ଅନୁଗୋଳ

୮ ଲକ୍ଷ ଟଙ୍କା ହେରଫେର ଉଦ୍ୟମ

ଅନୁଗୋଳ ଅଫିସ, ୧୩ା୧୦: ଅନୁଗୋଳ ଜିଲା ତାଳଚେର ପୌରପାଳିକାର ଜଣେ କନିଷ୍ଠ ଯନ୍ତ୍ରୀ(ଜେଇ) ଏକ ପୋଖରୀ ପୁନରୁଦ୍ଧାର ବିଲ୍‌ରେ ୮ ଲକ୍ଷ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୌର ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର…

ଗୋଦାମରେ ହେଲାଣି ଗଦା

ଅନୁଗୋଳ ଅଫିସ, ୧୩ା୧୦: ଦୀପାବଳି ଆହୁରି ୧୨ ଦିନ ଦୂର। ବାଣ ବିକ୍ରି ଓ ଫୁଟାଇବାକୁ ଅନୁମତି ଦିଆଯିବ କି ନାହିଁ, ଏଯାଏ ନିଷ୍ପତ୍ତି ନେଇନି ଅନୁଗୋଳ ଜିଲା ପ୍ରଶାସନ। ହେଲେ ସହରର ବିଭିନ୍ନ ଗୋଦାମରେ ଗଦା ହେଲାଣି ବାଣ। ଏପରି…

ଶିଳ୍ପ ଥାଇ ନିଯୁକ୍ତି ଆଶାୟୀ ନିରାଶ

ଯାଜପୁର ଅଫିସ/ଅନୁଗୋଳ ଅଫିସ୍‌/ରାୟଗଡ଼ା ଅଫିସ୍‌,୧୩ା୧୦: ଖଣିଜ ସମ୍ପଦରେ ଭରପୂର ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଆଗ୍ରହ ଦେଖାଇ ଆସୁଛନ୍ତି। ସରକାର ସେମାନଙ୍କୁ ଜମି, ପାଣି, ଖଣି ସମେତ ସମସ୍ତ ସୁବିଧା ସୁଯୋଗ ଅତି ସହଜରେ ଉପଲବ୍ଧ କରାଉଛନ୍ତି। ସରକାରଙ୍କ ବଡ଼…

ମେଶିନ କରିବ ସହର ସଫେଇ

ଅନୁଗୋଳ ଅଫିସ, ୧୧ା୧୦: ଅନୁଗୋଳ ସହର ପ୍ରଦୂଷଣ ବଳୟ ଭିତରେ ରହୁଛି। ବିଭିନ୍ନ ସମୟରେ ଏହି ପ୍ରଦୂଷଣ ପାଇଁ ସହରୀ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ତେଣୁ ଅନୁଗୋଳ ସହର ସଫେଇ ପାଇଁ ଝାଡ଼ୁ ମାରୁଥିବା ଗାଡ଼ି ଅଣାଯାଇଛି। ସୋମବାର ପୂର୍ବାହ୍ନରେ ଗାଡ଼ିର…

ହକରଙ୍କ ପୁଅ ଓସିଏସ୍‌ରେ ଉତ୍ତୀର୍ଣ୍ଣ

ଅନୁଗୋଳ ଅଫିସ, ୮ା୧୦ : ପିଲାବେଳେ ଏକ ଦୁର୍ଘଟଣା ତାଙ୍କୁ ଦିବ୍ୟାଙ୍ଗ କରିଦେଇଥିଲା। ହେଲେ ଏହି ଶାରୀରିକ ଅକ୍ଷମତା ତାଙ୍କ ମନୋବଳକୁ ଭାଙ୍ଗିପାରି ନ ଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ନିଜ ମେଧା ପ୍ରଦର୍ଶନ କରି ସେ ୨୦୧୯ ଓଡ଼ିଶା ସିଭିଲ…

ସହରରେ ହେବ ୨୯ ମଣ୍ଡପ

ଅନୁଗୋଳ ଅଫିସ, ୮ା୧୦: ଅନୁଗୋଳ ସହରରେ ଚଳିତବର୍ଷ ମୋଟ୍‌ ୨୯ଟି ମଣ୍ଡପରେ ମା ’ ଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ ହେବ। ଏହା ୯ ତାରିଖରୁ ଆରମ୍ଭ ହୋଇ ୧୮ ତାରିଖ ଯାଏ ଚାଲିବ। ୧୯ ତାରିଖରେ ଭସାଣି ଉତ୍ସବ ସହ ମା’ଙ୍କୁ…

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ…

କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା,…

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ ଚାଲିଛି…

ଗାଁରେ ପହଞ୍ଚିଲା ଶ୍ରମିକଙ୍କ ମୃତଦେହ

ମାଧପୁର,୪।୧୦: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ତେଣ୍ଠେଇପାଲି ଗ୍ରାମର ଶ୍ରମିକ ଦୁଆରୀ ନାଏକ(୫୦)ଙ୍କ ମୃତଦେହ ଗୁଜରାଟରୁ ଆସି ସୋମବାର ଭୋର୍‌ ପ୍ରାୟ ୩ଟା ୩୦ରେ ଗ୍ରାମରେ ପହଞ୍ଚିଛି। ଗତ ୧ ତାରିଖରେ ସେ ଗୁଜରାଟର ସୁରଟରେ ପ୍ରାଣ ହରାଇଥିଲେ।…

ଆଉ ଜଣେ ତୀର୍ଥଯାତ୍ରୀ ମୃତ

କଣିହାଁ ୪।୧୦(ଡି.ଏନ.ଏ.): ଝାଡ଼ଖଣ୍ଡ ହଜାରିବାଗଠାରେ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇଛି। ରବିବାର ଦୁର୍ଘଟଣାପରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସୋମବାର ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ପ୍ରାଣ ଯାଇଛି। ଫଳରେ ମୋଟ୍‌ ମୃତକଙ୍କ ସଂଖ୍ୟା ୫ରେ…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୪ା୧୦- ଅନୁଗୋଳ ଜିଲା ବନ୍ତଳା ଥାନା ବ୍ରହ୍ମପୁର ଅଞ୍ଚଳରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୪୧୪/୨୨ରେ ମାମଲା ରୁଜୁ କରି ମହିଳାଙ୍କ ସ୍ବାମୀ ସୁବ୍ରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri