ଅନୁଗୋଳ

ଅବ୍ୟବସ୍ଥା ଘେରରେ ବ୍ୟାଙ୍କ ଶାଖା

କଣିହଁା,୨୫।୪: (ଡି.ଏନ.ଏ) ଅନୁଗୋଳ ଜିଲା କଣିହଁା ବ୍ଲକ ଷ୍ଟେଟ୍‌ ବ୍ୟାଙ୍କ ଅଫ ଇଣ୍ଡିଆର ରେଙ୍ଗାଳି ଶାଖାର ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ଅଭିଯୋଗ ହେଉଛି। ପୂର୍ବରୁ ଏହି ଶାଖା କାର୍ଯ୍ୟାଳୟ ରେଙ୍ଗାଳି ବନ୍ଧ ଯୋଜନାର ପ୍ରାଶାସନିକ ଭବନରେ ଦୀର୍ଘ ୪୫ ବର୍ଷ…

ଟଙ୍କା, ପ୍ରେମ ପ୍ରମୁଖ କାରଣ

ଅନୁଗୋଳ ଅଫିସ,୨୫।୪: ଚୋରା ମଦ ବ୍ୟବସାୟରୁ ମିଳିଥିବା ଲାଭ ଟଙ୍କା ନ ଦେବା ଓ ସହଯୋଗୀଙ୍କ ବାନ୍ଧବୀଙ୍କୁ ପ୍ରେମ ହିଁ ଅନୁଗୋଳ ଥାନା ହୁଲୁରୁସିଂହାର ପ୍ରକାଶ ବେହେରା (୩୮)ଙ୍କ ହତ୍ୟାର ପ୍ରମୁଖ କାରଣ। ଅନୁଗୋଳ ଥାନା ପୋଲିସ ସୋମବାର ଏକ ଖବରଦାତା…

ପୋଲିସ ହାତରେ ଅଭିଯୁକ୍ତ

ଅନୁଗୋଳ ଅଫିସ,୨୪।୪: ଅନୁଗୋଳ ସହର ହୁଲୁରୁସିଂହା ଖେଳପଡ଼ିଆରେ ଶୁକ୍ରବାର ସଂଘଟିତ ପ୍ରକାଶ ବେହେରା (୩୮) ହତ୍ୟାକାଣ୍ଡର ଦୁଇଦିନ ପରେ ଘାସିସାହିର ଜଣେ ଯୁବକଙ୍କୁ ପୋଲିସ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ହିଁ ଏହି ହତ୍ୟାକାଣ୍ଡ ପଛର ମାଷ୍ଟର ମାଇଣ୍ଡ୍‌ ବୋଲି କୁହାଯାଉଛି।…

ଜିଲା ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଆତଙ୍କ

ଅନୁଗୋଳ ଅଫିସ, ୨୪।୪: କ୍ରମିକ ସଂଖ୍ୟା ଅନୁଯାୟୀ ଧାଡ଼ିରେ ଛିଡ଼ା ହୋଇଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଅଣଦେଖା କଲେ। ପଛରେ ଆସିଥିବା ଲୋକଙ୍କୁ ଆଗୁଆ ଡାକ୍ତରଙ୍କ ପରାମର୍ଶ ପାଇଁ ଛାଡ଼ିଲେ। ଏହାର ପ୍ରତିବାଦ କରିବାରୁ ଅସୁସ୍ଥ ଶିଶୁଙ୍କୁ ନେଇ ଚିକିତ୍ସା ପାଇଁ…

ଦୁଇ ମହିଳାଙ୍କୁ ଦଳିଦେଲା ହାତୀ

ଅନୁଗୋଳ ଅଫିସ,୨୪ା୪): ଅନୁଗୋଳ ଜିଲା ବନ୍ତଳା ରେଞ୍ଜର ବଡ଼କନ୍ତକୁଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସୋମବାର ସକାଳେ ଘର ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଦୁଇ ମହିଳାଙ୍କୁ ହାତୀ ଆକ୍ରମଣ କରିବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା…

ଧାରଣାକାରୀଙ୍କୁ ଉଠାଇନେଲା ପୋଲିସ

ଛେଣ୍ଡିପଦା, ୨୩।୪: (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁରଠାରେ ନାଲ୍‌କୋର ଉତ୍କଳ ଡି ଓ ଇ କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ଖଣି ଅଞ୍ଚଳରେ ଘରୋଇ କମ୍ପାନୀ ଦ୍ୱାରା ଖଣି ଖନନ କାର୍ଯ୍ୟକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା…

ନୂଆ ନିଯୁକ୍ତି ନ ଥିବାରୁ ନିରାଶ

ବଇଣ୍ଡା, ୨୩।୪: (ଡି.ଏନ.ଏ.) ୩୫ ହଜାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜଣେ ଏମ୍‌ବିବିଏସ୍‌ ଡାକ୍ତରଙ୍କୁ ନିଯୁକ୍ତି ଦେଇଥିଲେ ସରକାର। ହେଲେ ୩ ବର୍ଷ ହେଲା ସମ୍ପୃକ୍ତ ଡାକ୍ତର ଉଚ୍ଚଶିକ୍ଷା ପାଇଁ ଚାଲିଯିବା ପରେ ଖାଲି ପଡ଼ିଛି ଅନୁଗୋଳ ଜିଲା ବଇଣ୍ଡା…

ଦୁର୍ବୃତ୍ତଙ୍କ ସମ୍ପର୍କରେ ତଥ୍ୟ ପାଉନି ପୋଲିସ

ଅନୁଗୋଳ ଅଫିସ, ୨୩।୪: ଅନୁଗୋଳ ସହର ହୁଲୁରିସିଂହା ଠାରେ ଶୁକ୍ରବାର ରାତିରେ ସ୍ଥାନୀୟ ଯୁବକ ପ୍ରକାଶ ବେହେରାକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା। ପ୍ରକାଶଙ୍କ ଦେହରେ ୩୦ରୁ ଅଧିକ ଚୋଟ ରହିଥିବା ବେଳେ ଏଥିରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା…

ଟ୍ରକ୍‌ ଚକ ତଳେ ଚାଲିଗଲା ବାପା-ଝିଅଙ୍କ ଜୀବନ

ତାଳଚେର, ୨୨ା୪ (ନି.ପ୍ର.): ପବିତ୍ର ରମଜାନ ମାସର ଶେଷ ଦିନ ତଥା ଇଦ୍‌-ଉଲ୍‌ ଫିତର ଥିବାରୁ ୩ ବର୍ଷର ପୁଅ ଏମ୍‌ଡି ସାହିଲ ଓ ଭଣଜା ଏମ୍‌ଡି ଫିରୋଜ କୁରେସୀଙ୍କୁ ଧରି ମସ୍‌ଜିଦ୍‌କୁ ନମାଜ ପାଠ କରିବାକୁ ଆସିଥିଲେ ତାଳଚେର ଗୋଡ଼ିବନ୍ଧ…

ତାତିରୁ ମିଳୁନି ତ୍ରାହି

ଅନୁଗୋଳ ଅଫିସ,୨୧ା୪: ସକାଳୁ ହେଉଛି ମୁଣ୍ଡଫଟା ଖରା। ଅସହ୍ୟ ହୋଇପଡ଼ୁଛି ତାତି। ମଧ୍ୟାହ୍ନରେ ଝାଞ୍ଜି ପବନ ଯୋଗୁ ଆଉଟୁପାଉଟୁ ହେଉଛନ୍ତି ଅନୁଗୋଳବାସୀ। ଦିନକୁ ଦିନ ପାରଦ ବଢ଼ିଚାଲିଥିବା ବେଳେ କାଳବୈଶାଖୀର ଦେଖା ନ ଥିବାରୁ ତାତିରୁ ତ୍ରାହି ପାଉନାହାନ୍ତି ସହରବାସୀ। ଗତ…

ରାସ୍ତାକୁ ଓହ୍ଲାଇଲେ ଆଳତୁମାବାସୀ

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.) ଅନୁଗୋଳରୁ ଯାଜପୁରକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧୀମେଇଛି। ଉକ୍ତ ବ୍ୟସ୍ତବହୁଳ ସଡ଼କ ମରଣଯନ୍ତା ପାଲଟିଥିବାବେଳେ ଏହାକୁ ନେଇ ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ରରୂପ ନେଲାଣି। ଏହାର ପ୍ରତିବାଦରେ ବୁଧବାର ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ…

ଅତିଷ୍ଠ କରୁଛି ବିଦ୍ୟୁତ୍‌ ବିଭ୍ରାଟ

ବଅଁରପାଳ, ୨୦।୪ (ଡି.ଏନ.ଏ.) ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରକୋପ ଜାରି ରହିଛି। ତାପମାତ୍ରା ରେକର୍ଡ ପରେ ରେକର୍ଡ କରୁଥିବା ବେଳେ ବଅଁରପାଳ ବ୍ଲକ ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍‌ କାଟ ଲୋକଙ୍କୁ ଅତିଷ୍ଠ କରିଦେଉଛି। ଦିନରେ ତାତି ଓ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?