ଅନୁଗୋଳ

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌ ଯୋଗୁ ଉପଭୋକ୍ତାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କ ପାଠ ପଢ଼ାରେ ମଧ୍ୟ ସମସ୍ୟା ଉପୁଜୁଛି।…

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ ବି ପଡ଼ିରହିଛି ବର୍ଷ ବର୍ଷ ଧରି। ତଥାପି ଅବହେଳିତ ହୋଇପଡ଼ିଛି ତାଳଚେର ବସ୍‌ଷ୍ଟାଣ୍ଡ। ଏଠାରୁ…

ମାନସିକ ବିକାରଗ୍ରସ୍ତ ଭଉଣୀଭାଇଙ୍କୁ ସହାୟତା

ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ‘ଜୀବନ ସଂଗ୍ରାମରେ ମାନସିକ ବିକାରଗସ୍ତ ଭଉଣୀଭାଇ, ପଡୋଶୀ ଦେଲେ ପେଟକୁ…

ଉତ୍କଟ ଜଳ ସଙ୍କଟରେ କନ୍ୟାବେଡାବାସୀ: ୨ ବର୍ଷ ହେଲା ପାଣି ଯୋଗାଣ ବନ୍ଦ

ବଅଁରପାଳ, ୧୫।୫ (ଡି.ଏନ୍‌.ଏ.)- ଉତ୍କଟ ପାନୀୟ ଜଳ ସମସ୍ୟାରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର କନ୍ୟାବେଡା ଗ୍ରାମବାସୀ। ଗ୍ରାମରେ ଥିବା ନଳକୂଅ ଲୋକଙ୍କ ଆବଶ୍ୟକତା ମେଣ୍ଟାଇପାରୁ ନ ଥିବାରୁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି ଲୋକେ। ଏପରିସ୍ଥିତିରେ ଗ୍ରାମକୁ ପାଇପ୍‌…

ଅଂଶୁଘାତ ୱାର୍ଡରେ ଦିଦିଙ୍କ କେକ୍‌ କଟା ଘଟଣା: ଏଡିଏମ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୧।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଂଶୁଘାତ ୱାର୍ଡରେ ଗତ ଶନିବାର ରାତିରେ ଜନୈକା ଦିଦିଙ୍କ ଜନ୍ମଦିନ ପାଳନ ବେଳେ କେକ୍‌ କଟାଯିବା ଓ ଦେଢ଼ଘଣ୍ଟା ଧରି ନୃତ୍ୟଗୀତର ଆୟୋଜନ କରାଯିବା ନେଇ ସୋମବାର ‘ଧରିତ୍ରୀ’ରେ ଖବର ପ୍ରକାଶ…

ଥମିନି ଶ୍ରମିକ ଶୋଷଣ ନୀତି: ଏବେ ବି ଅବହେଳିତ ଠିକା ଶ୍ରମିକ

(ଉପେନ୍ଦ୍ର ରାଉତ) ବଅଁରପାଳ, ୧।୫- ଶ୍ରମିକ ବିକାଶର ବାହକ। ପ୍ରଗତିର ପ୍ରମୁଖ ଭାଗୀଦାର। ସେମାନଙ୍କ ସହଯୋଗ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ହେଲେ ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ ପ୍ରଗତି ରଥର ଏହି ସାରଥିମାନେ ଅନେକ ସମୟରେ ଅବହେଳାର ଶିକାର ହେଉଛନ୍ତି।…

ନାଲ୍‌କୋ ହସ୍ପିଟାଲରେ ଡାକ୍ତର ଅଭାବ: ୫ ବର୍ଷ ହେଲା ନାହାନ୍ତି ଅସ୍ଥିଶଲ୍ୟ ବିଶେଷଜ୍ଞ

ବଅଁରପାଳ, ୨୭।୪ (ଡି.ଏନ୍‌.ଏ.)- ନବରତ୍ନ ଲାଭଦାୟକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ହସ୍ପିଟାଲରେ ଲାଗି ରହିଛି ଡାକ୍ତର ଅଭାବ ସମସ୍ୟା। ଦୀର୍ଘ ଦିନ ହେଲା ଏଠାରେ ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଥିବାରୁ ଏହା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ ସମସ୍ୟା…

ରିଲାଏନ୍ସ ଜୁଏଲ୍‌ସର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ୩୨ ଶହ ବର୍ଗଫୁଟ ପରିବ୍ୟାପ୍ତ ଏହି ଶୋ ରୁମ୍‌ରେ ଆକର୍ଷଣୀୟ ସୁନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?