ଅନୁଗୋଳ

ପଦା ହୋଇଯିବ କୁଟାସିଙ୍ଗା ଜଙ୍ଗଲ: ସୀମାନ୍ତରେ ଥିବାରୁ ମିଳୁନି ସୁରକ୍ଷା

ବଇଣ୍ଡା, ୧୭ା୧୧ (ଡି.ଏନ.ଏ.): ମୂଲ୍ୟବାନ ଗଛକୁ ଟାର୍ଗେଟ୍‌ କରୁଛନ୍ତି କାଠ ମାଫିଆ। ସେଥିପାଇଁ ନିୟମିତ କଟାଯାଉଛି ଶାଳ, ଶାଗୁଆନ ଗଣ୍ଡି। ଗୁପ୍ତ ସ୍ଥାନରେ ଲୁଚାଇ ରଖି ଅବାଧରେ କରାଯାଉଛି ଚୋରା ଚାଲାଣ। ଏ ନେଇ ଅଞ୍ଚଳବାସୀ ଆପତ୍ତି ଅଭିଯୋଗ ଉଠାଉଛନ୍ତି। ଜଙ୍ଗଲ…

ମୂଳରୁ ହିଁ ମୁକୁଳା

ଅନୁଗୋଳ ଅଫିସ, ୧୬।୧୧: ଉପକଣ୍ଠରେ ଏକାଧିକ ଶିଳ୍ପର ଉଦୟ। ସେଥିପାଇଁ ବଢ଼ୁଛି ଅନୁଗୋଳ ସହରର କଳେବର। ନିୟମିତ ବୃଦ୍ଧି ପାଉଛି ଜନ ଓ ଯାନବାହନ ସଂଖ୍ୟା। କିନ୍ତୁ ସେହି ଅନୁଯାୟୀ ହେଉନି ରାସ୍ତା ଏବଂ ଟ୍ରାଫିକ ବ୍ୟବସ୍ଥା। ଫଳରେ ସକାଳେ ଓ…

ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ହେଉନି

ଅନୁଗୋଳ ଅଫିସ,୧୬।୧୧: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମଙ୍ଗଳବାର ନାଲ୍‌କୋ ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାଶର୍‌ବିକ ଗ୍ରାମଗୁଡ଼ିକର ଉନ୍ନତି ଓ ସ୍ଥାନୀୟ ନିଯୁକ୍ତିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…

ଚାଷୀ ମୁଣ୍ଡରେ ଚଡ଼କ

ଛେଣ୍ଡିପଦା, ୧୫ା୧୧ (ସ୍ବ.ପ୍ର.): ରାତି ହେଲେ ଧାନ ବିଲରେ ପଶୁଛନ୍ତି ବାର୍‌ହା ପଲ। ଏକର ଏକର ଜମିରେ ଫସଲ ନଷ୍ଟ କରୁଛନ୍ତି ଏହି ଜଙ୍ଗଲୀ ଜନ୍ତୁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରୁନି ବନ ବିଭାଗ। ଏପରି…

ସହରାଞ୍ଚଳ ପ୍ରଦୂଷଣ ଘାତକ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍‌,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ମିଳିବା କଷ୍ଟକର ହୋଇପଡ଼ିଲାଣି। ଯାନବାହନ ବୃଦ୍ଧି ସାଙ୍ଗକୁ…

ପାର୍ବଣ ପରଠୁ ଶିଥିଳ ପୋଲିସ

ଅନୁଗୋଳ ଅଫିସ, ୧୩।୧୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ ଦେଇ ଅନୁଗୋଳ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ନୂଆ ବ୍ୟବସ୍ଥା। ୨୦୨୧ ଏପ୍ରିଲ ୧ରୁ ସହରରେ ଗଡ଼ିଥିଲା ପିଙ୍କ ପାଟ୍ରୋଲିଂ ଗାଡ଼ି। କଲ୍‌ ପାଇବା ମାତ୍ରେ ଘଟଣାସ୍ଥଳରେ ଦୁଇ ପୁରୁଷ…

ଉଦ୍ୟମ ଦିଗରେ ଉଦାସୀନ

ବଇଣ୍ଡା,୧୨।୧୧ (ଡି.ଏନ.ଏ.): ପାନୀୟ ସମସ୍ୟାର ସମାଧାନ ନିମନ୍ତେ ନିର୍ମାଣ ହେଲା ପାଣି ପ୍ରକଳ୍ପ। ବ୍ୟୟ ହେଲା ଦେଢ଼କୋଟି ଟଙ୍କା। ହେଲେ କାମ ଶେଷ ହେବାର ୩ ବର୍ଷ ପରେ ମଧ୍ୟ ୩ ଗାଁରେ ପହଞ୍ଚିନି ପାଣି। ଏପରି କି ଫିଲ୍‌ଟରଟିଏ ଲଗାଇ…

ସହରରେ ଏରାଗୁଲା ଗ୍ୟାଙ୍ଗ୍‌ ସକ୍ରିୟ

ଅନୁଗୋଳ ଅଫିସ, ୧୧ା୧୧: ଅନୁଗୋଳ ଥାନା ଅଞ୍ଚଳରେ ବଢ଼ୁଛି ଲୁଟ୍‌ପାଟ। କିଛିଦିନ ହେଲା ସହରରେ ସକ୍ରିୟ ରହିଛନ୍ତି ଏରାଗୁଲା ଗ୍ୟାଙ୍ଗ। ସ୍ପଷ୍ଟ ଦିବାଲୋକରେ ସେମାନେ ନାନା ବାହାନା ଦେଖାଇ ଲୋକଙ୍କଠାରୁ ଟଙ୍କା, ସୁନା ଆଦି ଲୁଟି ନେଉଛନ୍ତି। ସୁଯୋଗ ପାଇବା ମାତ୍ରେ…

ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଆନ୍ଦୋଳନ କରାଯିବ। ଗୁରୁବାର ଓକିଲ ସଂଘ ସଭାପତି ସନ୍ତୋଷ କୁମାର ସାହୁ ଏହି ସୂଚନା…

ଟ୍ରକ୍‌ରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଚାଳକ ଉଦ୍ଧାର

ଛେଣ୍ଡିପଦା,୧୦ା୧୧(ସ୍ବ.ପ୍ର.): ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ଗ୍ରାମ ଅରୁଣ ଶହୀଦ ସ୍ତମ୍ଭ ନକଟରେ ଥିବା ଏକ ଟ୍ରକ୍‌ ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଚାଳକଙ୍କୁ ଉଦ୍ଧାର କରାଯାଇଛି। ସମ୍ପକ୍ତ ଚାଳକ ହେଲେ କଟକ ଜିଲା ବଡମ୍ବା କ୍ରିଷ୍ଣପୁର…

ସ୍ବୀକୃତି ଅପେକ୍ଷାରେ ସୁପାରିସ

ଅନୁଗୋଳ ଅଫିସ, ୧୦ା୧୧: ପର୍ଯ୍ୟଟକ ଦେଖିପାରିବେ ପ୍ରାଚୀନ ଐତିହ୍ୟ। ସାକ୍ଷୀ ରହିପାରିବେ ପୁରାତନ ପରମ୍ପରା, କଳା ଓ ସଂସ୍କୃତିର। ହେଲେ ପର୍ଯ୍ୟଟକଙ୍କୁ ପର୍ଯ୍ୟଟନସ୍ଥଳୀରେ ପହଞ୍ଚାଇବାରେ ପ୍ରତିବନ୍ଧକ ସାଜିଛନ୍ତି ଖୋଦ ରାଜ୍ୟ ସରକାର। ଦୀର୍ଘ ୩ ବର୍ଷ ହେଲା ସ୍ବୀକୃତି ଅପେକ୍ଷାରେ ଥିବା…

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?