ଅନୁଗୋଳ

ଚାଷୀ ମୁଣ୍ଡରେ ଚଡ଼କ

ଛେଣ୍ଡିପଦା, ୧୫ା୧୧ (ସ୍ବ.ପ୍ର.): ରାତି ହେଲେ ଧାନ ବିଲରେ ପଶୁଛନ୍ତି ବାର୍‌ହା ପଲ। ଏକର ଏକର ଜମିରେ ଫସଲ ନଷ୍ଟ କରୁଛନ୍ତି ଏହି ଜଙ୍ଗଲୀ ଜନ୍ତୁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରୁନି ବନ ବିଭାଗ।...

ସହରାଞ୍ଚଳ ପ୍ରଦୂଷଣ ଘାତକ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍‌,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ମିଳିବା କଷ୍ଟକର ହୋଇପଡ଼ିଲାଣି। ଯାନବାହନ ବୃଦ୍ଧି...

ପାର୍ବଣ ପରଠୁ ଶିଥିଳ ପୋଲିସ

ଅନୁଗୋଳ ଅଫିସ, ୧୩।୧୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ ଦେଇ ଅନୁଗୋଳ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ନୂଆ ବ୍ୟବସ୍ଥା। ୨୦୨୧ ଏପ୍ରିଲ ୧ରୁ ସହରରେ ଗଡ଼ିଥିଲା ପିଙ୍କ ପାଟ୍ରୋଲିଂ ଗାଡ଼ି। କଲ୍‌ ପାଇବା ମାତ୍ରେ ଘଟଣାସ୍ଥଳରେ ଦୁଇ...

ଉଦ୍ୟମ ଦିଗରେ ଉଦାସୀନ

ବଇଣ୍ଡା,୧୨।୧୧ (ଡି.ଏନ.ଏ.):  ପାନୀୟ ସମସ୍ୟାର ସମାଧାନ ନିମନ୍ତେ ନିର୍ମାଣ ହେଲା ପାଣି ପ୍ରକଳ୍ପ। ବ୍ୟୟ ହେଲା ଦେଢ଼କୋଟି ଟଙ୍କା। ହେଲେ କାମ ଶେଷ ହେବାର ୩ ବର୍ଷ ପରେ ମଧ୍ୟ ୩ ଗାଁରେ ପହଞ୍ଚିନି ପାଣି। ଏପରି କି ଫିଲ୍‌ଟରଟିଏ...

ସହରରେ ଏରାଗୁଲା ଗ୍ୟାଙ୍ଗ୍‌ ସକ୍ରିୟ

ଅନୁଗୋଳ ଅଫିସ, ୧୧ା୧୧: ଅନୁଗୋଳ ଥାନା ଅଞ୍ଚଳରେ ବଢ଼ୁଛି ଲୁଟ୍‌ପାଟ। କିଛିଦିନ ହେଲା ସହରରେ ସକ୍ରିୟ ରହିଛନ୍ତି ଏରାଗୁଲା ଗ୍ୟାଙ୍ଗ। ସ୍ପଷ୍ଟ ଦିବାଲୋକରେ ସେମାନେ ନାନା ବାହାନା ଦେଖାଇ ଲୋକଙ୍କଠାରୁ ଟଙ୍କା, ସୁନା ଆଦି ଲୁଟି ନେଉଛନ୍ତି। ସୁଯୋଗ ପାଇବା...

ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଆନ୍ଦୋଳନ କରାଯିବ। ଗୁରୁବାର ଓକିଲ ସଂଘ ସଭାପତି ସନ୍ତୋଷ କୁମାର ସାହୁ ଏହି...

ଟ୍ରକ୍‌ରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଚାଳକ ଉଦ୍ଧାର

ଛେଣ୍ଡିପଦା,୧୦ା୧୧(ସ୍ବ.ପ୍ର.): ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ଗ୍ରାମ ଅରୁଣ ଶହୀଦ ସ୍ତମ୍ଭ ନକଟରେ ଥିବା ଏକ ଟ୍ରକ୍‌ ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଚାଳକଙ୍କୁ ଉଦ୍ଧାର କରାଯାଇଛି। ସମ୍ପକ୍ତ ଚାଳକ ହେଲେ କଟକ ଜିଲା ବଡମ୍ବା...

ସ୍ବୀକୃତି ଅପେକ୍ଷାରେ ସୁପାରିସ

ଅନୁଗୋଳ ଅଫିସ, ୧୦ା୧୧: ପର୍ଯ୍ୟଟକ ଦେଖିପାରିବେ ପ୍ରାଚୀନ ଐତିହ୍ୟ। ସାକ୍ଷୀ ରହିପାରିବେ ପୁରାତନ ପରମ୍ପରା, କଳା ଓ ସଂସ୍କୃତିର। ହେଲେ ପର୍ଯ୍ୟଟକଙ୍କୁ ପର୍ଯ୍ୟଟନସ୍ଥଳୀରେ ପହଞ୍ଚାଇବାରେ ପ୍ରତିବନ୍ଧକ ସାଜିଛନ୍ତି ଖୋଦ ରାଜ୍ୟ ସରକାର। ଦୀର୍ଘ ୩ ବର୍ଷ ହେଲା ସ୍ବୀକୃତି ଅପେକ୍ଷାରେ...

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା...

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ...

ରେଞ୍ଜରଙ୍କ ଗାଡ଼ି ଧକ୍କାରେ ଓ୍ବାଚରଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୯ା୧୧: ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର ପମ୍ପାସର ରେଞ୍ଜରେ ପାଟ୍ରୋଲିଂ କରୁଥିବାବେଳେ ଦୁର୍ଘଟଣାରେ ଜଣେ ଓ୍ବାଚରଙ୍କ ମୃତ୍ୟୁ ହୋଇଛି। ମୃତ ଓ୍ବାଚର ହେଉଛନ୍ତି ପୁରୁଣାକୋଟ ଗୋପାଳପୁର ଗାଁର ସମ୍ବିତ ଦାସ (୨୪)। ସୋମବାର ବିଳମ୍ବିତ ରାତିରେ ଟିକରପଡ଼ା...

ଗଡ଼ସନ୍ତ୍ରୀ, ତୁଳସୀପାଳ ଉତ୍ସବମୁଖର

ବଅଁରପାଳ,୭।୧୧(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତୁଳସୀପାଳ ଓ ଗଡସନ୍ତ୍ରୀ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ସୋମବାରଠାରୁ ଆରମ୍ଭ ହୋଇଛି। ଏହି ଯାତ୍ରା ପାଇଁ ଉଭୟ ଗ୍ରାମ ବେଶ ଉତ୍ସବ ମୁଖର ହୋଇପଡ଼ିଛି। ପ୍ରତ୍ୟେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri