ଅନୁଗୋଳ

ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା ବେଳେ…

ଜଳୁଛି ଶାଗୁଆନ ଜଙ୍ଗଲ

ବଇଣ୍ଡା,୮।୫(ଡି.ଏନ.ଏ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ନୁନୁକାପଶି ଗ୍ରାମରେ ଥିବା ଶାଗୁଆନ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଆଖପାଖ ଅଞ୍ଚଳକୁ ମାଡ଼ି ଚାଲିଥିବାବେଳେ ଜଙ୍ଗଲତଳି ଅଞ୍ଚଳରେ ରହୁଥିବା ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଉକ୍ତ ଜଙ୍ଗଲରେ ୧୯୮୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯…

ବନ୍ତଳା ବନାଞ୍ଚଳରେ ଥମୁନି ଦନ୍ତା ଦୌରାତ୍ମ୍ୟ

ଅନୁଗୋଳ ଅଫିସ,୮।୫: ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ଦନ୍ତା ଦୌରାତ୍ମ୍ୟ ଥମିବାର ନାଁ ନେଉନାହିଁ। ପାଚିଲା ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ଶୁଣ୍ଢରେ ପିଟି ଜଣେ ମହିଳାଙ୍କ ଜୀବନ ନେଇଛି ହାତୀ। ମୃତା ହେଲେ ତଳଗଡ଼ ଗ୍ରାମର ବିଜୁଳି ସାହୁ (୬୨)। ମହିଳାଙ୍କୁ…

ମହିଳାଙ୍କୁ କଚାଡି ମାରିଲା ହାତୀ

ଅନୁଗୋଳ,୭।୫: ଅନୁଗୋଳ ଜିଲାରେ ପୁଣି ହାତୀ ଆତଙ୍କ ଦେଖିବାକୁ ମିଳିଛି। ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ ଜିଲାର ବନ୍ତଳା ତଲଗଡ ଅଞ୍ଚଳର ଜଣେ ମହିଳା ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀଟି ତାଙ୍କୁ ଶୁଣ୍ଢରେ ଟେକି…

ସଚେତନ ନ ହେଲେ ଆକାଉଣ୍ଟ ସଫା

ଅନୁଗୋଳ ଅଫିସ, ୭ା୫: ଲୋକଙ୍କ ଆକାଉଣ୍ଟରୁ ଟଙ୍କା ଲୁଟିବାକୁ ନୂଆ ନୂଆ ଉପାୟ କରୁଛନ୍ତି ସାଇବର ଠକ। କେତେବେଳେ କ୍ରେଡିଟ୍‌ କାର୍ଡ ବ୍ଲକ ହୋଇଯାଇଛି କହି ଆକାଉଣ୍ଟଧାରୀଙ୍କ ଠାରୁ ବ୍ୟାଙ୍କ ସମ୍ପର୍କିତ ତଥ୍ୟ ହାସଲ କରୁଛନ୍ତି ତ ଆଉ କେବେ ସିମ୍‌…

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ରାସୋଳ, ୬ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ ଶୁକ୍ରବାର ପୁଣି ମୁଣ୍ଡ ନେଇଛି ଗୋଠଛଡ଼ା ଦନ୍ତା। ମୃତକ ହେଲେ ରାସୋଳ ସେକ୍ସନ ଜରଡ଼ା ପଞ୍ଚାୟତ ଅନ୍ତର୍ଗତ ବାଲିକିଆରୀ ଗ୍ରାମର ଲକ୍ଷ୍ମୀଧର ପାତ୍ର (୭୦)। ଶୁକ୍ରବାର ଭୋର୍‌ ସମୟରେ ଲକ୍ଷ୍ମୀଧର ଶୌଚ ହେବା…

ଦୂରସଞ୍ଚାରଠାରୁ ଦୂରରେ

ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍‌ ୫୧ ହଜାର ୧୭୬ ଗାଁ ମଧ୍ୟରୁ ୪ ହଜାର ୫୪୯ ଗ୍ରାମରେ ମୋବାଇଲ ନେଟଓ୍ବର୍କ…

ଅବସର ପରେ ମଧ୍ୟ ଅଫିସରଙ୍କ ନାମ ହଟୁନି

ବଇଣ୍ଡା,୫।୫(ଡି.ଏନ.ଏ.): ପୋଲିସ ଚାକିରିରୁ ଅବସର ନେବାର ବର୍ଷେ ପରେ ମଧ୍ୟ ଥାନାରେ ଲାଗିଥିବା ବୋର୍ଡରେ ଅଫିସରଙ୍କ ନାମ ଓ ଟେଲିଫୋନ ନମ୍ବର ହଟାଯାଉ ନାହିଁ। ଫଳରେ ଉକ୍ତ ଫୋନ ନମ୍ବରରେ ବାରମ୍ବାର ଫୋନ କରି ଜନସାଧାରଣ ନିରାଶ ହେଉଛନ୍ତି। ଅନୁଗୋଳ ଜିଲା…

କିଆକଟା ଛକ ହେଲା ଆଲୋକିତ

ମାଧପୁର,୫।୫: ଜାତୀୟ ରାଜପଥ ଡିଭିଜନ ସମ୍ବଲପୁର ଓ ଅନୁଗୋଳ ଜିଲା ଆଠମଲ୍ଲିକ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘଦିନ ହେଲା ଆଠମଲ୍ଲିକ ବ୍ଲକ କିଆକଟା ତ୍ରିବେଣୀ ଛକଠାରେ ଥିବା ଷ୍ଟ୍ରିଟ୍‌ ଲାଇଟ୍‌ରେ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନ ଥିଲା। ଫଳରେ…

ନୂତନ ନିର୍ମାଣ ଦିଗରେ ନିଷ୍ଠା ନାହିଁ

ବଇଣ୍ଡା, ୩।୫ (ପରିକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ନିମନ୍ତେ ତରବରିଆ ଉଚ୍ଛେଦ ହେଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକର ଜାମ୍ବୁନାଳିଠାରୁ ଭାଙ୍ଗମୁଣ୍ଡା ପର୍ଯ୍ୟନ୍ତ ରାସ୍ତା କଡରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ କୋଠା ଭାଙ୍ଗି ଦିଆଗଲା।…

ଟ୍ରକ୍‌ ଚାପାରେ ମହିଳାଙ୍କ ମୃତ୍ୟୁ

ଅନୁଗୋଳ, ୧।୫: ଅନୁଗୋଳ ସହର ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ବୁଢ଼ୀ ଠାକୁରାଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗଣେଶ ରାଉତଙ୍କ ପତ୍ନୀ ଊର୍ମିଳା ରାଉତ। ତାଙ୍କ…

କାର୍ଯ୍ୟ ବୋଝରେ ଠିକା ଶ୍ରମିକ

ବଅଁରପାଳ,୧ା୫ (ଡି.ଏନ.ଏ.): ଶ୍ରମିକଙ୍କ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ଏହା ସତ୍ତ୍ୱେ ଶ୍ରମିକମାନେ ଆଜି ଅବହେଳିତ ଅବସ୍ଥାରେ ରହିଛନ୍ତି। ଦୀର୍ଘବର୍ଷ ହେଲା କାର୍ଯ୍ୟ କରିଆସୁଥିଲେ ହେଁ ଆବଶ୍ୟକ ପାରିଶ୍ରମିକ ଓ ସୁବିଧା ସୁଯୋଗ ସେମାନଙ୍କୁ ମିଳିପାରୁ ନ ଥିବା ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri