ଅନୁଗୋଳ

ତାପମାତ୍ରା ୪.୬, ଥରୁଛି ଅନୁଗୋଳ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା ୪.୬ ଥିବା ଜଣାପଡ଼ିଛି। ଫଳରେ ଜିଲାବାସୀ ଶୀତରେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି।...

କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

ବନ୍ତଳା, ୩୦।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍‌ପି ଜଗମୋହନ ମୀନା ଖବରପାଇ ଜିଲା ଭଲ୍ୟୁଣ୍ଟାରି ଫୋର୍ସ ଓ ପୁରୁଣାକୋଟ ପୋଲିସ ସହାୟତାରେ ବଲଙ୍ଗ ପଞ୍ଚାୟତର...

ବଢ଼ୁଛି କିଡ୍‌ନୀ ରୋଗୀଙ୍କ ସଂଖ୍ୟା: ବର୍ଷକରେ ଗଲାଣି ୬ ଜୀବନ

ବଅଁରପାଳ, ୩୦।୧୨ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ ବଳରାମପ୍ରସାଦ ବଡ଼ତଇଳା ସାହିରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ଷକ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ୧୦ରୁ ଊର୍ଦ୍ଧ୍ୱ ଏହି ରୋଗରେ ଚିକିତ୍ସାଧୀନ ଅଛନ୍ତି। ତେବେ...

ବସ୍‌ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସ୍ଥାନୀୟ ଡିମିରିଆ ଗ୍ରାମର ପ୍ରେମାନନ୍ଦ ବିଶ୍ୱାଳ(୩୦) ଏବଂ ଚଷାଗୁରୁଜାଙ୍ଗ...

ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା

କଣିହାଁ,୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ବଜ୍ରକୋଟ ଗ୍ରାମ ଡମଯୋଡ଼ି ସାହିର ନୟନୀ ସାହୁ(୫୫)। ସେ ବସ୍‌...

ଗଁ। ରେ ପଶି ଜୀବନ ନେଲା ହାତୀ

କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଘଟଣାରୁ ଜଣାପଡ଼ିଛି,...

ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍‌:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ

ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ...

ଜବରଦଖଲକାରୀ ମାଡ଼ି ବସିଛନ୍ତି ଜମି: ୬୦ ବର୍ଷର ହାଟର ମିଳୁନି ଚିହ୍ନବର୍ଣ୍ଣ

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ପ୍ରାୟ ୬୦ ବର୍ଷର ଏକ ପୁରାତନ ହାଟର ଆଉ ଚିହ୍ନବର୍ଣ୍ଣ ନାହିଁ। ଏହାର ଜମି ଏବେ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସ୍ଥାନୀୟ...

ବଣଭୋଜି ପାଇଁ ଚଳଚଞ୍ଚଳ ମଉଳାଭଞ୍ଜା ପାହାଡ଼

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର ଗଁା ନିକଟରେ ରହିଛି ମଉଳାଭଞ୍ଜା ପାହାଡ଼। ଚାରିପଟେ ଶସ୍ୟକ୍ଷେତ୍ର ଥିବାବେଳେ ଲିମ୍ବ, ବେଲ ଆଦି ଔଷଧୀୟ ବୃକ୍ଷ ଏହି ପାହାଡ଼ରେ ଭରି ରହିଛି। ପାହାଡ଼ ପାଦଦେଶରେ...

ଆଠମଲ୍ଲିକରେ ବଢ଼ୁଛି ପର୍ଯ୍ୟଟକଙ୍କ ଗହଳି:ପ୍ରାକୃତିକ ପରିବେଶରୁ ଉଠାଇଛନ୍ତି ମଜା

ମାଧପୁର, ୨୮।୧୨ (ମନୋଜ କୁମାର ପ୍ରଧାନ) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ରହିଛି ବହୁ ପର୍ଯ୍ୟଟନସ୍ଥଳୀ। ଏହା ମଧ୍ୟରୁ ଅନେକ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇ ନ ଥିଲେ ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ହଜାର ହଜାର...

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର...

ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି...

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ କରାଯାଇଛି ଗଞ୍ଜେଇ ଚାଷ। ପ୍ରତିବର୍ଷ ବନ ବିଭାଗ ଓ ପୋଲିସ ପକ୍ଷରୁ...

ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ

ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି ଲୋକଙ୍କୁ। ଦାମୀ ଆଣ୍ଡ୍ରଏଡ୍‌ ସେଟ୍‌ ରଖିଥିଲେ ବି ଗଁ।ରେ ଆସୁନି ନେଟଓ୍ବର୍କ।...

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ କାର୍ଯ୍ୟାଳୟ ଗୃହରେ ବର୍ଷା ଦିନେ ପାଣି ଗଳୁଛି। ସେହିପରି ଆବଶ୍ୟକ ଡାକ୍ତର...

ଅଧାରେ ରହିଲା ବଣଭୋଜି: ଦୁର୍ଘଟଣାରେ ଜଣଙ୍କ ଜୀବନଗଲା

ମାଧପୁର,୨୫।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍‌ ଧକ୍କା ହୋଇଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହେବା ସହ ଅନ୍ୟ ଜଣେ...

ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ବଢ଼ୁଛି ଅସନ୍ତୋଷ: ଅର୍ଥ ମଞ୍ଜୁର ସତ୍ତ୍ୱେ ହେଉନି ଭିତ୍ତିଭୂମି ବିକାଶ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଦୀର୍ଘଦିନ ହେବ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଉପଖଣ୍ଡ ଡାକ୍ତରଖାନାଠାରୁ ଆରମ୍ଭ କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ସବୁଠି ପୁଳା ପୁଳା ପଦବୀ ଖାଲି ପଡ଼ିଛି। କୋଟି କୋଟି ଟଙ୍କା ମଞ୍ଜୁର ହୋଇସାରିଥିଲେ ବି ଭିତ୍ତିଭୂମିର ବିକାଶ ପାଇଁ...