ଅନୁଗୋଳ

ଭିତିରି ସମ୍ପର୍କ ପଦାରେ ପକାଇଲା ଭୋଜି

ଅନୁଗୋଳ ଅଫିସ, ୧୦।୯: ମେଡିକାଲରେ କେବଳ ଗଣେଶ ପୂଜା ହେବ। କୌଣସି କର୍ମଚାରୀ ଭୋଜିଭାତ କରିବେ ନାହିଁ। ଏପରି ନିର୍ଦ୍ଦେଶନାମା ଜାରି କରିଥିଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ। ହେଲେ କର୍ତ୍ତୃପକ୍ଷଙ୍କ ଏପରି ନିର୍ଦ୍ଦେଶକୁ ଖୋଲାଖୋଲି ବେଖାତିର କରି...

ଆରମ୍ଭରୁ ଶେଷ ଯାଏ ବିଭ୍ରାଟ

ଅନୁଗୋଳ ଅଫିସ,୯ା୯: ଦୀର୍ଘ ଦୁଇ ବର୍ଷ ପରେ ଅନୁଗୋଳ ସହରରେ ହୋଇଥିଲା ଗଣେଶ ପୂଜା। ପୂଜା ପରି ଭସାଣିକୁ ଆକର୍ଷଣୀୟ କରିବାକୁ ପୂର୍ବରୁ ହୋଇଥିଲା ଆବଶ୍ୟକ ପ୍ରସ୍ତୁତି। ହେଲେ ବୁଧବାର ଭସାଣି ବେଳେ ସମସ୍ତ ବ୍ୟବସ୍ଥାରେ ଅବ୍ୟବସ୍ଥା ଜଳ ଜଳ...

ପୋଖରୀରେ ବୁଡ଼ିଯାଇ ଚାଲିଗଲା ଛାତ୍ରୀଙ୍କ ଜୀବନ

ବଇଣ୍ଡା,୮।୯(ଡି.ଏନ.ଏ): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତ ବଡ଼ହୁଲା ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡି ସେହି ଗ୍ରାମର ଅର୍ଚ୍ଚନା ପ୍ରଧାନ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଘଟଣାରୁ ଜଣାପଡିଛି, ଅର୍ଚ୍ଚନା ସକାଳେ ନିକଟସ୍ଥ ପୋଖରୀକୁ...

ଦୂର ହେଉନି ଦମକଳ ଦ୍ୱନ୍ଦ୍ୱ

ବଇଣ୍ଡା,୭।୯: ନିଆଁ ଗିଳୁଛି ଘର। ଆଖି ଆଗରେ ଜଳିଯାଉଛି ବର୍ଷ ବର୍ଷର ସମ୍ପତ୍ତି। ପ୍ରତିବର୍ଷ ସର୍ବସ୍ବାନ୍ତ ହେଉଛନ୍ତି ୫୦ରୁ ଊର୍ଦ୍ଧ୍ୱ ପରିବାର। ନିକଟରେ ଅଗ୍ନିଶମ କେନ୍ଦ୍ରଟିଏ ନ ଥିବାରୁ ଏହି ବିପତ୍ତିରୁ ମିଳିପାରୁନି ଆଶ୍ୱସ୍ତି। ଏ ନେଇ ଦୀର୍ଘ ୨୪ବର୍ଷ...

୧୨୦ ଗ୍ରାମର ବ୍ରାଉନ ସୁଗାର ଜବତ

ଅନୁଗୋଳ ଅଫିସ,୬।୯: ଅନୁଗୋଳ ଜିଲା ଅମଲାପଡ଼ା ଅଞ୍ଚଳରେ ଅବକାରୀ ଟିମ୍‌ ମଙ୍ଗଳବାର ଚଢ଼ାଉ କରିଛି। ଚଢ଼ାଉରେ କେନାଲ ଅଞ୍ଚଳରୁ ୧୨୦ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି। ଧିରେନ ଦାସ ନାମକ ଜଣେ ଯୁବଙ୍କୁ କାବୁ କରି ତାଙ୍କ ନିକଟରୁ...

ପୁନର୍ବାର ପ୍ରସ୍ତୁତ ହେବ ତାଲିକା

ଅନୁଗୋଳ ଅଫିସ, ୬ା୯: ସାତକୋଶିଆ ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସ୍ଥାନାନ୍ତର ପ୍ରକ୍ରିୟାରେ କଟରଙ୍ଗ ଗ୍ରାମର ୨୧ ପରିବାର କ୍ଷତିପୂରଣ ପ୍ୟାକେଜ୍‌ରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବଞ୍ଚିତ ପରିବାର ସୋମବାର ଅନୁଗୋଳ ଉପଜିଲାପାଳ ବଇତୁରା ଦୀପ୍‌ଙ୍କୁ ସାକ୍ଷାତ...

ଟିକାକରଣରେ ଅବ୍ୟବସ୍ଥା

ଅନୁଗୋଳ ଅଫିସ, ୫।୯:ଅନୁଗୋଳ ସହରର ମିଶ୍ରପଡ଼ାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର କରୋନା ବୁଷ୍ଟର ଡୋଜ୍‌ ଟିକାକରଣକୁ ନେଇ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଆଶାୟୀମାନେ ଲାଇନ୍‌ରେ ଛିଡ଼ା ହୋଇଥିବାବେଳେ ଭ୍ୟାକ୍ସିନ୍‌ ସରିଯାଇଥିବା କହି ସ୍ବାସ୍ଥ୍ୟକର୍ମୀ ସେମାନଙ୍କୁ ଫେରାଇ ଦେଇଥିବା ଅଭିଯୋଗ...

ପ୍ରିନ୍ସ ଫେଷ୍ଟରେ ଝୁମିଲେ ଦର୍ଶକ

ଅନୁଗୋଳ ଅଫିସ, ୫।୮:ଅନୁଗୋଳ ପ୍ରିନ୍ସ ଆଣ୍ଡ ପ୍ରିନ୍ସ କ୍ଲବ ପକ୍ଷରୁ ରବିବାର ସାରେ ‘ପ୍ରିନ୍ସ ଫେଷ୍ଟ୍‌’ ଅନୁଷ୍ଠିତ ହୋଇଯାଇଛି। ହେମସୁରପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସାଂସ୍କୃତିକ ସାରେ ଗୋଟିଏ ପରେ ଗୋଟିଏ ଓଲିଉଡ୍‌ ଓ ବଲିଉଡ୍‌ ସଙ୍ଗୀତର...

ସ୍ତ୍ରୀ, ପୁଅଙ୍କୁ ଗୁଳି ଉଦ୍ୟମ

ଛେଣ୍ଡିପଦା,୪।୯(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅଙ୍କୁ ଆକ୍ରମଣ ଅଭିଯୋଗରେ ଜେଲ୍‌ ଯାଇ କିଛିଦିନ ତଳେ ବେଲ୍‌ରେ ଆସିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡା ଗ୍ରାମର ନଗେନ ନାଏକ ପୁଣି ସେମାନଙ୍କୁ ମାରିବାକୁ ଉଦ୍ୟମ କରିଛନ୍ତି। ଶନିବାର ସେ ପ୍ରଥମ...

ଦିଲ୍ଲୀରେ ପୁରସ୍କାର, ବଲଣ୍ଡାରେ ତିରସ୍କାର

ତାଳଚେର, ୪।୯: ୬୨ ବର୍ଷ ତଳେ ୪୧୧ ପରିବାରର ପୈତୃକ ଜମି ନିଆଗଲା। ପରେ ବାସଗୃହ ଅଧିଗ୍ରହଣ କରି ପ୍ରଥମ ଖଣି ଖୋଳାଗଲା। କୋଇଲା ଶେଷ ହୋଇଯିବାରୁ ୧୬ ବର୍ଷ ହେଲା ଖନନ ବନ୍ଦ ହେଲାଣି। ହେଲେ ଖଣି ପାଇଁ...

ନିଆରା ନୂଆଁଖାଇ: ୧୮୦ ପରିବାରର ୮୦୦ ସଦସ୍ୟ ସାମିଲ

ରେଙ୍ଗାଲି,୩ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକର ଗୋଲାମାଲ ଗ୍ରାମ। ଏହି ପର୍ବରେ ପଶ୍ଚିମ ଓଡ଼ିଶାର ଘରେ ଘରେ ପରିବାର ସହିତ ନୂଆଁ ଖାଇବାର ପରମ୍ପରା ରହିଛି।...

୧୨ ବର୍ଷ ହେଲା ଭଣ୍ଡାଉଛି ଏମ୍‌ସିଏଲ୍‌

ତାଳଚେର, ୩ା୯ (ନି.ପ୍ର.): ଜମି ବଦଳରେ ମିଳିବ ପର୍ଯ୍ୟାପ୍ତ କ୍ଷତିପୂରଣ। ଖଣିରେ ଦିଆଯିବ ନିଯୁକ୍ତି। ଥଇଥାନ ବ୍ୟବସ୍ଥା ମଧ୍ୟ କରିବ କୋଇଲା କମ୍ପାନୀ। ଏପରି ପ୍ରଲୋଭନ ଦେଖାଇ ହିଙ୍ଗୁଳା କ୍ଷେତ୍ର ନିମନ୍ତେ ୨୦୧୦ରେ ତାଳଚେର ଗୋପାଳପ୍ରସାଦବାସୀଙ୍କ ୩୪୮ ଏକର ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri