ମଧ୍ୟସ୍ଥ ସାଜି କରୁଛନ୍ତି ଟଙ୍କା ଚଳୁ
ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା କାର୍ଯ୍ୟାଳୟ ହେଉ କି ମୁଖ୍ୟ ଚିକିତ୍ସାଳୟ, ସବୁଠି ଦଲାଲ୍ ସକ୍ରିୟ ରହିଛନ୍ତି। ଜିଲା କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ କାର୍ଯ୍ୟ କରାଇଦେବାର ବିଶ୍ୱାସ ଦେଖାଇ ସେମାନଙ୍କ ଠାରୁ ଶତାଧିକ ଟଙ୍କା ଚଳୁ କରୁଛନ୍ତି। ସେହିପରି ମେଡିକାଲକୁ…
ପରିଧାନ ସମ୍ପର୍କରେ ଜାଣିନି ପୌରପାଳିକା
ଅନୁଗୋଳ ଅଫିସ, ୪।୪: ଅନୁଗୋଳ କୋର୍ଟ ସମ୍ମୁଖ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଶାର୍ଟ, ପ୍ୟାଣ୍ଟ ଓ ବୁଟ୍ ପିନ୍ଧା ନବନିର୍ମିତ ପ୍ରତିମୂର୍ତ୍ତି ତ୍ରୁଟିପୂର୍ଣ୍ଣ ବୋଲି ଅନୁଗୋଳ ପୌର କର୍ତ୍ତୃପକ୍ଷ ସୋମବାର ସ୍ବୀକାର କରିଛନ୍ତି।…
ମାତିଛନ୍ତି ଝାଡ଼ଖଣ୍ଡ ଲୁଟେରା
ଅନୁଗୋଳ ଅଫିସ,୩।୪: ଅନୁଗୋଳରେ ମାତିଛନ୍ତି ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍। ସାମାନ୍ୟ ଅନ୍ୟମନସ୍କ ହେଲେ ଆଖି ପିଛୁଳାକେ ସେମାନେ ମୋବାଇଲ ଫୋନ୍ ଝାମ୍ପି ନେଇ ଚମ୍ପଟ ମାରୁଛନ୍ତି। ତାଲା ବନ୍ଦ ଘରକୁ ଟାର୍ଗେଟ କରି କଳାକନା ବୁଲାଉଛନ୍ତି। ରବିବାର ସାପ୍ତହିକ ହାଟରେ ମୋବାଇଲ…
ଚଳଚଞ୍ଚଳ କୁଲାଡ଼ ଅଞ୍ଚଳ
ବଅଁରପାଳ, ୩।୪(ଡି.ଏନ୍.ଏ.): ଦିନକ ପରେ ମା’ ମଙ୍ଗଳାଙ୍କ ବାର୍ଷିକ ଯାତ୍ରା। ଏହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଅନୁଗୋଳ ଜିଲା ବଅଁରପାଳ ବ୍ଲକର କୁଲାଡ଼ ଗ୍ରାମ। ଅଞ୍ଚଳର ଆରାଧ୍ୟା ଦେବୀଙ୍କ ଆବାହନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଅଞ୍ଚଳବାସୀ…
ବେକାରି, ପ୍ରଦୂଷଣ ବଡ଼ ସମସ୍ୟା
୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୩୦ ବର୍ଷ ମଧ୍ୟରେ ଅନେକ କ୍ଷେତ୍ରରେ ନିଜର ସ୍ବତନ୍ତ୍ରତା ପ୍ରତିପାଦନ କରିପାରିଛି। ବିଶେଷକରି ଶିଳ୍ପ କ୍ଷେତ୍ରରେ ଏହା ଜାତୀୟ ଓ…
ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ
ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର ସରକାରୀ…
ଅନୁଗୋଳରେ ଅତ୍ୟାଧୁନିକ ଶୌଚାଳୟ
ଅନୁଗୋଳ ଅଫିସ,୩୧ା୩: ଅନୁଗୋଳ ପୌରାଞ୍ଚଳର ୧୫ନଂ. ଓ୍ବାର୍ଡରେ ଅତ୍ୟାଧୁନିକ ଶୌଚାଳୟ ନିର୍ମାଣ କରାଯାଉଛି। ନବନିର୍ମିତ ବସ୍ ଟର୍ମିନାଲ ସମ୍ମୁଖରେ ଏହାର ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ଆସପେସ୍ନାଲ ଟଏଲେଟ୍ରେ ବିମାନ ବନ୍ଦର ଶୌଚାଳୟ ଭଳି ସୁବିଧା ଉପଲବ୍ଧ ହେବ ବୋଲି ପୌରସଂସ୍ଥା…
ବିକାଶ କମ୍, ବିବାଦ ବେଶି
ଅନୁଗୋଳ ଅଫିସ,୩୦ା୩: ଅନୁଗୋଳ ପୌରପରିଷଦ ଗଠନକୁ ବର୍ଷେ ପୂରିଗଲା। ହେଲେ ଅଳିଆ ସମସ୍ୟାର ଠିକଣା ଭାବେ ସମାଧାନ ହୋଇପାରିଲା ନାହିଁ। ୱାର୍ଡର ସୀମାକୁ ନେଇ ଉପୁଜିଥିବା ବିବାଦ ମଧ୍ୟ ତୁଟିଲା ନାହିଁ। ପ୍ଲାଷ୍ଟିକ୍ମୁକ୍ତ ଅନୁଗୋଳ ସହର ଲକ୍ଷ୍ୟ ପୂରଣ ହୋଇପାରି ନ…
ଓଏଚ୍ପିସିର ଦାୟିତ୍ୱ ହସ୍ତାନ୍ତରକୁ ନାପସନ୍ଦ
କଣିହାଁ ,୩୦ା୩ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ରେଙ୍ଗାଳି ଡ୍ୟାମ୍ କଲୋନୀ ଅଞ୍ଚଳ ଓ ବଜାରର ଆଲୋକୀକରଣ ସହ ରକ୍ଷଣାବେକ୍ଷଣ ଦାୟିତ୍ୱ ତୁଲାଉଥିବା ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ବା ଓଏଚ୍ପିସି ଏହି ଦାୟିତ୍ୱକୁ ଏକ ବିଦ୍ୟୁତ୍ ବଣ୍ଟନକାରୀ କମ୍ପାନୀକୁ…
ଶ୍ରେଣୀଗୃହ ଭଙ୍ଗାକୁ ନେଇ ଉତ୍ତେଜନା
ବଇଣ୍ଡା, ୨୯।୩ (ଡି.ଏନ.ଏ.): କିଶୋରନଗର ବ୍ଲକ ଲୁହାମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଥିବା ଏକ ଅତିରିକ୍ତ ଶ୍ରେଣୀଗୃହକୁ ମଙ୍ଗଳବାର ବ୍ଲକ ପ୍ରଶାସନ ପକ୍ଷରୁ ରାସ୍ତା କାର୍ଯ୍ୟ କରୁଥିବା ଠିକାସଂସ୍ଥା ଜରିଆରେ ଭଙ୍ଗା ଯାଉଥିବା ବେଳେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ବିରୋଧ ଯୋଗୁ ଘଟଣାସ୍ଥଳରୁ…
ଧଳାଜହର ବେପାର ବେଳେ ୪ ଗିରଫ
ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲାରେ ଧଳା ଜହର କାରବାର ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ହେଲା ଏ ନେଇ ପୋଲିସ ସତର୍କ ନଜର ରଖିଥିଲେ ବି ଚୋରା ବେପାରୀମାନେ ଏହି ନିଶା ସାମଗ୍ରୀର କିଣାବିକା ଚଳାଇଛନ୍ତି। ସୋମବାର ଅପରାହ୍ନରେ ଅନୁଗୋଳ…
ଅନୁଗୋଳ ବିଜେଡିରେ ଉତ୍ସାହ
ଅନୁଗୋଳ ଅଫିସ, ୨୮ା୩: ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୋଳ ଜିଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହାକୁ ନେଇ ଅନୁଗୋଳ ଜିଲା ବିଜେଡି ଶିବିରରେ ଅଧିକ ଉତ୍ସାହ ଦେଖାଦେଇଛି। ବିଧାୟକଙ୍କ…
Archives


