ଯୁବତୀଙ୍କୁ ଶାରୀରିକ ନିର୍ଯାତନା ଦେଉଥିଲେ ଭାଜପା ନେତା: ବାନ୍ଧିଲା ପୋଲିସ
ଅନୁଗୋଳ,୧୯।୭(ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ):ଜଣେ ଯୁବତୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଅନୁଗୋଳ ଜିଲା ଭାଜପା ସମ୍ପାଦକ ତଥା ଯୁବନେତା ସୁଦୀପ୍ତ ସ୍ବାଇଁ ଗିରଫ ହୋଇଛନ୍ତି। ବନ୍ତଳା ପୋଲିସ ୧୭ ତାରିଖ ରାତିରେ ତାଙ୍କୁ ଗିରଫ କରିଛି।...
ବଡ଼ ଧରଣର ଅଗ୍ନିକାଣ୍ଡ: ପୋଡ଼ିଗଲା କୋଟି କୋଟି ଟଙ୍କାର ଯନ୍ତ୍ରପାତି
ତାଳଚେର,୧୩।୭(ମନୋଜ ନନ୍ଦ): MCLର ତାଳଚେର କୋଲଫିଲଡ୍ସ ଅନ୍ତର୍ଗତ ଭରତପୁର(ବଉଳପୁର) ସାଇଲୋରେ ରବିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ଯନ୍ତ୍ରପାତି ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି। ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏଭଳି ଘଟିଲା...
ହାତୀ ଘଉଡ଼ାଇବାକୁ ଯାଇଥିଲେ ଗଜସାଥୀ, ଶୁଣ୍ଢରେ କଚାଡ଼ି ଜୀବନ ନେଇଗଲା…
ଛେଣ୍ଡିପଦା,୨୫।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡ଼ା ବନାଞ୍ଚଳର କତଡା ଡ଼ଙ୍ଗାଧର ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ଗଜସାଥୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କତଡ଼ା ଗାଁର...
ପୂର୍ବତନ ବିଧାୟକଙ୍କ କାର୍ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍
ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍ ପଛରେ ଏକ କାର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...
କାର୍ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ
ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍ ପଛରେ ଏକ କାର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...
କାଙ୍ଗୁଲା ଝିଅ ସମୀକ୍ଷା ସ୍ରୋତକୀର୍ତ୍ତି ହେଲେ ପାଇଲଟ
ବନ୍ତଳା,୯ା୬(ସୁଶିତ ସାହୁ): ମାତ୍ର ୨୧ ବର୍ଷ ବୟସରେ ଅନୁଗୋଳ ବ୍ଲକ କାଙ୍ଗୁଲା ବେନ୍ତପୁର ଅଞ୍ଚଳର ଝିଅ ସମୀକ୍ଷା ସ୍ରୋତକୀର୍ତ୍ତି ହୋଇଛନ୍ତି ପାଇଲଟ୍। ୨୦୨୫ ଫେବୃଆରୀରେ ତାଙ୍କୁ କମର୍ସିଆଲ ପାଇଲଟ ଲାଇସେନ୍ସ ପ୍ରଦାନ କରାଯାଇଛି। ସମୀକ୍ଷାଙ୍କ ଏପରି ସଫଳତା ସମ୍ପର୍କରେ ଜଣାପଡ଼ିବା...
ଜଙ୍ଗଲରୁ ମିଳିଲା ମାଈହାତୀର ମୃତଦେହ
ଅନୁଗୋଳ,୩।୬: ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଡଙ୍ଗପାଳ ଜଙ୍ଗଲରେ ମଙ୍ଗଳବାର ଏକ ମାଈହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ହେଲେ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ...
ସ୍ୱାମୀ ଜାଣିଦେଲେ ସ୍ତ୍ରୀର ଅନୈତିକ ସମ୍ପର୍କ: ଶୋଇଥିବା ବେଳେ ପ୍ରେମିକକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା
ଅନୁଗୁଳ,୧।୬: ଅନୁଗୁଳ ଜିଲାର କଣିହା ବ୍ଲକ ଅନ୍ତର୍ଗତ ମସୁଣିହାଟା ଗାଁରେ ରବିବାର ଏକ ହିଂସାତ୍ମକ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ନାମ ବବାଜୀ ନାୟକ ବୋଲି ଜଣାପଡ଼ିଛି, ଯାହାଙ୍କୁ ବିଭୂତି ନାୟକ ନାମକ...
ସର୍ଭିସ ରୋଡ ଉପରେ ରଖାଯାଇଛି ପିଚୁ ପକା ମେସିନ :ଯାତାୟାତରେ ବାଧା
ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି। ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ଚକିଆ ୪ଚକିଆ ଓ ସାଧାରଣ ଲୋକେ ସର୍ଭିସ ରୋଡ...
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା
ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)। ମିଳିଥିବା...
ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ ଦିଗପହଣ୍ଡି ସହରରେ ମିଳୁନି ପିଇବା ପାଣି। ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ପାଇପ ଯୋଗେ...
ବନ୍ଧାହେଲେ କୁବେର ଯନ୍ତ୍ରୀ: ଘରୁ ମିଳିଲା ବିଡାବିଡ଼ା ନୋଟ୍, ପୁଳାପୁଳା ସୁନା
କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍): ବନ୍ଧାହେଲେ କୁବେର ଯନ୍ତ୍ରୀ । ଘରୁ ବିଡା ବିଡା ଟଙ୍କା ଜବତ ହେବା ପରେ ଅନୁଗୋଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଆୟବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଯନ୍ତ୍ରୀ...
Archives


