ପରୀକ୍ଷାରୁ ବଞ୍ଚିତ ନର୍ସିଂ ଛାତ୍ରୀ
ଅନୁଗୋଳ ଅଫିସ,୧୮।୩: ଅନୁଗୋଳ ଜିଲା ଛେଣ୍ଡିପଦା ସାଇଶ୍ରଦ୍ଧା ନର୍ସିଂ କଲେଜରେ ପଢୁଥିବା ୨ୟ ବର୍ଷର ୭ ଜଣ ଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। କଲେଜ କର୍ତ୍ତୃପକ୍ଷ ନକଲି ଆଡମିଡ୍ କାର୍ଡ ଦେଇଥିବାରୁ ଏଭଳି ସମସ୍ୟା ଉପୁଜିଥିବା ସେମାନେ ଅଭିଯୋଗ କରିଛନ୍ତି।…
ଗାଡ଼ି ରଖି ଛୁ’
ଅନୁଗୋଳ ଅଫିସ,୧୮ା୩: ନୂଆ ରୂପ ନେଉଛି ଅନୁଗୋଳ। ବଦଳୁଛି ସହରର କଳେବର। ସହରବାସୀଙ୍କ ଯାତାୟାତ ସୁଗମ ଲାଗି ଜବରଦଖଲ ଉଚ୍ଛେଦ ଚାଲିଛି। ରାତାରାତି ଚଉଡ଼ା ହେଉଛି ବ୍ୟସ୍ତବହୁଳ ରାସ୍ତା। ହେଲେ ଏହି ପ୍ରଶସ୍ତ ସଡ଼କରେ ଗମନାଗମନ କରିବା ସହଜ ହେଉନାହିଁ। କାରଣ…
ପାନୀୟ ଜଳ ଯୋଗାଣ ସମସ୍ୟା ସମାଧାନ ଦାବି
ତାଳଚେର,୧୯।୩(ନି.ପ୍ର): ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନାଯୋଗ୍ୟ, କିଛିଦିନ ହେଲା ଘଣ୍ଟପଡ଼ା ଅଞ୍ଚଳକୁ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଲୋକେ ପିଇବା ପାଣି ପାଇଁ…
ନୂଆ ରୂପ ପାଇବ ରାଜା ଛକ
ଅନୁଗୋଳ ଅଫିସ, ୧୭ା୩: ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ। ଜିଲାକୁ ୩୦ ବର୍ଷ ପୂରଣ ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏପରି କି ଅନୁଗୋଳର ଶେଷ ରାଜା ସୋମନାଥ…
ଖେଳାଳି ଚୟନରେ ପକ୍ଷପାତିତା ଅଭିଯୋଗ
ଅନୁଗୋଳ ଅଫିସ, ୧୫।୩: ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ) ପକ୍ଷରୁ କଳାହାଣ୍ଡି କପ୍ ପାଇଁ ଜିଲାସ୍ତରୀୟ ଖେଳାଳି ଚୟନ ପ୍ରକ୍ରିୟା ବେଳେ ଅନୁଗୋଳ ଜିଲା କ୍ରିକେଟ୍ ଆସୋସିଏଶନ (ଏଡିସିଏ) ବିରୋଧରେ ପକ୍ଷପାତିତା ଅଭିଯୋଗ ହୋଇଛି। ଏଡିସିଏ ଠିକ୍ ଭାବେ ଖେଳାଳି ଚୟନ…
ଡିଜେ ସାଉଣ୍ଡ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା
ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଉପଖଣ୍ଡରେ ଡିଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ ରୋକ୍ ଲଗାଇଛି ପ୍ରଶାସନ। ଅନୁଗୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ନମ୍ବର ୧୮୨୮ ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି। କେଉଁ କାରଣ ପାଇଁ ଏହାକୁ ବନ୍ଦ…
ଉପାନ୍ତ କରବିରା ଖୋଲରେ ଉପଜିଲାପାଳ
ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି।…
ଆଲୋକମାଳାରେ ସଜ୍ଜିତ ହେବ ସହର
ଅନୁଗୋଳ ଅଫିସ, ୧୪ା୩: ଜିଲାସ୍ତରୀୟ ଓଡ଼ିଶା ଦିବସ ଓ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା…
୩ ସାଙ୍ଗଙ୍କୁ ଅଶ୍ରୁଳ ବିଦାୟ ଦେଲା କୁଲେଇ
ଛେଣ୍ଡିପଦା,୧୪ା୩(ସ୍ବ.ପ୍ର.): ଦୁର୍ଘଟଣାରେ ରବିବାର ୩ ସାଙ୍ଗଙ୍କ ମୃତ୍ୟୁ ଖବର ପହଞ୍ଚିବା ପରଠାରୁ ଶୋକରେ ଡୁବିଯାଇଥିଲା ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ପଞ୍ଚାୟତର କୁଲେଇ ଗାଁ। କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା ପରିବେଶ। ସୋମବାର ବ୍ୟବଚ୍ଛେଦ ହୋଇ ୩ ମୃତଦେହ ଗାଁରେ…
ଘର ପ୍ରାପ୍ୟ ପାଇଁ ଜିଲାପାଳଙ୍କୁ ଗୁହାରି
ଅନୁଗୋଳ ଅଫିସ, ୧୪ା୩: ତାଳଚେରସ୍ଥିତ ଏମ୍ସିଏଲ୍ର ହିଙ୍ଗୁଲା କ୍ଷେତ୍ର ଦ୍ୱାରା ଗତ ୨୮ ବର୍ଷ ତଳୁ ଆମ୍ବପାଳ ଗ୍ରାମରେ ଜମି ଅଧିଗ୍ରହଣ କରାଯାଇଛି। ହେଲେ ଗ୍ରାମବାସୀଙ୍କୁ ଅଦ୍ୟାବଧି ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଇ ନାହିଁ। ଏପରି କି କମ୍ପାନୀ କର୍ତ୍ତୃପକ୍ଷ ଧରାଛୁଅଁା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ
ଛେଣ୍ଡିପଦା,୧୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଜରପଡ଼ା ଥାନା ଅଧୀନ ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତୁବେ ପଞ୍ଚାୟତର ୩ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି…
ଜାତୀୟ ପ୍ରଶିକ୍ଷଣ ଶିବିର ପାଇଁ ଯୋଗ୍ୟତା ହାସଲ
ଅନୁଗୋଳ ଅଫିସ, ୧୨।୩: ଅନୁଗୋଳ ଜିଲାର କ୍ରିକେଟର ଶ୍ରେୟାଂଶ ଭରଦ୍ବାଜ ସର୍ବଶ୍ରେଷ୍ଠ ଖେଳ ପ୍ରଦର୍ଶନ କରି ଜାତୀୟ କ୍ରିକେଟ ପ୍ରଶିକ୍ଷଣ ଶିବିର ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି। ୧୨ ବର୍ଷ ବୟସରୁ କ୍ରିକେଟ୍ ଜୀବନ ଆରମ୍ଭ କରିଥିବା ଶ୍ରେୟାଂଶ ୧୬ ବର୍ଷରୁ…

