ଅନୁଗୋଳ

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘାଟଣସ୍ଥଳରେ ବାପାଙ୍କ ମୃତ୍ୟୁ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ ଠାବ ହୋଇଛି । ମିଳିଥିବା ସୂଚନା ଅନୁସାରେ, ହାତୀଟି ତାଳଚେର ବନାଞ୍ଚଳରୁ ଆସି…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ ଠାବ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ହାତୀଟି ତାଳଚେର ବନାଞ୍ଚଳରୁ ଆସି ବନ୍ତଳା…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ଉତ୍ୟକ୍ତ ଲୋକେ ପୋଲିସ ଗାଡି ଘେରାଉ କରିଛନ୍ତି…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି।…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ। ଜଣେ…

ମା’ ବଞ୍ଚିଥିବା ଭାବି ମୃତଦେହକୁ ଘରେ ଆଣି ରାତିସାରା ଜଗିରହିଲେ ୪ ପିଲା, ହେଲେ…

ପାଲଲହଡ଼ା,୮ା୧(ଦିବ୍ୟଜ୍ୟୋତି ଦାଶ): ୪ ବର୍ଷ ତଳେ ପରପାରିକୁ ଚାଲିଯାଇଥିଲେ ସ୍ବାମୀ ଗୁରୁ ମୁଣ୍ଡା। ସେବେଠାରୁ ୩ ଝିଅ ଓ ଗୋଟିଏ ପୁଅର ବୋଝ ନିଜେ ଉଠାଉଥିଲେ ବିଧବା ଜାନ ମୁଣ୍ଡା। ଦୈନିକ ମୂଲ ମଜୁରି ଖଟି ପିଲାଙ୍କ ମୁହଁରେ ଦାନା ଦେଉଥିବା…

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିନ୍ଦୋଳ ଥାନା ଗୁଲେହି ପଞ୍ଚାୟତ କଲଣ୍ଡା ଗ୍ରାମର ଶାନ୍ତନୁ ବେହେରା(୩୮) ଏବଂ…

ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍‌କସ୍‌ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…

ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର ମଧ୍ୟାହ୍ନରେ ପୂଜା ସାରି ଫେରୁଥିବା ବେଳେ ଥାନା ସମ୍ମୁଖରେ ଜଣେ ଯୁବକ ତାଙ୍କୁ ପେଚ୍‌କସ୍‌…

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଗୁରୁବାର ଭୋର ସମୟରେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ…

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଏବଂ ପିଅନ କାହ୍ନୁ ସାହୁଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି। ନ୍ୟାୟାଳୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?