ଅନୁଗୋଳ

ଘର ଜାଳିଦେଲେ, ମା’ଙ୍କୁ ଆକ୍ରମଣ ଉଦ୍ୟମ: ଅଭିଯୁକ୍ତ ପୁଅ ଗିରଫ

ଅନୁଗୋଳ ଅଫିସ, ୨ା୯:ଅନୁଗୋଳ ସଦର ଥାନା ରନ୍ତଲେଇ ଜଙ୍ଗଲମୌଜାର ଦୀନେଶ ନାଏକ(୨୦) ଗୁରୁବାର ନିଜ ଘର ପୋଡ଼ି ଦେବା ସହ ମା’ଙ୍କୁ ଆକ୍ରମଣ ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଆୟତ୍ତ କରିବା ପରେ ପୋଲିସ ପହଞ୍ଚତ୍ ଥାନାକୁ ଉଠାଇ ଆଣିଥିଲା।…

ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁର

ଅନୁଗୋଳ ଅଫିସ, ୩୧।୮: ଶିକ୍ଷାନୁଷ୍ଠାନରେ ଶେଷ ହୋଇଛି ସାଜସଜ୍ଜା। ଲାଗିଛି ରଙ୍ଗବେରଙ୍ଗର ମାଳ ମାଳ ପତାକା। ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁରତାର ସହ ଅପେକ୍ଷା କରିଛନ୍ତି ଛାତ୍ରୀଛାତ୍ର। କରୋନା ପରେ ପ୍ରଥମ ଥର ପାଇଁ ସେମାନେ ଶିକ୍ଷାନୁଷ୍ଠାନରେ ପୂଜା ପାଳନ କରିବାକୁ…

ବଢ଼ିଛି ଜନସଂଖ୍ୟା, ବଦଳିଛି ରୂପରେଖ

ଅନୁଗୋଳ ଅଫିସ, ୩୧।୮: ୫୯ ବର୍ଷରେ ପାଦ ଥାପିବାକୁ ଯାଉଛି ଅନୁଗୋଳ ପୌରପାଳିକା। ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ରୁ ବର୍ତ୍ତମାନର ପୌରପରିଷଦ, ଦୀର୍ଘ ୫୮ ବର୍ଷର ଯାତ୍ରା ମଧ୍ୟରେ ଅନେକ ପରିବର୍ତ୍ତନ ହୋଇଛି ଅନୁଗୋଳରେ। ଏହି ସମୟ ମଧ୍ୟରେ ପୌର ପରିଷଦରେ…

ଭୁଜାଲିରେ ହାଣି ଲୁଟିନେଲେ ୬ ଲକ୍ଷ

ଅନୁଗୋଳ ଅଫିସ, ୩୦ା୮: ପାର୍ବଣକୁ ନଜରରେ ରଖି ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ କରାଯାଉଥିବା ଆଇନଶୃଙ୍ଖଳା ପ୍ରସ୍ତୁତିକୁ ସୋମବାର ଚ୍ୟାଲେଞ୍ଜ ଦେଇଛନ୍ତି ୪ ଜଣ ଦୁର୍ବୃତ୍ତ। ଅନୁଗୋଳ ସହର ଉପକଣ୍ଠ କୁରୁଡ଼ୁଲୁ ଅଞ୍ଚଳରେ ମଦ ବ୍ୟବସାୟୀଙ୍କ କର୍ମଚାରୀଙ୍କୁ ଭୁଜାଲିରେ ହାଣି…

ଅସାମାଜିକଙ୍କୁ ଉଠାଇନେବାକୁ ଚିଠା

ଅନୁଗୋଳ ଅଫିସ, ୨୯ା୮: ପାର୍ବଣରେ ଗହଳି ହେବ। ସହରରେ ସହସ୍ରାଧିକ ଲୋକଙ୍କ ଭିଡ଼ ଜମିବ। ଆଉ ଏହାକୁ ସୁଯୋଗ ଭାବେ ନେଇ ଅସାମାଜିକମାନେ ସକ୍ରିୟ ହୋଇପଡ଼ିବେ। ଫଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିଯିବାର ଆଶଙ୍କା ରହିଛି। ଏହାକୁ ନଜରରେ ରଖି ଅନୁଗୋଳ ଜିଲା…

ବିଦ୍ୟାଳୟ ନିର୍ମାଣ କାମ ଅତି ନିମ୍ନମାନର

ବଇଣ୍ଡା,୨୯।୮(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସ ଜମିରେ ନିର୍ମାଣ ହେଉଥିବା କିଶୋରଗଞ୍ଜ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ଶନିବାର ବଇଣ୍ଡା ଗ୍ରାମବାସୀ…

ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା

ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍‌ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି ଆକ୍ରମଣର…

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ ଘଟଣା…

ପଚିଗଲା ଧାନ ଫସଲ

ଆଠମଲ୍ଲିକ, ୨୮।୮ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଅନେକ ପଞ୍ଚାୟତକୁ ସପ୍ତାହେ ଧରି ବୁଡ଼ାଇ ରଖିଥିବା ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ିଯାଇଛି। ତେବେ ବନ୍ୟା ପାଣିରେ ଧାନ ଫସଲ ପଚି ଯାଇଥିବାରୁ ଉଜୁଡ଼ା କ୍ଷେତ ଦେଖି ଚାଷୀଙ୍କ ଚିନ୍ତା ବଢ଼ିଯାଇଛି।…

ପ୍ରତିଯୋଗିତା ଭିତ୍ତିରେ ହେବ ପୂଜା

ଅନୁଗୋଳ ଅଫିସ, ୨୮।୮: କିଛିଟା ଦୂର ହୋଇଛି କରୋନା କଷ୍ଟ। ପୂର୍ବପରି କଡ଼ାକଡ଼ି ନାହିଁ କଟକଣା। ତେଣୁ ଏଥର ଜମିବ ପାର୍ବଣ। ସାଜସଜ୍ଜା, ବୁଲାବୁଲି, କିଣାବିକା, ଦୋଳି, ମିନାବଜାର ଏମିତି ପୂଜାକୁ ନେଇ ବହୁ ଯୋଜନା କରିଛନ୍ତି ଅନୁଗୋଳ ସହରବାସୀ। ସେହିପରି…

ବିଦ୍ୟୁତ୍‌ ଫାଶରେ ପଡ଼ି ଦନ୍ତାହାତୀ ମୃତ

ଅନୁଗୋଳ ଅଫିସ,୨୮।୮: ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର ପମ୍ପାସର ରେଞ୍ଜ ଜଗନ୍ନାଥପୁର ନିକଟରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। ମୃତ ହାତୀର…

ସହରର ଉନ୍ନତି ପାଇଁ ମତ ଲୋଡ଼ିଲେ ଜିଲାପାଳ

ଅନୁଗୋଳ ଅଫିସ,୨୭।୮: ଅନୁଗୋଳ ପୌରପାଳିକାର କାଉନସିଲ୍‌ ହଲଠାରେ ଶୁକ୍ରବାର ସ୍ପେଶାଲ କାଉନସିଲ ବୈଠକ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଉପସ୍ଥିତରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳଙ୍କ ସହ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ନଗରପାଳ ଅକ୍ଷୟ କୁମାର ସାମନ୍ତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?