ଅନୁଗୋଳ

ପ୍ରଶ୍ରୟ ଦେଉଛି ପ୍ରଶାସନ

ବଇଣ୍ଡା,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ହେଉଛି। ବ୍ଲକ ପ୍ରଶାସନ ସବୁବେଳେ ସମିତିସଭ୍ୟମାନଙ୍କୁ ଅଣଦେଖା କରି କୁଜି ନେତାଙ୍କ ଜରିଆରେ ଏହି ଦୁର୍ନୀତିକୁ ପ୍ରଶ୍ରୟ ଦେଉଥିବା ମଙ୍ଗଳବାର ଅନୁଷ୍ଠିତ ପଞ୍ଚାୟତ ସମିତି ବୈଠକରେ କେତେଜଣ…

ଅସନ୍ତୁଷ୍ଟ ହେଲେଣି ଅଭିଭାବକ

ବଇଣ୍ଡା,୧୮।୪: (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଥିବା ହାଇସ୍କୁଲଗୁଡ଼ିକ ମଧ୍ୟରୁ ସର୍ବାଧିକ ଛାତ୍ରୀଛାତ୍ର ଏଠାରେ ପଢ଼ୁଛନ୍ତି। ହଷ୍ଟେଲ ସୁବିଧା ଥିବାରୁ ଜିଲା ବାହାରର ଛାତ୍ରୀମାନେ ଏହି ବିଦ୍ୟାଳୟରେ ପଢ଼ିବାକୁ ଆଗ୍ରହ ଦେଖାଉଛନ୍ତି। ହେଲେ ଶିକ୍ଷକ ଅଭାବ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟ ପାଇଁ…

ଫ୍ଲାଏଓଭର ବ୍ରିଜ୍‌ କାମ ନିମ୍ନମାନର

ବଇଣ୍ଡା,୧୭।୪(ଡି.ଏନ.ଏ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥ ଫ୍ଲାଏଓଭର କାମ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ସଞ୍ଜୀବ କୁମାର ପ୍ରଧାନ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଅଭିଯୋଗପତ୍ରରେ ଦର୍ଶାଯାଇଛି,…

ଜିଲା ଚିକିତ୍ସାଳୟ ମୁଖ୍ୟ ଫାଟକ ବନ୍ଦ

ଅନୁଗୋଳ ଅଫିସ, ୧୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଫାଟକକୁ ଶନିବାର ବନ୍ଦ କରାଯାଇଛି। ଡ୍ରେନ୍‌ କାର୍ଯ୍ୟ ପାଇଁ କିଛିଦିନ ପର୍ଯ୍ୟନ୍ତ ଫାଟକ ବନ୍ଦ ରହିବ ବୋଲି ମେଡିକାଲ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ମେଡିକାଲକୁ ଆସୁଥିବା ରୋଗୀ…

ସକାଳ ହେଲେ ସଙ୍କଟ

ବଇଣ୍ଡା, ୧୫ା୪ (ଡି.ଏନ.ଏ.) ରାତି ପାହିବାଠାରୁ ରାତି ହେବା ଯାଏ ପାଣି ବିନା ଜୀବନଚର୍ଯ୍ୟା ଅଚଳ। ହେଲେ ଏହି ବାସ୍ତବତାକୁ ବୁଝିପାରୁନି କିଶୋରନଗର ବ୍ଲକ ପ୍ରଶାସନ। କାରଣ ହଣ୍ଡପା ପଞ୍ଚାୟତର ୯ ଗ୍ରାମକୁ ଏଯାଏ ପାଇପ୍‌ ପାଣିର ବ୍ୟବସ୍ଥା ହୋଇ ନ…

କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଠମଲ୍ଲିକ ବ୍ଲକ ନଅଗାଁ ପଞ୍ଚାୟତର କମଳପୁର ଗଁାରେ ସ୍ବେଚ୍ଛାସେବୀ ସଙ୍ଗଠନ ବ୍ୟାକ୍‌ ଟୁ…

କାନ୍ଥ ପଡ଼ି ଶ୍ରମିକ ମୃତ

ଛେଣ୍ଡିପଦା,୧୫।୪(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗଡିଆ ଥାନା ଟାଙ୍ଗିରି ପଞ୍ଚାୟତର ନୂଆପଡା ଗ୍ରାମରେ ଘର କାନ୍ଥ ପଡି ଶୁକ୍ରବାର ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆପଡା ଗ୍ରାମର ବାମନ ବେହେରା। ଘଟଣାରୁ ପ୍ରକାଶ, ନୂଆପଡା ଗ୍ରାମର ଟୁନା ମହାପାତ୍ରଙ୍କ ପୁରୁଣା…

ସୁଧୁରିବ ଟ୍ରାଫିକ୍‌ ବ୍ୟବସ୍ଥା, ଉଠିବେ ଉଠା ଦୋକାନୀ

ଅନୁଗୋଳ ଅଫିସ, ୧୫ା୪: ଅନୁଗୋଳ ସହରରେ ପାର୍କିଂ ବ୍ୟବସ୍ଥାକୁ ନେଇ ବାରମ୍ବାର ଆପତ୍ତି ଉଠିବା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ସେହିପରି ଉଠା ଦୋକାନୀଙ୍କ କାରଣରୁ ସହରରେ ଟ୍ରାଫିକ ସମସ୍ୟା ଦେଖାଦେଉଥିବାରୁ ଏଥିରେ ସୁଧାର ଆଣିବାକୁ ଜିଲା ପ୍ରଶାସନ ପକ୍ଷରୁ…

୪୨ ଡିଗ୍ରୀ ପାର୍‌କଲା ତାତି: ଲୋକେ ଆଉଟୁପାଉଟୁ

ଅନୁଗୋଳ ଅଫିସ,୧୪ା୪: ଅନୁଗୋଳ ଜିଲାରେ ଗୁରୁବାର ପାରଦ ୪୨ ଡିଗ୍ରୀ ପାର କରିଛି। ଚଳିତବର୍ଷ ଅନୁଗୋଳରେ ଏହା ସର୍ବାଧିକ ତାପମାତ୍ରା ବୋଲି ସୂଚନା ମିଳିଛି। ଫଳରେ ଏପରି ଗ୍ରୀଷ୍ମ ପ୍ରବାହ ଯୋଗୁ ଗରମ ଓ ଗୁଳୁଗୁଳିରେ ଅନୁଗୋଳବାସୀ ଆଉଟୁପାଉଟୁ ହୋଇଛନ୍ତି। ପୂର୍ବାହ୍ନ…

ସ୍ବତନ୍ତ୍ରତା ବଜାୟ ରଖିଛି ଦଣ୍ଡନୃତ୍ୟ

ବଅଁରପାଳ, ୧୩ା୪ (ଡି.ଏନ.ଏ.): ଅନୁଗୋଳ ଜିଲାରେ ଦଣ୍ଡନୃତ୍ୟ ପରମ୍ପରା ବେଶ୍‌ ପୁରାତନ। ଶୈବ ଧର୍ମ ଉପରେ ଏହା ସମ୍ପୂର୍ଣ୍ଣ ଆଧାରିତ। ଭଗବାନ ଶିବଙ୍କ ଉପାସନା ଏହି ନୃତ୍ୟର ବିଶେଷତ୍ୱ। କଠୋର ସାଧନା ମାଧ୍ୟମରେ ଆହାର, ନିଦ୍ରା ପରିତ୍ୟାଗ କରି ତଥା ଶିବଙ୍କ…

ପୌର ବୈଠକରେ ଆରମ୍ଭରୁ ହୋହଲ୍ଲା

ଅନୁଗୋଳ ଅଫିସ, ୧୩ା୪: ଅନୁଗୋଳ ପୌରପାଳିକାର ଏକ ବୈଠକ ବୁଧବାର ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ତେବେ ବୈଠକ ଆରମ୍ଭରୁ ହୋହଲ୍ଲା ଦେଖିବାକୁ ମିଳିଥିଲା। ବିଶେଷକରି ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ…

ଅଟୋରେ ଆସୁଥିଲେ, ମୋବାଇଲ ଲୁଟୁଥିଲେ

ଅନୁଗୋଳ ଅଫିସ, ୧୦ା୪: ଅନୁଗୋଳ ସାପ୍ତାହିକ ହାଟରୁ ଏକ ମୋବାଇଲ ଚୋରି ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ। ଏହି ଗ୍ୟାଙ୍ଗରେ ଥିବା ସ୍ଥାନୀୟ ଅଞ୍ଚଳର ୨ ଜଣ ଓ ପଶ୍ଚିମବଙ୍ଗର ୩ ଜଣଙ୍କୁ ପୋଲିସ ଧରିଥିବା ବେଳେ ସେମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?