ଅନୁଗୋଳ

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍‌ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍‌ସିଆଇ ଛକରେ…

ଶୀଘ୍ର କାର୍ଯ୍ୟକ୍ଷମ ହେବ ମେଗା ପାଇପ୍‌ ଜଳ ପ୍ରକଳ୍ପ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ ମଙ୍ଗଳବାର…

ପଦାହେଲାଣି ବିପ୍ରଡ଼ିହ ଜଙ୍ଗଲ

ବଇଣ୍ଡା, ୧୦।୭(ପରିକ୍ଷିତ ସାହୁ): ରୋକାଯାଇ ପାରୁନାହିଁ କାଠମାଫିଆଙ୍କ ପ୍ରାଦୁର୍ଭାବ। ରାତାରାତି ମୂଲ୍ୟବାନ ଗଛ କାଟି ନେଉଛନ୍ତି ସେମାନେ। ଫଳରେ ବନ୍ୟଜୀବନରେ ସମୃଦ୍ଧ ଅନୁଗୋଳ ଜିଲା ଧଣ୍ଡାତୋପା ରେଞ୍ଜ ଅଧୀନ ବିପ୍ରଡ଼ିହ ଜଙ୍ଗଲ ଏବେ ପଦା ହେବାରେ ଲାଗିଛି। ଜଙ୍ଗଲ ସମ୍ପଦକୁ କ୍ଷତି…

ବ୍ୟବସ୍ଥା ଥାଇ ବାହାରେ

ରୂପାନ୍ତରୀକରଣ ପରେ ବଦଳିଛି ବିଦ୍ୟାଳୟର କଳେବର। ସୁଦୃଢ଼ ହୋଇଛି ଶୈଖିକ ଭିତ୍ତିଭୂମି। ହେଲେ ସରକାର କରିଥିବା ସୁବିଧାର ହେଉନି ସଦ୍‌ବ୍ୟବହାର। ଚକାଚକ୍‌ ଡାଇନିଂ ହଲ୍‌ ବ୍ୟବସ୍ଥା ଥାଇ ମଧ୍ୟ ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ପିଲା। ଅନୁଗୋଳସ୍ଥିତ ଖଲାରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ…

ଥଇଥାନ ହେବେ ଅସହାୟ ଭଉଣୀ-ଭାଇ

ଅନୁଗୋଳ,୮ା୭(ଅମିତ କୁମାର ସାମଲ): କିଶୋରନଗର ବ୍ଲକ ଧଉରାପାଲି ପଞ୍ଚାୟତସ୍ଥିତ ବଏଜା ଗ୍ରାମର ମାତାପିତାହୀନ ଭଉଣୀ-ଭାଇଙ୍କ ଥଇଥାନ ବ୍ୟବସ୍ଥା କରାଯିବ। ଶୁକ୍ରବାର ଅନୁଗୋଳ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀଶଙ୍କର ବେହେରା, ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷା ଦୀପ୍ତିମୟୀ ସାହୁ, ସଦସ୍ୟ…

ସ୍ଥାନାନ୍ତର ପାଇଁ ମାସେ ସମୟ

ବଇଣ୍ଡା,୭ା୭(ପରିକ୍ଷିତ ସାହୁ): ଦେଶୀ ମଦ ଭାଟି ନିକଟରେ ଜମି ରହୁଛି ଆବର୍ଜନା ପାଣି। ଅନ୍ୟତ୍ର ଫିଙ୍ଗାଯାଉ ନାହିଁ ନିଷ୍କାସିତ ହେଉଥିବା ପୋଚ। ବର୍ଷ ବର୍ଷ ଧରି ଏହା ଗଚ୍ଛିତ ହୋଇ ରହୁଥିବାରୁ ଦୁର୍ଗନ୍ଧରେ ଫାଟି ଯାଉଛି ନାକ। ପ୍ରଦୂଷିତ ହେଉଛି ଭାଟି…

ଖସିଲା ପଲସ୍ତରା: ୬ ଛାତ୍ରୀଛାତ୍ର ଆହତ, ଶିକ୍ଷୟିତ୍ରୀ ଗୁରୁତର

ବଇଣ୍ଡା,୬।୭(ପରିକ୍ଷିତ ସାହୁ)୫ ବର୍ଷ ହେଲା ଅଙ୍ଗନଓ୍ବାଡି ଛାତରୁ ପାଣି ଗଳୁଛି। କାନ୍ଥ ମଧ୍ୟ ଫାଟି ଯାଇଛି। ତେଣୁ ଏପରି ବିପଦପୂର୍ଣ୍ଣ କୋଠରିରେ କୁନି କୁନି ପିଲାଙ୍କୁ ନ ବସାଇବାକୁ ସତର୍କ କରିଥିଲେ ସରପଞ୍ଚ। ହେଲେ ଏଥିପ୍ରତି ସିଡିପିଓ କିମ୍ବା ବିଡିଓ କେହି…

ଅଢ଼େଇଘଣ୍ଟା ଧରି ଏସ୍‌ଟିଏର ଅନୁଧ୍ୟାନ

ଅନୁଗୋଳ, ୫।୭ (ଅମିତ କୁମାର ସାମଲ): ଅନୁଗୋଳ କରଡ଼ାଗାଡ଼ିଆଠାରେ ଗତ ରବିବାର ଟ୍ରକ୍‌ ଧକ୍କାରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଥିଲା। ୨ ଟ୍ରକ୍‌ ମଝିରେ ଚାପି ହୋଇ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା…

କାର୍ଯ୍ୟକ୍ଷମ ହେଉନି ମାର୍କେଟ କମ୍ପ୍ଲେକ୍ସ

ପାଲଲହଡ଼ା,୪ା୭(ଦିବ୍ୟଜ୍ୟୋତି ଦାଶ): ପାଲଲହଡ଼ା ସଦର ମହକୁମା ମୁଖ୍ୟ ବଜାର ମଧ୍ୟରେ ଚାଲୁଥିବା ଦୈନିକ ପରିବା ବଜାର ପାଇଁ ସୃଷ୍ଟି ହେଉଥିବା ଟ୍ରାଫିକ ଓ ପାର୍କିଂ ସମସ୍ୟାର ସମାଧାନ ନିମନ୍ତେ ବାଟ ବାହାର କରାଯାଇଥିଲା। ଏଥିପାଇଁ ଉପଖଣ୍ଡ ନିୟନ୍ତ୍ରିତ ବଜାର କମିଟି ଏବଂ…

ଫେରାଇଲେଣି ଟଙ୍କା, ଚପାଇ ଦେବାକୁ ଉଦ୍ୟମ

ବଇଣ୍ଡା,୩।୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍‌ ସାର୍ଟିଫିକେଟ୍‌ ପ୍ରଦାନ ବେଳେ ଟଙ୍କା ଆଦାୟ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ଟଙ୍କା ଫେରସ୍ତ କରିବା ସହ…

ଆଶ୍‌ପଣ୍ଡ ପାଉଁଶରେ ଡ୍ରେନ୍‌ ଜାମ୍‌

କଣିହାଁ,୩।୭(ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ଏନ୍‌ଟିପିସି ପ୍ରକଳ୍ପର ଏକ ଆଶ୍‌ ପାଇପ୍‌ ଫାଟି ଯିବାରୁ ଗୁରୁବାର ପ୍ରାୟ ୩୦ ମିନିଟ୍‌ ଧରି ମାଡୁଆ ମନ୍ଦିର ନିକଟ ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଥିଲା। ପାଉଁଶ ପାଣିରେ ରାସ୍ତା ପାର୍ଶ୍ୱରେ ଥିବା…

୮ କୋଟିର ରାସ୍ତା ୩ ମାସରେ ଫାଟିଗଲା

ବଇଣ୍ଡା,୨।୭(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଜରପଡାଠାରୁ ମନ୍ଦରବାହାଳ ଗ୍ରାମକୁ ସଂଯୋଗୀକରଣ ପାଇଁ ନିର୍ମାଣ ହୋଇଥିବା ପିଚୁ ରାସ୍ତା ଫାଟି ଅଁା କରିଛି। ୮ କୋଟି ଟଙ୍କା ବ୍ୟୟରେ ହୋଇଥିବା ଏହି ରାସ୍ତା ମାତ୍ର ୩ ମାସ ନ ଯାଉଣୁ ଫାଟିଯବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?