ଅନୁଗୋଳ

ଅନୁଗୋଳରେ ହେବ ୨ କୃଷିସେବା କେନ୍ଦ୍ର

ଅନୁଗୋଳ ଅଫିସ, ୧୧।୩: କୃଷି ଓ କୃଷକଙ୍କ ବିକାଶ ଲାଗି ଅନୁଗୋଳରେ ସ୍ଥାପନ ହେବ ୨ଟି କୃଷି ସେବାକେନ୍ଦ୍ର। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମକେୟୁଓ୍ବାଇ) ଅଧୀନରେ ପିପିପି ମୋଡରେ ଏହା କାର୍ଯ୍ୟକ୍ଷମ ହେବ। ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର…

ବିଡିଓଙ୍କ ବିଜ୍ଞାପନରେ ଶଙ୍ଖ ଚିହ୍ନ

ଅନୁଗୋଳ ଅଫିସ୍‌/ବଇଣ୍ଡା (ଡି.ଏନ୍‌.ଏ.),୧୦।୩:ଅନୁଗୋଳ ଜିଲା କିଶୋରନଗର ବିଡିଓ ବିନୋଦ ବିହାରୀ ବେହେରା ଓଡ଼ିଶା ସରକାରୀ କର୍ମଚାରୀ ସର୍ଭିସ କୋଡ୍‌-୧୯୫୯ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ପଞ୍ଚାୟତିରାଜ ଦିବସରେ ସେ ବିଜେଡିର ଶଙ୍ଖ ଚିହ୍ନ ଥାଇ ଏକ ନିର୍ଦ୍ଦିଷ୍ଟ ଖବରକାଗଜକୁ ବିଜ୍ଞାପନ ଦେଇଥିବା…

ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ

ଅନୁଗୋଳ ଅଫିସ, ୭।୩: ଅନୁଗୋଳ ସଦର ଥାନା ଆମ୍ବପାଳ ଗ୍ରାମର ସଭାପତି ବାଳକୃଷ୍ଣ ନାୟକ (୫୮)ଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରାଯିବା ଅଭିଯୋଗର ତଦନ୍ତକୁ ଜୋର୍‌ଦାର କରିଛି ପୋଲିସ। ସୋମବାର ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୋଲିସ…

ଅନୁଗୋଳରେ ୨୮ ହିରୋଷ୍ଟୋନ ସନ୍ଧାନ

ଅନୁଗୋଳ ଅଫିସ, ୫।୩: ଅନୁଗୋଳ ଉପଖଣ୍ଡରୁ ୨୮ଟି ହିରୋଷ୍ଟୋନ ବା ବୀର ଫଳକର ସନ୍ଧାନ ମିଳିଛି। ଏହି ପ୍ରାଚୀନ ପ୍ରସ୍ତର ଫଳକଗୁଡ଼ିକ ନତଡା, ଝିଣ୍ଟିପାଳ, ବଡ କେରଜାଙ୍ଗ ଓ କୋରଡ଼ା ଗ୍ରାମରେ ରହିଥିବା ପ୍ରାକ୍ତନ ଇତିହାସ ପ୍ରାଧ୍ୟାପିକା ଓ ଗବେଷିକା ରମା…

ପର୍ଯ୍ୟଟନରେ ପୂର୍ଣ୍ଣଚ୍ଛେଦ

ଢେଙ୍କାନାଳ ଅଫିସ, ୫।୩: ସାତକୋଶିଆ ବ୍ୟାଘ୍ର କରିଡରରେ ସାମିଲ କରାଯିବା ପରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ‘ନନ୍ଦିନିଆ’ ପର୍ଯ୍ୟଟନସ୍ଥଳୀ ମାନ୍ୟତାରୁ ବାଦ୍‌ ପଡ଼ିଛି। ବିବିଧ ବନ୍ୟଜୀବନରେ ଭରପୂର ଏହି ଜଙ୍ଗଲରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଫଲରେ ‘ନନ୍ଦିନିଆ’ରେ…

ଏପ୍ରିଲ ୧ରେ ତାଳଚେର ବନ୍ଦ ନିଷ୍ପତ୍ତି

ତାଳଚେର, ୪।୩ (ନି.ପ୍ର.): ତାଳଚେର ସରକାରୀ ମେଡିକାଲ କଲେଜକୁ ଅବିଳମ୍ବେ କାର୍ଯ୍ୟକ୍ଷମ କରିବା ପାଇଁ କ୍ରିୟାନୁଷ୍ଠାନ କମିଟିର ପ୍ରତିଷ୍ଠା ବାର୍ଷିକୀରେ ଏକ ସଚେତନ ନାଗରିକ ସମାବେଶ ମେଡିକାଲ କଲେଜ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି। ଆବାହକ ପଦ୍ମଚରଣ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି…

୨ ହଜାର ପୋଖରୀ ପୁନରୁଦ୍ଧାର ହେବ

ଅନୁଗୋଳ ଅଫିସ, ୪।୩: ଅନୁଗୋଳ ସଭାଘରଠାରେ ‘ଆମ ପୋଖରୀ’ ନେଇ କ୍ଲଷ୍ଟରସ୍ତରୀୟ କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଜଳାଶୟ ପୁନରୁଦ୍ଧାର କରାଯିବା ସମ୍ପର୍କରେ ଆଲୋଚନା ହୋଇଥିଲା। ରାଜ୍ୟରେ ଥିବା ୨ ହଜାର ପରିତ୍ୟକ୍ତ ପୋଖରୀ ପୁନଃଜୀବନ ପାଇବା ସହ…

‘କାର୍ଯ୍ୟ କରୁନି, ଲାଭ ନେଉଛି ଏସ୍‌ଏଚ୍‌ଜି’

ଅନୁଗୋଳ ଅଫିସ, ୪।୩: ଅନୁଗୋଳ ସଭାଘରଠାରେ ଶୁକ୍ରବାର ‘ଆମ ପୋଖରୀ’ ନେଇ କ୍ଲଷ୍ଟରସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତ। ପୌରାଞ୍ଚଳରେ ଏସ୍‌ଏଚ୍‌ଜି କୌଣସି ଉନ୍ନୟନ କାର୍ଯ୍ୟ…

ଚୋରିକୁ ନେଇ ଚିନ୍ତିତ ନାଲ୍‌କୋବାସୀ

ବଅଁରପାଳ, ୪।୩ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଅପରାଧ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଘନ ଘନ ଚୋରି ଅଞ୍ଚଳବାସୀଙ୍କ ଚିନ୍ତାର କାରଣ ପାଲଟିଛି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ ନ ଥିବାରୁ ଏପରି ଅସାମାଜିକ…

ବାହାଘର କାର୍ଡ ବାଣ୍ଟିବା ନାଁରେ ଚାଲାଣ ହେଉଥିଲା ଗଞ୍ଜେଇ, ଧରିଲା ଅବକାରୀ

ଅନୁଗୋଳ ଅଫିସ,୩।୩: ଅନୁଗୋଳ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଦୁଇଟି ପୃଥକ ସ୍ଥାନରେ ଚଢାଉ କରି ମୋଟ୍‌ ୧୦୮ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଚୋରା ଚାଲାଣରେ ବ୍ୟବହୃତ ଏକ କାର୍‌ ଓ ବୋଲେରୋକୁ ଜବତ କରିବା ସହ ୬…

୩ ଥାନା ଅଞ୍ଚଳରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଅନୁଗୋଳ ଅଫିସ, ୩ା୩: ଅନୁଗୋଳ ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି। ଜିଲାରେ ନୂତନ ଏସ୍‌ପି ଭାବେ ସୁଧାଂଶୁ ଶେଖର ମିଶ୍ର ଯୋଗଦେବା ପରେ ଏକ ବଡ଼ ଧରଣର ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ସହ ଆଇନ ଶୃଙ୍ଖଳା…

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଅନୁଗୋଳ ଅଫିସ,୧।୩: ଅନୁଗୋଳ ଜିଲାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ବସଲା ପଞ୍ଚାୟତ ସୁନାଭୁଇଁ ଗାଁର ଦିବାକର ସାହୁ । ବୁଧବାର ସକାଳେ ଦିବାକର ସାହୁ ଶୌଚ ହେବାକୁ ଯାଇଥବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?