ପଦାହେଲାଣି ବିପ୍ରଡ଼ିହ ଜଙ୍ଗଲ
ବଇଣ୍ଡା, ୨୯।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜ୍ ଅଧୀନ ବିପ୍ରଡ଼ିହ ଜଙ୍ଗଲ ପଦା ହେବାରେ ଲାଗିଛି। କାଠ ଚାଲାଣକାରୀମାନେ ବେଆଇନ ଭାବେ ମୂଲ୍ୟବାନ ଗଛ କାଟି ଚାଲାଣ କରୁଛନ୍ତି। ସବୁ ଜାଣି ବନ ବିଭାଗ ନୀରବଦ୍ରଷ୍ଟା ସାଜିଥିବାବେଳେ ଅମୂଲ୍ୟ…
ଦିନକ ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ
ଅନୁଗୋଳ ଅଫିସ, ୨୮।୧୨: ଆସନ୍ତା ୨୯ ତାରିଖ (ଗୁରୁବାର)ରେ ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ…
୧୭ ଜାନୁୟାରୀରେ ବିଶାଳ ଗଣ ବିକ୍ଷୋଭ
ଅନୁଗୋଳ ଅଫିସ, ୨୭ା୧୨: ଅନୁଗୋଳ ଜିଲାର ୯୨ଟି ରାଜସ୍ବ ଗ୍ରାମକୁ ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ଆହ୍ବାନରେ ସହର ଉପକଣ୍ଠ କୁରୁଡ଼ୋଲ ଈଶାନେଶ୍ୱର ମନ୍ଦିର ଠାରେ ସାଧାରଣ ସଭା…
ଓଡ଼ିଶାରୁ ଭଲ କ୍ରିକେଟର ବାହାରନ୍ତୁ: ଗମ୍ଭୀର
ଅନୁଗୋଳ ଅଫିସ, ୨୬ା୧୨:ଅନୁଗୋଳ ନୁହେଁ, ଓଡ଼ିଶାରୁ ଭଲ କ୍ରିକେଟର ବାହାରନ୍ତୁ। ଦେଶର ନାମ ଗର୍ବିତ କରନ୍ତୁ। ଅନୁଗୋଳ ଜିଲା କ୍ରିକେଟ ସଂଘ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଅନୁଗୋଳ କପ୍ର ଉଦ୍ଯାପନୀ ଉତ୍ସବରେ ରବିବାର ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ଭାରତୀୟ…
ଜେଏସ୍ପି ପ୍ଲାଣ୍ଟ ପରିଦର୍ଶନ କଲେ ରେଲ୍ୱେ ଜିଏମ୍
ଅନୁଗୋଳ ଅଫିସ, ୨୪ା୧୨: ଇଷ୍ଟକୋଷ୍ଟ ରେଲ୍ୱେ ଜିଏମ୍ ଆର୍.ଏନ୍. ଶୁନକରଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ଦଳ ଗୁରୁବାର ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍ପି)ର ବୃହତ୍ ଷ୍ଟିଲ ୟୁନିଟ୍ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଇସ୍ପାତ କାରଖାନାର…
ଅଧରାତିରେ ଅଟକୁଛି ଆମ୍ବୁଲାନ୍ସ
ଅନୁଗୋଳ ଅଫିସ, ୨୩ା୧୨: କେତେବେଳେ ଢେଙ୍କାନାଳରୁ ତ ପୁଣି କେବେ ଦେବଗଡ଼ ଜିଲାରୁ ଗୁରୁତର ରୋଗୀ ଆସୁଛନ୍ତି ଅନୁଗୋଳକୁ। ହେଲେ ଆମ୍ବୁଲାନ୍ସରେ ରାତି ଅଧରେ ଆସୁଥିବା ଏହି ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱ ଫାଟକ ଠାରେ ପହଞ୍ଚିଲେ ସେମାନଙ୍କୁ…
ପ୍ରିଣ୍ଟିଂ କାର୍ଯ୍ୟରେ ଠିକା ସଂସ୍ଥାକୁ ଅନୁକମ୍ପା ଅଭିଯୋଗ ଘଟଣା: ପହଞ୍ଚିଲାନି ତଦନ୍ତ ରିପୋର୍ଟ
ଅନୁଗୋଳ ଅଫିସ,୨୩ା୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କେତେଜଣ ଅଧିକାରୀ ଟିକେଟ୍, ଫର୍ମ, ବ୍ୟାନର ଆଦି ପ୍ରିଣ୍ଟିଂ କାର୍ଯ୍ୟ ପ୍ରଦାନରେ ଏକ ଠିକା ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଉଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗତ ୧୩ ତାରିଖରେ ‘ଧରିତ୍ରୀ’ରେ ଖବର…
ଶ୍ରେଣୀଠାରୁ ଶ୍ରେଣୀଗୃହ ସଂଖ୍ୟା ଅଧିକ, ହେଲେ ଶିକ୍ଷାଦାନ କରିବାକୁ ନାହାନ୍ତି ଶିକ୍ଷକ
ବଇଣ୍ଡା, ୨୨ା୧୨ (ଡି.ଏନ.ଏ.): ନିର୍ମାଣ ହୋଇଛି ବିଦ୍ୟାଳୟର ନୂତନ କୋଠା। ଶ୍ରେଣୀଠାରୁ ଅଧିକ ଅଛି ଶ୍ରେଣୀଗୃହ ସଂଖ୍ୟା। ହେଲେ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ କରିବାକୁ ନାହାନ୍ତି ଆବଶ୍ୟକ ସଂଖ୍ୟକ ଶିକ୍ଷକ। ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ନିଆଯାଉନି…
ପ୍ରତିଭାଙ୍କୁ ମିଳିବ ପ୍ରୋତ୍ସାହନ
ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୧ା୧୨: ଆଗକୁ ବଢ଼ିବ ଅନୁଗୋଳ କ୍ରିକେଟ। ପଞ୍ଚାୟତସ୍ତରରୁ ଖୋଜାଯିବେ ଉପଯୁକ୍ତ ପ୍ରତିଭା। ଅଭିଜ୍ଞତା ବଢ଼ାଇବାକୁ ନିୟମିତ ହେବ ବଡ଼ ପ୍ରତିଯୋଗିତାର ଆୟୋଜନ। ଟର୍ଫ ପିଚ୍, ସ୍ବତନ୍ତ୍ର କିଟ୍, ପ୍ରଶିକ୍ଷଣ, ପ୍ରୋତ୍ସାହନ ବଳରେ ରାଜ୍ୟ ଓ…
୨୧ରୁ ସର୍ବଭାରତୀୟ ଅନୁଗୋଳ କ୍ରିକେଟ୍ କପ୍
ଅନୁଗୋଳ ଅଫିସ,୨୦ା୧୨: ଅନୁଗୋଳ ଜିଲା କ୍ରିକେଟ୍ ସଂଘ (ଏଡିସିଏ) ଚଳିତବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିବ। ଏ ନେଇ ଆସନ୍ତା ବୁଧବାରଠାରୁ ସ୍ଥାନୀୟ କଦମ ପଡ଼ିଆରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜନ କରାଯିବ। ଏହି ଟୁର୍ନାମେଣ୍ଟରେ ରାଜ୍ୟ ଓ ରାଜ୍ୟ ବାହାରର ୮ଟି…
କଳାରୁ ବଞ୍ଚିତ କଳାକାର
ବଅଁରପାଳ, ୧୭ା୧୨ (ଡି.ଏନ.ଏ.): ମଞ୍ଚଟିଏ ମିଳିଗଲେ ପ୍ରଫୁଲ୍ଲ ହୋଇଉଠେ ମନ। ଆୟର ଉତ୍ସ ଥାଉ କି ନ ଥାଉ ପ୍ରତିଭା ପ୍ରଦର୍ଶନ ପାଇଁ ଆଗେଇ ଆସନ୍ତି କଳାକାର। ହେଲେ ପ୍ରଶାସନିକ ଉଦାସୀନତା କାରଣରୁ ହେଉ ଅବା ଅନ୍ୟ କିଛି, ଅନୁଗୋଳ ଜିଲା…
ଉଦ୍ଧାର କୌଶଳ ଦେଖାଇଲେ ଯବାନ
କଣିହାଁ,୧୭ା୧୨ (ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍ ଜଳଭଣ୍ଡାରରେ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ପକ୍ଷରୁ ଶୁକ୍ରବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଣ୍ଡୁଳିସ୍ଥିତ ଏନ୍ଡିଆର୍ଏଫ୍ ୨୩ ନମ୍ବର ବାଟାଲିୟନର ଯବାନଙ୍କ ଦ୍ୱାରା…
Archives


