୍ଥିତ ବ୍ରିଟିଶ ଅମଳର ଏକ ବ୍ରିଟିଶ ବଙ୍ଗଳା। ରାଜସ୍ବ ବିଭାଗ ତଥା ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ରକ୍ଷଣାବେକ୍ଷଣ ତଥା ମରାମତି ଅଭାବ…

ବଅଁରପାଳ: ଦର ଆକାଶଛୁଅଁ।

ବଅଁରପାଳ, ୨ା୬(ଡି.ଏନ.ଏ.) ସୋମବାର ସାବିତ୍ରୀ ବ୍ରତ। ଏଥିପାଇଁ ଅନୁଗୋଳ ଜିଲାର ବିଭିନ୍ନ ମନ୍ଦିର, ଦୈବୀ ପୀଠରେ ପୂଜାର୍ଚ୍ଚନା ପାଇଁ ପ୍ରସ୍ତୁତି ଚାଲିଛି। ବିଭିନ୍ନ ପୂଜା କମିଟି ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏହି କ୍ରମରେ ବଅଁରପାଳସ୍ଥିତ ନାଲ୍‌କୋ ଜଗନ୍ନାଥ…

ଦିନଟିଏ ପରେ ସାବିତ୍ରୀ : ଫଳ ଦୋକାନରେ ଅସମ୍ଭାଳ ଭିଡ଼

ଅନୁଗୋଳ ଅଫିସ, ୨।୬ – ଦିନଟିଏ ପରେ ସାବିତ୍ରୀ ଓଷା। ଆଗକୁ ମଧ୍ୟ ରଜ। ତେଣୁ ଅନୁଗୋଳ ସହରକୁ ଭଳିକି ଭଳି ଫଳ ଆସୁଥିବା ବେଳେ ଏସବୁ କିଣିବାକୁ ଗ୍ରାହକଙ୍କ ଭିଡ଼ ମଧ୍ୟ ବଢ଼ୁଛି। ବିଶେଷକରି ସୋମବାର ସାବିତ୍ରୀ ପାଇଁ ଗ୍ରାହକମାନେ…

ରାସ୍ତାରେ ଭାସୁଛି ପିଟିସି ନର୍ଦ୍ଦମା ପାଣି: ଦୁର୍ଗନ୍ଧରେ ଫାଟୁଛି ନାକ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ପୌରାଞ୍ଚଳର ୧୬ନଂ. ଓ୍ବାର୍ଡରେ ଥିବା ଗୀତାଗ୍ରାମ ରାସ୍ତାରେ ଭାସୁଛି ପୋଲିସ ଟ୍ରେନିଂ କଲେଜ (ପିଟିସି) ନର୍ଦ୍ଦମା ପାଣି। ପଚାଶଢ଼ା ପାଣି ସହ ଶୌଚାଳୟ ଜଳ ରାସ୍ତାରେ ଜମିଥିବାରୁ ଅଞ୍ଚଳ ଦୁର୍ଗନ୍ଧରେ ଫାଟି ପଡ଼ୁଛି। ଫଳରେ ଯାତାୟାତ…

ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ

ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି ପାଇଁ ଅସୁବିଧା ଭୋଗ କରୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କିଛି ସୁଫଳ ମିଳୁ…

କଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ମେଡିକାଲରୁ ରେଫର ହେଉଥିବା ଗୁରୁତର ରୋଗୀଙ୍କ ମଧ୍ୟରୁ କେତେଜଣଙ୍କୁ କଟକ ବଦଳରେ ଅନୁଗୋଳର ଘରୋଇ ନର୍ସିଂହୋମ୍‌କୁ ନିଆଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସକ୍ରିୟ ଥିବା ଦଲାଲ ମେଡିକାଲର କେତେଜଣ କର୍ମଚାରୀଙ୍କୁ ହାତ କରି ଏପରି କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?