ଅନୁଗୋଳ

ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିଛି। ଏଥିଯୋଗୁ ଅଧିକାଂଶ ଲୋକଙ୍କ ଚାଳଛପର ଘର, ଗୁହାଳ ଘର, ଆଜବେଷ୍ଟସ,…

ଛେଣ୍ଡିପଦା ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ଚାଟ୍‌ ଦୋକାନ

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବଜାରରେ ସୋମବାର ସକାଳ ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଛେଣ୍ଡିପଦା ଗ୍ରାମର ସଞ୍ଜୟ ମାଝୀ(୨୮)ଙ୍କ ଚାଟ୍‌ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୋକାନରେ ଥିବା ନଗଦ ୭ ହଜାର ଟଙ୍କା ସମେତ ପ୍ରାୟ ୪୦…

ସମସ୍ୟା ଅନେକ, ସମାଧାନ ନାହିଁ: ହନ୍ତସନ୍ତ ହେଉଛନ୍ତି ଅଞ୍ଚଳବାସୀ

(ଅମିତ କୁମାର ସାମଲ) ଅନୁଗୋଳ ଅଫିସ, ୨୭।୫:  ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ୪ର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି ବିଧାୟକ ରଜନୀକାନ୍ତ ସିଂ। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ଥରଟିଏ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି। ପୂର୍ବରୁ ୧୫ବର୍ଷ କ୍ଷମତାରେ ଥିଲେ…

ମାଡ଼ ଭୟରେ ସ୍କୁଲ ଛାଡ଼ି ଦେଇଥିଲେ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୭ା୫: ଜନ୍ମରୁ ଭିନ୍ନକ୍ଷମ। ମାଡ଼ ଭୟରେ ସ୍କୁଲ ଛାଡ଼ିଥିବାରୁ ଶିକ୍ଷାଗତ ଯୋଗ୍ୟତା ମଧ୍ୟ ବେଶୀ ନାହିଁ। ହେଲେ ଜୀବନ ସଂଗ୍ରାମରେ ସେ ହାରି ଯାଇନାହାନ୍ତି। ନିଷ୍ଠା, କଠୋର ପରିଶ୍ରମ ବଳରେ ଜଣେ ସଫଳ ବାଇକ୍‌ ମିସ୍ତ୍ରି ହୋଇପାରିଛନ୍ତି। ଅନୁଗୋଳ କାଞ୍ଚନ…

ଅଜଣା ରୋଗୀଙ୍କ ପାଇଁ ବିଗୁଡୁଛି ପରିମଳ ବ୍ୟବସ୍ଥା: ସର୍ଜରି ଓ୍ବାର୍ଡରେ ବଢ଼ୁଛି ସଂକ୍ରମଣ ଭୟ

ଅନୁଗୋଳ ଅଫିସ, ୨୭।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢ଼ୁଛି ରୋଗୀଙ୍କ ସଂଖ୍ୟା। ଦୈନିକ ଶତାଧିକ ରୋଗୀ ବିଭିନ୍ନ ବିଭାଗକୁ ଚିକିତ୍ସା ପାଇଁ ଆସୁଥିବା ବେଳେ ଅନେକ ଅଜଣା ରୋଗୀଙ୍କୁ ବି ସାମାଜିକ କର୍ମୀମାନେ ଆଣି ଓ୍ବାର୍ଡରେ ଭର୍ତ୍ତି କରୁଛନ୍ତି। ହେଲେ ସେମାନଙ୍କ…

ବିଜୟ ପରେ ନେତାଙ୍କ ପ୍ରଥମ ପ୍ରତିକ୍ରିୟା: ଅଧୁରା କାର୍ଯ୍ୟ କରିବେ ସମ୍ପୂର୍ଣ୍ଣ

ଅନୁଗୋଳ ଅଫିସ, ୨୫।୫-ଅନୁଗୋଳ ଜିଲାରେ ବିଜେଡି ବାଜିମାତ୍‌ କରିବା ପରେ ଏବେ ଭୋଟରମାନଙ୍କୁ ଧନ୍ୟବାଦ ଜଣାଉଛନ୍ତି ନବନିର୍ବାଚିତ ବିଧାୟକମାନେ। ଜିଲାର ୫ ବିଧାୟକ ସେମାନଙ୍କ ବିଜୟର ଶ୍ରେୟ ଲୋକଙ୍କୁ ଦେଇଛନ୍ତି। ଏଥିସହ ପୁରୁଣା ନେତାମାନେ ସେମାନଙ୍କ ଅଧୁରା କାର୍ଯ୍ୟ ପୂରଣ କରିବେ…

୭ଷ୍ଠ ରାଉଣ୍ଡରେ ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡରେ ବିଜେଡିର ମୁକେଶ ପାଲ ୫୪୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାର ୩ ମାସ ପରେ ବି ପୋଲିସ କୌଣସି ପଦକ୍ଷେପ ନ…

ଅନୁଗୋଳ ଜିଲାରେ ୭୨.୮୧ ପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୨।୫- ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ମୋଟ୍‌ ୭୨.୮୧ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ପୂର୍ବବର୍ଷ ଅପେକ୍ଷା ପାସ୍‌ ହାର ହ୍ରାସ ପାଇଥିବା ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି। ଜିଲାର ମୋଟ୍‌…

ବିନୋଦ ହ୍ୟୁଣ୍ଡାଇରେ ଭେନ୍ୟୁର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ କାଣ୍ଡସର ଠାରେ ଥିବା ବିନୋଦ ହ୍ୟୁଣ୍ଡାଇ ପରିସରରେ ହ୍ୟୁଣ୍ଡାଇର ନୂତନ ଯାନ ‘ଭେନ୍ୟୁ’ର ମଙ୍ଗଳବାର ବଜାର ପ୍ରବେଶ ହୋଇଛି। ଅନୁଗୋଳ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ରିଜିଓନାଲ ମ୍ୟାନେଜର ପ୍ରଫୁଲ୍ଲ କୁମାର ଜେନା ଏହି ଗାଡ଼ିର…

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ…

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ମୋଟ ୨୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri