ଅନୁଗୋଳ

ରାସ୍ତାରେ ପାଣି ସିଞ୍ଚନ ଦାବି

ତାଳଚେର, ୨୧ା୩ (ନି.ପ୍ର,): ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥରୁ ମେସିନ ସାହାଯ୍ୟରେ ଧୂଳି ଉଠାଇବା ଏବଂ ପାଣି ସଞ୍ଚନ କରିବା ଦାବି ନେଇ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ସଭାଘର ଠାରେ ଆୟୋଜିତ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିରରେ...

ମୁଖ୍ୟ ପଦବୀ ସମ୍ଭାଳୁଛନ୍ତି ଭାରପ୍ରାପ୍ତ

ଆଠମଲ୍ଲିକ, ୨୧ା୩ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଅନେକ ସରକାରୀ କାର୍ଯ୍ୟାଳୟରେ ନାହାନ୍ତି ମୁଖ୍ୟ ଅଧିକାରୀ। ଏଠାରେ ଦୀର୍ଘବର୍ଷ ହେଲା ଅନ୍ୟ ଅଧିକାରୀ ଭାରପ୍ରାପ୍ତ ଭାବେ ମୁଖ୍ୟ ଦାୟିତ୍ୱ ସମ୍ଭାଳୁଛନ୍ତି। ଉପଖଣ୍ଡ ପ୍ରତି ସରକାରଙ୍କ ଏପରି ଅବହେଳାରୁ ବାଦ୍‌...

ଅଭିଯୋଗ ଗ୍ରହଣ କରୁନି ପୋଲିସ

ବଇଣ୍ଡା,୨୧।୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ଥାନା ବଅଁରନାଳୀ ଗ୍ରାମରେ ଥିବା ଏକ ପୋଖରୀରୁ କେତେଜଣ ବ୍ୟକ୍ତି ବେଆଇନ ଭାବେ ମାଛ ମାରି ନେଇଯାଉଥିବା ସୋମବାର ଗ୍ରାମ କମିଟି ପକ୍ଷରୁ କିଶୋରନଗର ଥାନାରେ ଅଭିଯୋଗ ହୋଇଛି। ତେବେ ପୋଲିସ ପକ୍ଷରୁ ଘଟଣାର...

ଅସୁରକ୍ଷିତ ହେଲାଣି ତାଳବାହାଳି ଜଙ୍ଗଲ

ବଇଣ୍ଡା,୨୦।୩(ଡି.ଏନ.ଏ.):ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜ ଅଧୀନରେ ଥିବା ତାଳବାହାଳି ଜଙ୍ଗଲ ଏବେ ଅସୁରକ୍ଷିତ ହୋଇପଡିଛି। ଏହି ଜଙ୍ଗଲରୁ ଅବାଧ କାଠ ଚାଲାଣ କରାଯାଉଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ପାଇକସାହି ସେକ୍ସନ ନିକଟରେ ଥିବା ଏହି...

୫୦ରୁ ଅଧିକ ଗାଁ ପାଉଁଶମୟ

କଣିହଁା, ୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟୁତ୍‌ ପ୍ରକଳ୍ପ ଠିକ୍‌ ଭାବେ ପାଉଁଶ ପରିଚାଳନା କରୁ ନ ଥିବାରୁ ଏହାର ସିଧାସଳଖ ପ୍ରଭାବ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ପଶ୍ଚିମା ଝଡ଼...

ପରୀକ୍ଷାରୁ ବଞ୍ଚିତ ନର୍ସିଂ ଛାତ୍ରୀ

ଅନୁଗୋଳ ଅଫିସ,୧୮।୩: ଅନୁଗୋଳ ଜିଲା ଛେଣ୍ଡିପଦା ସାଇଶ୍ରଦ୍ଧା ନର୍ସିଂ କଲେଜରେ ପଢୁଥିବା ୨ୟ ବର୍ଷର ୭ ଜଣ ଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। କଲେଜ କର୍ତ୍ତୃପକ୍ଷ ନକଲି ଆଡମିଡ୍‌ କାର୍ଡ ଦେଇଥିବାରୁ ଏଭଳି ସମସ୍ୟା ଉପୁଜିଥିବା ସେମାନେ ଅଭିଯୋଗ...

ଗାଡ଼ି ରଖି ଛୁ’

ଅନୁଗୋଳ ଅଫିସ,୧୮ା୩: ନୂଆ ରୂପ ନେଉଛି ଅନୁଗୋଳ। ବଦଳୁଛି ସହରର କଳେବର। ସହରବାସୀଙ୍କ ଯାତାୟାତ ସୁଗମ ଲାଗି ଜବରଦଖଲ ଉଚ୍ଛେଦ ଚାଲିଛି। ରାତାରାତି ଚଉଡ଼ା ହେଉଛି ବ୍ୟସ୍ତବହୁଳ ରାସ୍ତା। ହେଲେ ଏହି ପ୍ରଶସ୍ତ ସଡ଼କରେ ଗମନାଗମନ କରିବା ସହଜ ହେଉନାହିଁ।...

ପାନୀୟ ଜଳ ଯୋଗାଣ ସମସ୍ୟା ସମାଧାନ ଦାବି

ତାଳଚେର,୧୯।୩(ନି.ପ୍ର): ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନାଯୋଗ୍ୟ, କିଛିଦିନ ହେଲା ଘଣ୍ଟପଡ଼ା ଅଞ୍ଚଳକୁ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଲୋକେ ପିଇବା ପାଣି...

ନୂଆ ରୂପ ପାଇବ ରାଜା ଛକ

ଅନୁଗୋଳ ଅଫିସ, ୧୭ା୩: ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ। ଜିଲାକୁ ୩୦ ବର୍ଷ ପୂରଣ ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏପରି କି ଅନୁଗୋଳର ଶେଷ ରାଜା...

ଖେଳାଳି ଚୟନରେ ପକ୍ଷପାତିତା ଅଭିଯୋଗ

ଅନୁଗୋଳ ଅଫିସ, ୧୫।୩: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ) ପକ୍ଷରୁ କଳାହାଣ୍ଡି କପ୍‌ ପାଇଁ ଜିଲାସ୍ତରୀୟ ଖେଳାଳି ଚୟନ ପ୍ରକ୍ରିୟା ବେଳେ ଅନୁଗୋଳ ଜିଲା କ୍ରିକେଟ୍‌ ଆସୋସିଏଶନ (ଏଡିସିଏ) ବିରୋଧରେ ପକ୍ଷପାତିତା ଅଭିଯୋଗ ହୋଇଛି। ଏଡିସିଏ ଠିକ୍‌ ଭାବେ ଖେଳାଳି...

ଡିଜେ ସାଉଣ୍ଡ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଉପଖଣ୍ଡରେ ଡିଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଇଛି ପ୍ରଶାସନ। ଅନୁଗୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ନମ୍ବର ୧୮୨୮ ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି। କେଉଁ କାରଣ ପାଇଁ ଏହାକୁ...

ଉପାନ୍ତ କରବିରା ଖୋଲରେ ଉପଜିଲାପାଳ

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri