୨୨ ମଣ୍ଡପରେ ଦେବୀ ପଦ୍ମାଳୟା
ବଅଁରପାଳ, ୧୫ା୧୦ (ଡି.ଏନ.ଏ.): ବଅଁରପାଳ ବ୍ଲକରେ ମା’ ଲକ୍ଷ୍ମୀଙ୍କ ପୂଜା ଧୁମ୍ଧାମରେ ଚାଲିଛି। ବଅଁରପାଳରେ ୧୩ ମଣ୍ଡପ ହୋଇଥିବା ବେଳେ କୁଲାଡ଼ରେ ୯ ମଣ୍ଡପରେ ମା’ ପଦ୍ମାଳୟାଙ୍କ ଆରାଧନା ହେଉଛି। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ମେଢ଼ ରଙ୍ଗିନ ଆଲୋକମାଳାରେ ଝଲସି…
ଝିଅ ଉପରେ ଚଢ଼ିଗଲା ବାପାଙ୍କ ଅଟୋ
ଛେଣ୍ଡିପଦା,୧୪ା୧୦(ସ୍ବ.ପ୍ର.): ବାପା ଚଳାଉଥିଲେ ଡାଲା ଅଟୋ। ପାଖରେ ବସିଥିଲେ ୮ ବର୍ଷର ଝିଅ। ହେଲେ ହମ୍ପ୍ସ୍ ନିକଟରେ ବାପା ବ୍ରେକ୍ ମାରିବାରୁ ଗାଡ଼ିରୁ ରାସ୍ତା ଉପରକୁ ଗଳିପଡ଼ିଥିଲେ ଝିଅ। ଏହି ସମୟରେ ଗାଡ଼ିଟି ତାଙ୍କ ଉପରେ ଚଢ଼ିଯାଇଥିଲା। ଗୁରୁତର ଅବସ୍ଥାରେ ଝିଅଙ୍କୁ…
ରୋଗୀ ଆସିଲେ ରେଫର୍
ଅନୁଗୋଳ ଅଫିସ, ୧୪ା୧୦: ଜିଲାର ମୁଖ୍ୟ ଚିକିତ୍ସାଳୟ। ଉନ୍ନତ ଚିକିତ୍ସା ଆଶା ନେଇ ଦୈନିକ ଶତାଧିକ ରୋଗୀ ଦୂର ଦୂରାନ୍ତରୁ ଆସୁଛନ୍ତି। ପଡ଼ୋଶୀ ଜିଲାର ବହୁ ରୋଗୀ ମଧ୍ୟ ଏହା ଉପରେ ନିର୍ଭରଶୀଳ। ହେଲେ ଏଠାରେ ଥିବା କେତେଜଣ ଡାକ୍ତର ରୋଗୀମାନଙ୍କୁ…
ଭିତ୍ତିଭୂମି ଉପରେ ଭବିଷ୍ୟତ
ଅନୁଗୋଳ ଅଫିସ, ୧୪ା୧୦:ମଣିଷ ମାରିଲା ବାନ୍ଧବଗଡ଼ରୁ ଆସିଥିବା ବାଘୁଣୀ ସୁନ୍ଦରୀ। ମରଣ ମୁହଁରେ ପଡ଼ିଲା ମହାବଳ ବାଘ ମହାବୀର। ବନ ବିଭାଗର ଚରମ ବିଫଳତା ପାଇଁ ବେଶ୍ ବଦନାମ ହୋଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ। ମହାବୀର ମରିବା ପରଠାରୁ ୨୦୧୮ ନଭେମ୍ବର…
୮ ଲକ୍ଷ ଟଙ୍କା ହେରଫେର ଉଦ୍ୟମ
ଅନୁଗୋଳ ଅଫିସ, ୧୩ା୧୦: ଅନୁଗୋଳ ଜିଲା ତାଳଚେର ପୌରପାଳିକାର ଜଣେ କନିଷ୍ଠ ଯନ୍ତ୍ରୀ(ଜେଇ) ଏକ ପୋଖରୀ ପୁନରୁଦ୍ଧାର ବିଲ୍ରେ ୮ ଲକ୍ଷ ଟଙ୍କା ହେରଫେର କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୌର ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର…
ଗୋଦାମରେ ହେଲାଣି ଗଦା
ଅନୁଗୋଳ ଅଫିସ, ୧୩ା୧୦: ଦୀପାବଳି ଆହୁରି ୧୨ ଦିନ ଦୂର। ବାଣ ବିକ୍ରି ଓ ଫୁଟାଇବାକୁ ଅନୁମତି ଦିଆଯିବ କି ନାହିଁ, ଏଯାଏ ନିଷ୍ପତ୍ତି ନେଇନି ଅନୁଗୋଳ ଜିଲା ପ୍ରଶାସନ। ହେଲେ ସହରର ବିଭିନ୍ନ ଗୋଦାମରେ ଗଦା ହେଲାଣି ବାଣ। ଏପରି…
ଶିଳ୍ପ ଥାଇ ନିଯୁକ୍ତି ଆଶାୟୀ ନିରାଶ
ଯାଜପୁର ଅଫିସ/ଅନୁଗୋଳ ଅଫିସ୍/ରାୟଗଡ଼ା ଅଫିସ୍,୧୩ା୧୦: ଖଣିଜ ସମ୍ପଦରେ ଭରପୂର ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଆଗ୍ରହ ଦେଖାଇ ଆସୁଛନ୍ତି। ସରକାର ସେମାନଙ୍କୁ ଜମି, ପାଣି, ଖଣି ସମେତ ସମସ୍ତ ସୁବିଧା ସୁଯୋଗ ଅତି ସହଜରେ ଉପଲବ୍ଧ କରାଉଛନ୍ତି। ସରକାରଙ୍କ ବଡ଼…
ମେଶିନ କରିବ ସହର ସଫେଇ
ଅନୁଗୋଳ ଅଫିସ, ୧୧ା୧୦: ଅନୁଗୋଳ ସହର ପ୍ରଦୂଷଣ ବଳୟ ଭିତରେ ରହୁଛି। ବିଭିନ୍ନ ସମୟରେ ଏହି ପ୍ରଦୂଷଣ ପାଇଁ ସହରୀ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ତେଣୁ ଅନୁଗୋଳ ସହର ସଫେଇ ପାଇଁ ଝାଡ଼ୁ ମାରୁଥିବା ଗାଡ଼ି ଅଣାଯାଇଛି। ସୋମବାର ପୂର୍ବାହ୍ନରେ ଗାଡ଼ିର…
ହକରଙ୍କ ପୁଅ ଓସିଏସ୍ରେ ଉତ୍ତୀର୍ଣ୍ଣ
ଅନୁଗୋଳ ଅଫିସ, ୮ା୧୦ : ପିଲାବେଳେ ଏକ ଦୁର୍ଘଟଣା ତାଙ୍କୁ ଦିବ୍ୟାଙ୍ଗ କରିଦେଇଥିଲା। ହେଲେ ଏହି ଶାରୀରିକ ଅକ୍ଷମତା ତାଙ୍କ ମନୋବଳକୁ ଭାଙ୍ଗିପାରି ନ ଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ନିଜ ମେଧା ପ୍ରଦର୍ଶନ କରି ସେ ୨୦୧୯ ଓଡ଼ିଶା ସିଭିଲ…
ସହରରେ ହେବ ୨୯ ମଣ୍ଡପ
ଅନୁଗୋଳ ଅଫିସ, ୮ା୧୦: ଅନୁଗୋଳ ସହରରେ ଚଳିତବର୍ଷ ମୋଟ୍ ୨୯ଟି ମଣ୍ଡପରେ ମା ’ ଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ ହେବ। ଏହା ୯ ତାରିଖରୁ ଆରମ୍ଭ ହୋଇ ୧୮ ତାରିଖ ଯାଏ ଚାଲିବ। ୧୯ ତାରିଖରେ ଭସାଣି ଉତ୍ସବ ସହ ମା’ଙ୍କୁ…
ବିଦାୟ ନେଲେ ଜଗଜ୍ଜନନୀ
ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ…
କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ
ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା,…

