ମାଟିରେ ମିଶିଲା କଳାକାର ଭବନ
ଅନୁଗୋଳ ଅଫିସ, ୧୪ା୬ (ଅମିତ କୁମାର ସାମଲ) ଅନୁଗୋଳ ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ କରାଯାଇ ସରକାରୀ ଜାଗାକୁ ନିଜ ଅକ୍ତିଆରକୁ ଅଣାଯାଇଛି। ମଙ୍ଗଳବାର କଳାକାର ଭବନ ସହ ସେଠାରେ ଥିବା ୨ଟି ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଯାଇଛି।…
ସ୍ବାଗତ କରିବାକୁ ସଜବାଜ
ଅନୁଗୋଳ ଅଫିସ, ୧୩ା୬: ସଜେଇ ହେଲାଣି ସହର। ଗାଁ ଗଛରେ ଲାଗିଲାଣି ଦୋଳି। ଛକ ଛକରେ ଖୋଲିଲାଣି ପାନର ପସରା। ପହଲି ରଜକୁ ସ୍ବାଗତ କରିବାକୁ ସବୁଠି ଆରମ୍ଭ ହୋଇଛି ସଜବାଜ। ଏଥିପାଇଁ ବଜାରରେ ବଢ଼ିଯାଇଛି ଗହଳି। ଘରେ ଘରେ ବନ୍ଧୁବାନ୍ଧବ…
ସରକାରୀ ଖାତାକୁ ଆସିଲା ଏକରେ ଜାଗା
ଅନୁଗୋଳ ଅଫିସ,୧୩।୬: ଅନୁଗୋଳ ସହରରେ ଜବରଦଖଲରେ ଥିବା ସରକାରୀ ଜାଗାକୁ ସରକାରୀ ଖାତାକୁ ଫେରାଇ ଆଣିବାକୁ ଜୋରଦାର ଉଚ୍ଛେଦ ପ୍ରକ୍ରିୟା ଜାର ରହିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ସରକାରୀ ଜାଗାରେ ଥିବା ଘର ଓ ଦୋକାନଘରକୁ ବୁଲଡୋଜର ଲାଗାଇ ଉଚ୍ଛେଦ କରିଥିବା…
୩ କି.ମି. ଜଙ୍ଗଲ ରାସ୍ତା ପିଚୁ ହେବ
ବଇଣ୍ଡା,୧୨।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ତପଡ଼ାରୁ ମଇମୁରା ପଞ୍ଚାୟତକୁ ସଂଯୋଗ କରୁଥିବା ୧୧ କି.ମି. ଦୀର୍ଘ ତରଣ୍ଡା-କେଞ୍ଚୁଆନାଳି-ବିପ୍ରଡିହ ସଡ଼କର ଅବଶିଷ୍ଟ ୩ କି.ମି. ମାଟି ରାସ୍ତା ପିଚୁ ଢଳେଇ ହେବ। ଶନିବାର ଏଭଳି ପ୍ରତିଶ୍ରୁତି ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ…
ସେବା ମନୋଭାବ ନେଇ ସନ୍ଦେହ
ଜରୁରୀ ସ୍ଥିତିରେ ସହାୟକ ହେବ ପୋଲିସ। ୧୧୨କୁ ଡାଏଲ କଲେ ତୁରନ୍ତ ପହଞ୍ଚିବ ପିସିଆର୍। ଏହି ଉଦ୍ଦେଶ୍ୟରେ ଥାନାକୁ ଯୋଗାଇ ଦିଆଯାଇଛି ପାଟ୍ରୋଲିଂ ଭ୍ୟାନ। ହେଲେ ଦେଢ଼ମାସ ହେଲା ଅନୁଗୋଳ ଥାନାର ଏହି ଜରୁରିକାଳୀନ ଗାଡ଼ି ଅଚଳ ହୋଇ ପଡ଼ିଛି। ଏପରି…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୮ ବଖରା
ଆଠମଲ୍ଲିକ,୧୦ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ଓଳଥ ଗ୍ରାମରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍ ଶର୍ଟସର୍କିଟ ଯୋଗୁ ୧୩ ପରିବାରର ୧୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଆଠମଲ୍ଲିକ ଅଗ୍ନିଶମ କେନ୍ଦ୍ରର ୨ଟି ଗାଡ଼ି ସହ…
ମନମୁଖି ଯୋଗୁ ମନ୍ଥର
ବଇଣ୍ଡା,୯ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟରେ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ। ବାରମ୍ବାର ଠିକା ସଂସ୍ଥା ବଦଳାଯାଉଛି। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରାଯିବ ବୋଲି କୁହାଯାଉଛି। ହେଲେ ସମ୍ପ୍ରସାରଣ କାମ ତ ଦୂରର…
ପୋଖରୀ ଖୋଳାରେ ଅନିୟମିତତା ଅଭିଯୋଗ
ବଇଣ୍ଡା,୯।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବସରମୁଣ୍ଡା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୧୫ ଦିନ ହେବ ପଞ୍ଚାୟତର ଫୁଲରିବଣିଆ, ନବଦୀପପୁର ଗ୍ରାମରେ ୧୦ ଲକ୍ଷ ଟଙ୍କା ଅଟକଳରେ…
ଦୁର୍ବଳ ପ୍ରଦର୍ଶନ ଦାୟୀ
ବ୍ୟାଙ୍କ ହେଉ କି ବଜାର, ଗଁା ହେଉ କି ସହର, ସବୁଠି ସକ୍ରିୟ ଏରାଗୋଲା ଗ୍ୟାଙ୍ଗ। ସୁଯୋଗ ପାଇବା ମାତ୍ରେ ଝାମ୍ପି ନେଉଛନ୍ତି ଟଙ୍କା ବ୍ୟାଗ। ଡିକି ଭାଙ୍ଗି କରୁଛନ୍ତି ଲୁଟ୍। ବିରୋଧ କଲେ ଆଖିରେ ଲଙ୍କା ଗୁଣ୍ଡ ପକାଉଛନ୍ତି। କେମିକାଲ…
ନନ୍ଦିରାରେ ମିଶିଲା ପାଉଁଶ ପାଣି
ବଅଁରପାଳ,୬ା୬(ଡି.ଏନ.ଏ.): ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନାଲ୍କୋର ପାଉଁଶ ପୋଖରୀରୁ ବହୁ ପରିମାଣର ପାଉଁଶ ପାଣି ସୋମବାର ନନ୍ଦିରା ନାଳରେ ମିଶିଛି। ଫଳରେ ଏହି ନାଳ ଉପରେ ନିର୍ଭର କରୁଥିବା ବଳରାମପ୍ରସାଦ, କୁକୁଡାଙ୍ଗ, କୁରୁଡୁଲୁ, ଟେଣ୍ଟଲୋଇ, ଖାମାନା, ପାଣିଓଳା,…
ହାତୀ ଆକ୍ରମଣରେ ୩ ମୃତ
ବେଗୁନିଆ/ବଡ଼ସାହି(ଡି.ଏନ୍.ଏ./ସ୍ବ.ପ୍ର.)/ଅନୁଗୋଳ ଅଫିସ ୭।୬: ହାତୀ ଭଳି ବିଶାଳକାୟ ପ୍ରାଣୀକୁ ଜଙ୍ଗଲରେ ମିଳୁନାହିଁ ପର୍ଯ୍ୟାପ୍ତ ଖାଇବା। ଏହା ସେମାନଙ୍କୁ ଅଧିକ ହିଂସ୍ର କରୁଛି। ଖାଦ୍ୟ ଅନ୍ବେଷଣରେ ସେମାନେ ଜନବସତିମୁହଁା ହେଉଛନ୍ତି। ଫଳରେ ହାତୀ-ମଣିଷ ସଂଘର୍ଷ ଭୟଙ୍କର ରୂପ ଧାରଣ କରିଛି। ମଙ୍ଗଳବାର ରାଜ୍ୟର…
ଗରାଏ ପାଇଁ ଘଣ୍ଟାଏ
ଆଠମଲ୍ଲିକ,୩ା୬(ଡି.ଏନ.ଏ.): ଗରାଏ ପାଣି ପାଇଁ ହେବାକୁ ପଡ଼ୁଛି ବଡ଼ ଦହଗଞ୍ଜ। ନିକଟରେ ନଳକୂଅ ଥିଲେ ବି ଅପେକ୍ଷା କରିବାକୁ ପଡ଼ୁଛି ଘଣ୍ଟା ଘଣ୍ଟା। ସକାଳ ହେଉ କି ରାତି, ସବୁବେଳେ ଲାଗୁଛି ଲମ୍ବା ଲାଇନ। ପ୍ରତିବର୍ଷ ଗ୍ରୀଷ୍ମ ଋତୁରେ ଜଳସ୍ତର ହ୍ରାସ…

