ଅନୁଗୋଳରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଶୋ’ ରୁମ୍
ଅନୁଗୋଳ ଅଫିସ,୮ା୪: ଅନୁଗୋଳ ବଜାରରେ ଶନିବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ବଜାରରେ ଥିବା ମଙ୍ଗଲମ୍ ନାମକ ଏକ ଡ୍ରେସ୍ ଶୋ’ ରୁମ୍ ହୁତ୍ହୁତ୍ ହୋଇ ଜଳୁଛି। ଖବର ପାଇ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ କରିବା...
ରେଲୱେର ଅବହେଳା ଦାୟୀ
ଛେଣ୍ଡିପଦା,୮।୪(ସ୍ବ.ପ୍ର.): ଅନୁଗୋଳ-ସମ୍ବଲପୁର ରେଳ ଲାଇନର ଜରପଡ଼ା ଗ୍ରାମ ନିକଟରେ ଗୁରୁବାର ରାତି ସାଢ଼େ ୯ଟାରେ ଟ୍ରେନ୍ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ପାଇଁ ରେଲଓ୍ବେର ଅବହେଳା ଦାୟୀ। ଶୁକ୍ରବାର ଘଟଣାର ତଦନ୍ତ ପରେ ଏହା ସ୍ପଷ୍ଟ କରିଛି ବନ ବିଭାଗ।...
ସ୍ଥାପନ ହେବ ନବକୃଷ୍ଣଙ୍କ ଭବ୍ୟ ପ୍ରତିମୂର୍ତ୍ତି
ଅନୁଗୋଳ ଅଫିସ,୭ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ବିବାଦ ସୃଷ୍ଟି ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଗୁରୁବାର...
ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ଓଆର୍ଏସ୍ ବୋହିନେଲେ
ବଅଁରପାଳ, ୬ା୪ (ଡି.ଏନ.ଏ.): ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଭଗାମଣ୍ଡା ପୋଲ ନିକଟରେ ବୁଧବାର ଏକ ଓଆର୍ଏସ୍ ବୋଝେଇ ମିନିଟ୍ରକ୍ ଓଲଟି ପଡ଼ିଥିବା ବେଳେ ଲୋକେ ସେଥିରୁ ଓଆର୍ଏସ୍ ବୋହି ନେବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ମହୀଧରପୁର ଫାଣ୍ଡି...
ବଇଣ୍ଡା ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ
ବଇଣ୍ଡା, ୬ା୪ (ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ତଥା ଆଖପାଖ ଅଞ୍ଚଳରେ କିଛି ମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବଇଣ୍ଡା ଫାଣ୍ଡି ପୋଲିସ ପକ୍ଷରୁ ଠିକ୍ ଭାବେ ରାତ୍ରି ପାଟ୍ରୋଲିଂ କରାଯାଉ ନ ଥିବା ବେଳେ...
ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
ଅନୁଗୋଳ ଅଫିସ, ୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଚିକିତ୍ସା ଅବହେଳାରୁ ବଅଁରପାଳ ବ୍ଲକ ତଳମୂଳ ଅଞ୍ଚଳର ସୁବାଶିଷ ଦାସଙ୍କ ସ୍ତ୍ରୀ ଶିକ୍ଷା ପଟ୍ଟନାୟକ(୧୯)ଙ୍କ ମୃତ୍ୟୁ ହୋଇଥିବା ପରିବାର...
ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନ ହେବ
ଅନୁଗୋଳ ଅଫିସ/ଭୁବନେଶ୍ୱର, ୬ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ପାର୍କରେ ନବନିର୍ମିତ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ନେଇ ବିବାଦ ବଢ଼ିବା ପରେ ଏଥିରେ ହସ୍ତକ୍ଷେପ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ...
କାଳବୈଶାଖୀରେ ଘର ଭାଙ୍ଗିଲା
ବଇଣ୍ଡା, ୫ା୪ (ଡି.ଏନ.ଏ.): କିଶୋରନଗର ବ୍ଲକ ବାମୁର, ଫାଶୀପାଳ, ହରିପୁର, କିଶୋରନଗର, ଜାମୁନାଳୀ, ସୁସବ ଆଦି ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ଯୋଗୁ କେତୋଟି ଘର କ୍ଷତିଗ୍ରସ୍ତ ହୋଇଛି। ଚାଳ ଘର ଓ ଆଜବେଷ୍ଟସ ଘରର ଛପର ଉଡ଼ିଯାଇଥିବା ବେଳେ ବଡ଼...
ସ୍ଥାୟିତ୍ୱ ନେଇ ସାଧାରଣରେ ସନ୍ଦେହ
ବଇଣ୍ଡା,୫ା୪ : ଠିକା ସଂସ୍ଥା ବଦଳିଲା। ହେଲେ ବଦଳିଲାନି ୫୫ନଂ. ଜାତୀୟ ରାଜପଥର ଭାଗ୍ୟ। ପୂର୍ବରୁ କଚ୍ଛପ ଗତିରେ ଚାଲୁଥିବା ସମ୍ପ୍ରସାରଣ କାର୍ଯ୍ୟ ଏବେ ବି ସେହି ବିଳମ୍ବିତ। ଧୀର ମନ୍ଥର ଗତିରେ କାମ ହେଉଥିବା ବେଳେ ନୂତନ ରାସ୍ତାର...
ମିଥ୍ୟା ବିଲ୍ କରି ଟଙ୍କା ହଡ଼ପ ଅଭିଯୋଗ
ବଇଣ୍ଡା, ୫ା୪ (ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ସାନହୁଲା ହାଇସ୍କୁଲ ଖେଳପଡିଆର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରା ନ ଯାଇ ମିଥ୍ୟା ବିଲ୍ କରି ଟଙ୍କା ହଡପ କରାଯାଇଥିବା ବଡ଼ବର ଗ୍ରାମର ଦୁର୍ଯ୍ୟୋଧନ ସାହୁ ସୋମବାର ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି।...
ଧୋତି ପିନ୍ଧାଇଲା ପୌରପାଳିକା
ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଟ ଚୌଧୁରୀଙ୍କ ନବନିର୍ମିତ ପ୍ରତିମୂର୍ତ୍ତିର ପୋଷାକକୁ ନେଇ ବିବାଦ ଦେଖାଦେବା ପରେ ତୁରନ୍ତ ତ୍ରୁଟି ସଂଶୋଧନ କରିଛି ପୌରପାଳିକା। ଅନୁଗୋଳ ପୌର କର୍ତ୍ତୃପକ୍ଷ ଏ ନେଇ ସୋମବାର...
ପରିଧାନ ସମ୍ପର୍କରେ ଜାଣିନି ପୌରପାଳିକା
ଅନୁଗୋଳ ଅଫିସ, ୪ା୪: ଅନୁଗୋଳ କୋର୍ଟ ସମ୍ମୁଖ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଶାର୍ଟ, ପ୍ୟାଣ୍ଟ ଓ ବୁଟ୍ ପିନ୍ଧା ନବନିର୍ମିତ ପ୍ରତିମୂର୍ତ୍ତି ତ୍ରୁଟିପୂର୍ଣ୍ଣ ବୋଲି ଅନୁଗୋଳ ପୌର କର୍ତ୍ତୃପକ୍ଷ ସୋମବାର ସ୍ବୀକାର...
Archives


