ଜିଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଅନୁଗୋଳ ଅଫିସ, ୨୨।୨: ପ୍ରସ୍ତାବିତ କୋଇଲା ଡିପୋ, କୋଲ ୱାସେରି ଓ କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠାର ନିଷ୍ପିକୁ ପ୍ରତ୍ୟାହାର କରିବା, ପୁରୁଷାନୁକ୍ରମେ ଭୋଗଦଖଲ କରିଆସୁଥିବା ଚାଷଜମି ଓ ବାସଜମି ଦଖଲଦାରଙ୍କୁ ପଟ୍ଟା ଦେବା, ସରକାରୀ ଉଦ୍ୟୋଗରେ ଜରପଡା ଠାରେ ଏକ ଶୀତଳଭଣ୍ଡାର ନିର୍ମାଣ…
ଅନୁଗୋଳର ୪ ଖେଳାଳି ଜାତୀୟସ୍ତରକୁ ମନୋନୀତ
ଅନୁଗୋଳ ଅଫିସ, ୨୧ା୨: ଜାତୀୟସ୍ତରରେ ହେବାକୁ ଥିବା ବ୍ୟାଡମିଣ୍ଟନ ପ୍ରତିଯୋଗିତା ନିମନ୍ତେ ଅନୁଗୋଳ ଜିଲାରୁ ୪ଜଣ ଖେଳାଳି ମନୋନୀତ ହୋଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ଅନୁଗୋଳରେ ଖୁସିର ଲହରି ଖେଳିଯାଇଛି। ଓଡ଼ିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ (OSBA) ଦ୍ୱାରା ପ୍ରକାଶିତ…
ଖଣି କାର୍ଯ୍ୟ ରୋକିଲେ କ୍ଷତିଗ୍ରସ୍ତ
ଛେଣ୍ଡିପଦା,୨୧ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ରାଇଝରଣ ପଞ୍ଚାୟତର ରାଇଝରଣ, କାଉଁଶିିପ, ଗୋଳାଗାଡିଆ, ଧୋବାମଳିହା ଗ୍ରାମବାସୀ ନାଲ୍କୋ ପାଇଁ କୋଇଲା ଖନନ କରୁଥିବା ଘରୋଇ କମ୍ପାନୀରେ ନିଯୁକ୍ତି, କ୍ଷତିପୂରଣ ଓ ଥଇଥାନ ଦାବିରେ ସୋମବାର ଆନ୍ଦୋଳନ କରିଛନ୍ତି। ଫଳରେ ଖଣି କାର୍ଯ୍ୟ…
ବେସରକାରୀ ଜମିରେ ପିଣ୍ଡି
ବଇଣ୍ଡା, ୧୯।୨(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃର୍ତ୍ତିବାସପୁର ପଞ୍ଚାୟତ ଜରପଡ଼ା ସାପ୍ତାହିକ ହାଟରେ ବ୍ୟବସାୟିକ ସୁବିଧା ପାଇଁ ପିଣ୍ଡି ନିର୍ମାଣ କରାଯାଇଛି। ହେଲେ ଉକ୍ତ ପିଣ୍ଡି ବେସରକାରୀ ଜମିରେ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ତିଳେଶ୍ୱର ଗ୍ରାମର…
ଜାଗର ଯାତ୍ରା ଦେଖି ଫେରୁଥିବା ବେଳେ ଓଲଟିଲା ଅଟୋ: ୩ ମୃତ
ଅନୁଗୋଳ ଅଫିସ,୧୯ା୨: ଅନୁଗୋଳ ଜିଲା ଶଙ୍ଖପୁର ଖାଲଗାଁ ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଜାଗର ଯାତ୍ରାରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଯାତ୍ରୀବାହୀ ଅଟୋ ଓଲଟିବା ଫଳରେ ଏହି ଅଭାବନୀୟ ଘଟଣା…
୫ ଶ୍ରେଣୀକୁ ଗୋଟିଏ କୋଠରି
ମାଧପୁର, ୧୭ା୨(ଡି.ଏନ୍.ଏ): ପ୍ରାଥମିକ ବିଦ୍ୟାଳୟରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ଶିକ୍ଷାନୁଷ୍ଠାନରେ ଥିବା ୨ଟି କୋଠରି ମଧ୍ୟରୁ ଗୋଟିଏ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆଉ ଗୋଟିଏ କୋଠରିରେ ବସୁଛନ୍ତି ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ପଞ୍ଚାୟତରେ…
ରାତିରେ ଥରାଉଛି ଗାଁ
ବଇଣ୍ଡା,୧୭ା୨(ପରିକ୍ଷିତ ସାହୁ): ଗ୍ରାମ୍ୟ ଜଙ୍ଗଲରେ ଥିବା ପାହାଡ଼ ଫଟାଇ ଚାଲିଛି ପଥର ଲୁଟ୍। ବିଳମ୍ବିତ ରାତିରେ ଡିନାମାଇଟ୍ ଲଗାଇ କରାଯାଉଛି ବିସ୍ଫୋରଣ। ଏହାର ପ୍ରଭାବରେ ଥରିଉଠୁଛି ଆଖପାଖ ଗାଁ । ୭୫ ଘରର କାନ୍ଥରେ ଫାଟ ସୃଷ୍ଟି ହୋଇଥିବାରୁ ଭୟଭୀତ ଅବସ୍ଥାରେ…
ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ବଇଣ୍ଡା,୧୫।୨ (ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡିଛି। ବିଶେଷକରି ଶିକ୍ଷା ବିଭାଗ ପକ୍ଷରୁ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ନାକିଚି ମାହେଶରୀ…
ସ୍ବକାଷ୍ଟିଂ ସଚଳ ନେଇ ପ୍ରଶ୍ନବାଚୀ
ବଅଁରପାଳ, ୧୫।୨: ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ କାଷ୍ଟହାଉସ ବି ପରିସରରେ ୨୦୧୩ ମସିହାରେ ସ୍ଥାପନ ହୋଇଥିଲା ଡାଇରେକ୍ଟ ସ୍ବକାଷ୍ଟିଂ ପ୍ଲାଣ୍ଟ। ନାଲ୍କୋର ତତ୍କାଳୀନ ପରିଚାଳନା ନିର୍ଦ୍ଦେଶକ (ସିଏମ୍ଡି) ଅଂଶୁମାନ ଦାସଙ୍କ ଦ୍ୱାରା ଏହା ଉଦ୍ଘାଟିତ ହୋଇଥିଲା।…
୨୧ରେ ବିଧାନସଭା ସମ୍ମୁଖରେ ଧାରଣା
ତାଳଚେର, ୧୪ା୨ (ନି.ପ୍ର.): ତାଳଚେର-ପାଲଲହଡା ଓ ପରଜଙ୍ଗ ଅଞ୍ଚଳକୁ ନେଇ ତାଳଚେରକୁ ଜିଲା ଘୋଷଣା କରିବା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଗଣଧାରଣା ସୋମବାର ୭୦ ଦିନରେ ପହଞ୍ଚିଛି। କମିଟି ପକ୍ଷରୁ କୁହାଯାଇଛି,…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ
ଖମାର, ୧୩ା୨ (ଡି.ଏନ.ଏ.):ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅଞ୍ଚଳର ଜଣେ ୨୩ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ଶୁକ୍ରବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପା ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ…
ଜଣେ ଲେଖାଏ ଶିକ୍ଷକରେ ଚାଲିଛି ୫ ସ୍କୁଲ
ଆଠମଲ୍ଲିକ, ୧୧ା୨ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ ଥିବା ମୋଟ ୧୧୪ ସ୍କୁଲ ମଧ୍ୟରୁ ୫ଟିରେ ଜଣେ ଲେଖାଏ ଶିକ୍ଷକ ଅଛନ୍ତି। ଫଳରେ ଏସବୁ ବିଦ୍ୟାଳୟରେ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।ସୂଚନା ଅନୁଯାୟୀ, ରାଉତପଡା ପ୍ରାଥମିକ…

