ଅନୁଗୋଳ

୨୩ ବର୍ଷ ହେଲା ଦୀପତଳ ଅନ୍ଧାର

ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ କରି…

ପ୍ରଭାବିତ ହେଉଛି ପାଠପଢ଼ା

ବଅଁରପାଳ,୨୪ା୬ (ଉପେନ୍ଦ୍ର ରାଉତ): ସ୍କୁଲ ସ୍ଥାପନ ବେଳେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେଥିପାଇଁ ୭ ଜଣ ଶିକ୍ଷକଙ୍କୁ ନିଯୁକ୍ତି ମିଳିଥିଲା। ପ୍ରତିବର୍ଷ ମାଟ୍ରିକ ପରୀକ୍ଷାରେ ଶିକ୍ଷାନୁଷ୍ଠାନ ଭଲ ଫଳାଫଳ କରୁଥିଲା। ହେଲେ କିଛିବର୍ଷ ହେଲା ଏହି ସଫଳ ଶିକ୍ଷାନୁଷ୍ଠାନ…

ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ

ବଇଣ୍ଡା,୨୩।୬ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଟାପଢୋଲ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଦୁର୍ନୀତି କରାଯାଉଥିବା ବୁଧବାର ସାନଦାଦର ଗ୍ରାମର କେତେଜଣ ଶ୍ରମିକ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସେମାନେ…

ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ

ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ ଛାଡ଼…

୨ଜଣଙ୍କ ଜୀବନ ନେଲା ହାତୀ

ଅନୁଗୋଳ, ୨୧।୬ (ଅମିତ କୁମାର ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ମଙ୍ଗଳବାର ୨ ଜଣଙ୍କ ଜୀବନ ନେଇଛି ହାତୀ। ମୃତକ ହେଲେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ ସାହୁ(୬୫) ଓ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପ୍ରଧାନ(୫୫)। ଏହି ଘଟଣା…

ଯାତ୍ରୀ ବିଶ୍ରାମାଗାର ଜରାଜୀର୍ଣ୍ଣ

ବଅଁରପାଳ,୧୭ା୬(ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ଯାତ୍ରୀ ବିଶ୍ରାମାଗାର ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇ ରହିଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ…

ଶୋଇଥିବା ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା

ଖମାର,୧୭ା୬ (ରଜନୀକାନ୍ତ ମହାରଣା) ଅସହ୍ୟ ଗରମରୁ ରକ୍ଷା ପାଇବା ପାଇଁ ବାରଣ୍ଡାରେ ଖଟ ପକାଇ ଶୋଇଥିବା ଜଣେ ଯୁବକଙ୍କୁ ଦଳିଦେଇଛି ହିଂସ୍ର ଦନ୍ତା। ଅନୁଗୋଳ ଜିଲା ପାଲଲହଡ଼ା ବନାଞ୍ଚଳ ଅଧୀନ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏଭଳି ଏକ…

ଶୋଇଥିବା ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ଖମାର,୧୬ା୬(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଳଲହଡ଼ା ଥାନା ପାଲଲହଡ଼ା ବନାଞ୍ଚଳ ଅନ୍ତର୍ଗତ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡ଼ି ମାରିଛି ଦନ୍ତା ହାତୀ। ସୂଚନାନୁଯାୟୀ, ପେଚାମୁଣ୍ଡି ଗ୍ରାମର ପବିତ୍ର ନାଏକ ଖାଇ…

ମାଟିରେ ମିଶିଲା କଳାକାର ଭବନ

ଅନୁଗୋଳ ଅଫିସ, ୧୪ା୬ (ଅମିତ କୁମାର ସାମଲ) ଅନୁଗୋଳ ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ କରାଯାଇ ସରକାରୀ ଜାଗାକୁ ନିଜ ଅକ୍ତିଆରକୁ ଅଣାଯାଇଛି। ମଙ୍ଗଳବାର କଳାକାର ଭବନ ସହ ସେଠାରେ ଥିବା ୨ଟି ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଯାଇଛି।…

ସ୍ବାଗତ କରିବାକୁ ସଜବାଜ

ଅନୁଗୋଳ ଅଫିସ, ୧୩ା୬: ସଜେଇ ହେଲାଣି ସହର। ଗାଁ ଗଛରେ ଲାଗିଲାଣି ଦୋଳି। ଛକ ଛକରେ ଖୋଲିଲାଣି ପାନର ପସରା। ପହଲି ରଜକୁ ସ୍ବାଗତ କରିବାକୁ ସବୁଠି ଆରମ୍ଭ ହୋଇଛି ସଜବାଜ। ଏଥିପାଇଁ ବଜାରରେ ବଢ଼ିଯାଇଛି ଗହଳି। ଘରେ ଘରେ ବନ୍ଧୁବାନ୍ଧବ…

ସରକାରୀ ଖାତାକୁ ଆସିଲା ଏକରେ ଜାଗା

ଅନୁଗୋଳ ଅଫିସ,୧୩।୬: ଅନୁଗୋଳ ସହରରେ ଜବରଦଖଲରେ ଥିବା ସରକାରୀ ଜାଗାକୁ ସରକାରୀ ଖାତାକୁ ଫେରାଇ ଆଣିବାକୁ ଜୋରଦାର ଉଚ୍ଛେଦ ପ୍ରକ୍ରିୟା ଜାର ରହିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ସରକାରୀ ଜାଗାରେ ଥିବା ଘର ଓ ଦୋକାନଘରକୁ ବୁଲଡୋଜର ଲାଗାଇ ଉଚ୍ଛେଦ କରିଥିବା…

୩ କି.ମି. ଜଙ୍ଗଲ ରାସ୍ତା ପିଚୁ ହେବ

ବଇଣ୍ଡା,୧୨।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ତପଡ଼ାରୁ ମଇମୁରା ପଞ୍ଚାୟତକୁ ସଂଯୋଗ କରୁଥିବା ୧୧ କି.ମି. ଦୀର୍ଘ ତରଣ୍ଡା-କେଞ୍ଚୁଆନାଳି-ବିପ୍ରଡିହ ସଡ଼କର ଅବଶିଷ୍ଟ ୩ କି.ମି. ମାଟି ରାସ୍ତା ପିଚୁ ଢଳେଇ ହେବ। ଶନିବାର ଏଭଳି ପ୍ରତିଶ୍ରୁତି ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri