ଅନୁଗୋଳ

ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର ବ୍ରିଜ୍‌…

ସ୍ଥାୟିତ୍ୱ ନେଇ ସନ୍ଦେହ

ଛେଣ୍ଡିପଦା,୩୦।୧୦ (ଡି.ଏନ.ଏ.): ଅନୁଗୋଳ ଜିଲାରେ ପର୍ଯ୍ୟଟନକୁ ନୂଆ ଦିଶା ଦେବାକୁ କିଛିବର୍ଷ ହେଲା ଉଦ୍ୟମ ହେଉଛି। ଏଥିପାଇଁ ସହର ଓ ଗ୍ରାମାଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡ଼ିକର ଉନ୍ନତୀକରଣ କରାଯାଉଛି। ଏପରି କି ଦେବଦେବୀ ପୀଠ ଓ ଏହା ନିକଟରେ ଥିବା ପର୍ଯ୍ୟଟନ ସ୍ଥାନଗୁଡ଼ିକୁ…

ଠକେଇ ଅଭିଯୋଗରେ ପରିବାରର ୩ ଗିରଫ

ଅନୁଗୋଳ ଅଫିସ, ୨୯ା୧୦: ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ବ୍ୟାଙ୍କରୁ ଘର ପାଇଁ ୧୦ ଲକ୍ଷ ଟଙ୍କା ଋଣ ନେଇ ଠକେଇ କରିଥିବା ଅଭିଯୋଗରେ ଗୋଟିଏ ପରିବାରର ୩ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ତାଳଚେର…

ଦୂରେଇ ଦେଉଛି ଦର

ବଇଣ୍ଡା,୨୯ା୧୦ (ପରିକ୍ଷିତ ସାହୁ): ଗରିବ ବୋଲି କିଲୋପିଛା ୧ ଟଙ୍କାରେ ଚାଉଳ ଦେଉଛନ୍ତି ସରକାର। ହେଲେ ସେହି ଗରିବଙ୍କୁ ଯୋଗାଉଥିବା କିରୋସିନର ମୂଲ୍ୟ ରଖିଛନ୍ତି ଲିଟର ପ୍ରତି ୮୪ ଟଙ୍କା। ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ମିଳୁଥିବା ଏହି ଜାଳେଣିର ଏପରି…

ମାଈ ହାତୀର ମୃତଦେହ ଠାବ

ବଇଣ୍ଡା/ ମାଧପୁର, ୨୯ା୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ବାମୁର ରେଞ୍ଜ ଶାନ୍ତିପୁର ଜଙ୍ଗଲରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ବନ ବିଭାଗ ଠାବ କରିଛି। ମୃତ ହାତୀର ବୟସ ୩୦ ବର୍ଷ ହେବ ବୋଲି ବିଭାଗ ଆକଳନ…

କମେଣ୍ଟ ମାରୁଥିଲେ ଯୁବକ, ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ

ଅନୁଗୋଳ ଅଫିସ, ୨୮।୧୦(ବ୍ୟୁରୋ): କମେଣ୍ଟ ମାରିବାରୁ ଯୁବକଙ୍କୁ ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ। ଏଭଳି ଏକ ଘଟଣା ଘଟିଛି ଅନୁଗୋଳ ଜିଲା ତାଳଚେର ଅଞ୍ଚଳରେ। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ଯୁବତୀମାନେ କଲେଜକୁ ଯାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ୩ ଜଣ…

ଅଣଦେଖାରୁ ବଢ଼ୁଛି ଅସନ୍ତୋଷ

ବଇଣ୍ଡା, ୨୮ା୧୦ (ପରୀକ୍ଷିତ ସାହୁ): ଅନୁଗୋଳ ଜିଲାର ଏକ ପ୍ରମୁଖ ରେଳ ଷ୍ଟେଶନ ହେଉଛି ବଇଣ୍ଡା। ହେଲେ ଆଠମଲ୍ଲିକ ଉପଖଣ୍ଡରେ ଥିବା ଏହି ଷ୍ଟେଶନ ପ୍ରତି ଗୁରୁତର ଅବହେଳା ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ହେଉଛି। ଏହି ଷ୍ଟେଶନ ଦେଇ ୧୮ଟି ଏକ୍ସପ୍ରେସ୍‌…

ବ୍ୟାପୁଛି କିଡ୍‌ନୀ ରୋଗ: ରକ୍ତ ସଂଗ୍ରହ କଲା ସ୍ବାସ୍ଥ୍ୟବିଭାଗ

ବଇଣ୍ଡା,୨୮।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା ଓ ବାସୁଦେବପୁର ଗ୍ରାମରେ କିଡନୀ ରୋଗ ବ୍ୟାପୁଥିବାବେଳେ ଗୁରୁବାର ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଉଭୟ ଗ୍ରାମକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛି। ଗତ ୨ ବର୍ଷ ହେବ ଏହି…

ଉତ୍ପାଦନରେ ଏମ୍‌ସିଏଲ୍‌ର ନୂଆ ରେକର୍ଡ

ତାଳଚେର, ୨୭ା୧୦ (ନି.ପ୍ର.): କୋଇଲା ଉତ୍ପାଦନରେ ନୂଆ ରେକର୍ଡ ହାସଲ କରିଛି ଟିମ୍‌ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମ୍‌ସିଏଲ୍‌)। ୨୦୨୨-୨୩ ଆର୍ଥିକ ବର୍ଷରେ ୧୦୦ ମିଲିୟନ ଟନ୍‌ କୋଇଲା ଉତ୍ପାଦନ ଲକ୍ଷ୍ୟକୁ ଏମ୍‌ସିଏଲ୍‌ ଅକ୍ଟୋବର ୨୫ ତାରିଖ ସୁଦ୍ଧା ହାସଲ କରିପାରିଛି। ଫଳରେ…

ରାଜାଙ୍କ ପ୍ରତିମୂର୍ତ୍ତିକୁ ଫେରିଲା ଖଣ୍ଡା

ଅନୁଗୋଳ ଅଫିସ, ୨୭ା୧୦: ଅନୁଗୋଳର ଗର୍ବ ଓ ଗୌରବ ମହାରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରୁ ଗତ ୧୯ ତାରିଖରୁ ଗାଏବ ହୋଇଯାଇଥିବା ଖଣ୍ଡା ଶେଷରେ ଫେରାଇ ଆଣାଯାଇଛି। ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତି ପ୍ରତିମୂର୍ତ୍ତିରୁ ଖଣ୍ଡା ନେଇ ସହରରେ ବୁଲୁଥିବା…

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ…

ଅନୁଗୋଳରେ ଗଢ଼ାହେଲା କ୍ୟାମ୍ପସ୍‌ କମିଟି

ଅନୁଗୋଳ ଅଫିସ, ୨୬।୧୦: ଦୀର୍ଘ ୪ ବର୍ଷ ହେବ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହୋଇ ନ ଥିବା ବେଳେ ଚଳିତବର୍ଷ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନୂତନ କ୍ୟାମ୍ପସ୍‌ କମିଟିମାନ ଗଢ଼ା ହେଉଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?