ଅନୁଗୋଳ

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ତାଳଚେର ଅଞ୍ଚଳର ଅମିତ ସାହୁ,ବିସ୍ମୟ ଦାସ ଏବଂ ଅନୁଗୋଳ ଅଞ୍ଚଳର ଗୋପାଳ…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ ବେହେରା। ଏମିତି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି ଅନୁଗୁଳ ଜିଲ୍ଲା ଖମାର ଥାନା…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ ବଜାର, ଜାତୀୟ ରାଜପଥ ବନ୍ଦ କରାଯିବାର ଦେଖିବକୁ ମିଳିଛି। ୧୦ଟି ଶ୍ରମିକ ଓ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ ଖେଳପଡିଆ ନିକଟରୁ ଏକ ଉଦ୍ଧାର କରାଯାଇଥିଲା । ଛୁଆଟି କାନ୍ଦିବା ପରେ ଲୋକେ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ ଜାଲରେ ଛନ୍ଦି ହୋଇଗଲା ହାତୀ ଛୁଆ । ପାଣିରେ ଫସି ରହିଥିବା ବେଳେ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘାଟଣସ୍ଥଳରେ ବାପାଙ୍କ ମୃତ୍ୟୁ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ ଠାବ ହୋଇଛି । ମିଳିଥିବା ସୂଚନା ଅନୁସାରେ, ହାତୀଟି ତାଳଚେର ବନାଞ୍ଚଳରୁ ଆସି…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ ଠାବ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ହାତୀଟି ତାଳଚେର ବନାଞ୍ଚଳରୁ ଆସି ବନ୍ତଳା…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ଉତ୍ୟକ୍ତ ଲୋକେ ପୋଲିସ ଗାଡି ଘେରାଉ କରିଛନ୍ତି…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?