ଅନୁଗୋଳ

ହେଲ୍‌ମେଟ ନ ପିନ୍ଧିଲେ ଘରକୁ ଯିବ ଚାଲାଣ

ଅନୁଗୋଳ ଅଫିସ, ୨୮।୫ ରାସ୍ତା ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସାସେବା ଯୋଗାଇ ଦିଆଯିବ ସେ ସମ୍ପର୍କରେ ଗଠିତ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ସୋମବାର ଜିଲାପାଳ ମନୋଜ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀ

ଅନୁଗୋଳ ଅଫିସ, ୨୮।୫ ମା’ ବାପାଙ୍କ ମାନସିକ ସ୍ଥିତି ଠିକ୍‌ ନ ଥିବାରୁ ପିଲାବେଳୁ ପିଉସୀଙ୍କ ଘରେ ରହି ପାଠ ପଢ଼ୁଥିବା ଜଣେ ଛାତ୍ରୀ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦଶମରେ ଗ୍ରେଡ୍‌ -ବିରେ ଉତ୍ତୀର୍ଣ୍ଣ ହୋଇଥିବାରୁ…

ଆଈଅଜା କୋଳରେ ମା’ ଛେଉଣ୍ଡ ନାତୁଣୀ

ଅନୁଗୋଳ ଅଫିସ, ୨୮।୫ ଜନ୍ମ ବେଳେ ଝିଅର ଦୁଇ ଗୋଡ଼ ଲାଗି ଯାଇଥିଲା। ତିନି ଦିନ ପରେ ତା ମା’ ବି ମରିଯାଇଥିଲା। ସେହିଦିନୁ ମା ଛେଉଣ୍ଡ ଛୁଆଟିକୁ କୋଳେଇ ନେଇଛୁ ଆମେ ଆଈ ଅଜା। ବହୁ କଷ୍ଟକରି ଅସ୍ତ୍ରୋପଚାର କରାଇଛୁ।…

ମୁହଁ ମୋଡ଼ିଛନ୍ତି ୬ ପ୍ରତିଶତ ମତଦାତା

ଅନୁଗୋଳ ଅଫିସ, ୨୮।୫୧୯ ବର୍ଷ ହେଲା ବିଜେଡି ଅନୁଗୋଳ ନିର୍ବାଚନମଣ୍ଡଳୀକୁ ନିଜର ଗଡ଼ କରିଆସିଛି। ୨୦୦୦ ମସିହାରେ ଅଦ୍ୱୈତ୍ୟ ପ୍ରସାଦ ସିଂ ବିଜେଡିରୁ ନିର୍ବାଚିତ ହୋଇଥିଲେ। ଏହାପରଠାରୁ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ଅଦ୍ୱୈତ୍ୟ ପ୍ରସାଦଙ୍କ ପୁଅ ରଜନୀକାନ୍ତ…

୯ ସମବାୟ ସମିତିରେ ବିହନ ନାହିଁ

ବଅଁରପାଳ, ୨୮ା୫(ଡି.ଏନ.ଏ.)ବଅଁରପାଳ ବ୍ଲକର ଚାଷୀଙ୍କୁ ମିଳୁନି ଧାନ ବିହନ। ଜମିରେ ଚାଷ ଆରମ୍ଭ ହୋଇଥିଲେ ମଧ୍ୟ ବିହନ ଅଭାବ ସେମାନଙ୍କ ଚିନ୍ତା ବଢାଇଛି। ବ୍ଲକ ଅଧୀନରେ ମୋଟ ୧୩ଟି କୃଷି ସମବାୟ ସମିତି ଥିଲେ ମଧ୍ୟ ୯ଟିରେ ଚାଷୀଙ୍କୁ ଧାନ ବିହନ…

ଛେଣ୍ଡିପଦାରେ କାଳବୈଶାଖୀଭାଙ୍ଗିଲା ତୋରଣ, ବ୍ୟାପକ ଗଛ ନଷ୍ଟ

ଛେଣ୍ଡିପଦା,୨୭।୫(ସ୍ବ.ପ୍ର): ଛେଣ୍ଡିପଦା ବ୍ଲକ ସଦରମହକୁମାରେ କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ କେହି ଆହତ ହୋଇ ନ ଥିବାବେଳେ ପ୍ରବଳ ପବନ ପ୍ରଭାବରେ ଛେଣ୍ଡିପଦା ଚନ୍ଦନଯାତ୍ରା ନିମନ୍ତେ ନିର୍ମିତ ସୁଉଚ୍ଚ ତୋରଣଟି ଭାଙ୍ଗିଯାଇଥିଲା।…

ଏଟିଏମ୍‌ ଅଚଳ, ଉପଭୋକ୍ତା ହନ୍ତସନ୍ତ

ବଇଣ୍ଡା,୨୭।୫(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଭାରତୀୟ ଷ୍ଟେଟବ୍ୟାଙ୍କର ୨ଟି ଏଟିଏମ୍‌ ଦୀର୍ଘଦିନ ହେବ ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଇଣ୍ଡା ଷ୍ଟେଟବ୍ୟାଙ୍କ ନିକଟରେ ଥିବା ଏଟିଏମ୍‌ଟିକୁ କିଛିଦିନ ତଳେ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଥିଲେ। ହେଲେ ତାହା ବଦଳରେ…

ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିଛି। ଏଥିଯୋଗୁ ଅଧିକାଂଶ ଲୋକଙ୍କ ଚାଳଛପର ଘର, ଗୁହାଳ ଘର, ଆଜବେଷ୍ଟସ,…

ଛେଣ୍ଡିପଦା ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ଚାଟ୍‌ ଦୋକାନ

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବଜାରରେ ସୋମବାର ସକାଳ ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଛେଣ୍ଡିପଦା ଗ୍ରାମର ସଞ୍ଜୟ ମାଝୀ(୨୮)ଙ୍କ ଚାଟ୍‌ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୋକାନରେ ଥିବା ନଗଦ ୭ ହଜାର ଟଙ୍କା ସମେତ ପ୍ରାୟ ୪୦…

ସମସ୍ୟା ଅନେକ, ସମାଧାନ ନାହିଁ: ହନ୍ତସନ୍ତ ହେଉଛନ୍ତି ଅଞ୍ଚଳବାସୀ

(ଅମିତ କୁମାର ସାମଲ) ଅନୁଗୋଳ ଅଫିସ, ୨୭।୫: ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ୪ର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି ବିଧାୟକ ରଜନୀକାନ୍ତ ସିଂ। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ଥରଟିଏ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି। ପୂର୍ବରୁ ୧୫ବର୍ଷ କ୍ଷମତାରେ…

ମାଡ଼ ଭୟରେ ସ୍କୁଲ ଛାଡ଼ି ଦେଇଥିଲେ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୭ା୫: ଜନ୍ମରୁ ଭିନ୍ନକ୍ଷମ। ମାଡ଼ ଭୟରେ ସ୍କୁଲ ଛାଡ଼ିଥିବାରୁ ଶିକ୍ଷାଗତ ଯୋଗ୍ୟତା ମଧ୍ୟ ବେଶୀ ନାହିଁ। ହେଲେ ଜୀବନ ସଂଗ୍ରାମରେ ସେ ହାରି ଯାଇନାହାନ୍ତି। ନିଷ୍ଠା, କଠୋର ପରିଶ୍ରମ ବଳରେ ଜଣେ ସଫଳ ବାଇକ୍‌ ମିସ୍ତ୍ରି ହୋଇପାରିଛନ୍ତି। ଅନୁଗୋଳ…

ଅଜଣା ରୋଗୀଙ୍କ ପାଇଁ ବିଗୁଡୁଛି ପରିମଳ ବ୍ୟବସ୍ଥା: ସର୍ଜରି ଓ୍ବାର୍ଡରେ ବଢ଼ୁଛି ସଂକ୍ରମଣ ଭୟ

ଅନୁଗୋଳ ଅଫିସ, ୨୭।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢ଼ୁଛି ରୋଗୀଙ୍କ ସଂଖ୍ୟା। ଦୈନିକ ଶତାଧିକ ରୋଗୀ ବିଭିନ୍ନ ବିଭାଗକୁ ଚିକିତ୍ସା ପାଇଁ ଆସୁଥିବା ବେଳେ ଅନେକ ଅଜଣା ରୋଗୀଙ୍କୁ ବି ସାମାଜିକ କର୍ମୀମାନେ ଆଣି ଓ୍ବାର୍ଡରେ ଭର୍ତ୍ତି କରୁଛନ୍ତି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?