ଅନୁଗୋଳ

ରାଶନ ବଣ୍ଟନରେ ଅନିୟମିତତା ଅଭିଯୋଗ

ଛେଣ୍ଡିପଦା,୨୦ା୮ (ସ୍ବ.ପ୍ର.): ଛେଣ୍ତିପଦା ବ୍ଲକ ପାତ୍ରପଡା ପଞ୍ଚାୟତର ରାଇପାଳ ଗ୍ରାମରେ ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବସୀ ଶୁକ୍ରବାର ବ୍ଲକ ଘେରାଉ କରିବା ସହିତ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଦର୍ଶାଯାଇଛି, ରାଶନ ପ୍ରଦାନରେ…

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ାଇଲା ଲଘୁଚାପ

ଅନୁଗୋଳ ଅଫିସ/ ଆଠମଲ୍ଲିକ, ୨୦ା୮: ଅନୁଗୋଳ ଜିଲାରେ ବନ୍ୟା ପାଣି ହ୍ରାସ ହେଉଥିବାବେଳେ ଶୁକ୍ରବାର ଲଗାଣ ବର୍ଷା ବିପନ୍ନଙ୍କ ଦୁଃଖ ଦୁର୍ଦ୍ଦଶା ବଢ଼ାଇ ଦେଇଛି। ବିଶେଷକରି ଅନୁଗୋଳ ବ୍ଲକ ଅଞ୍ଚଳରେ ୧୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାରୁ ଦିନ ତମାମ ବହୁ…

ସୁଧୁରୁଛି ବନ୍ୟା ସ୍ଥିତି

ଅନୁଗୋଳ ଅଫିସ,୧୯ା୮: ଅନୁଗୋଳ ଜିଲାରେ ବନ୍ୟାସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ମହାନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାପାଣି ଗୁରୁବାର କମୁଥିବା ଦେଖିବାକୁ ମିଳିଛି। କିନ୍ତୁ ବିପନ୍ନଙ୍କ ଦୁଃଖ ଦୁର୍ଦ୍ଦଶା କମିନାହିଁ। ବହୁ ଅଞ୍ଚଳ ପାଣି ଘେରରେ…

ପଥର ଭରସାରେ ୫ବର୍ଷ

ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍‌ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ ବିପଦପୂର୍ଣ୍ଣ ଅବସ୍ଥାକୁ ଚାଲିଆସିଛି ଉକ୍ତ ବ୍ରିଜ୍‌। ୫ ବର୍ଷ ହେଲା ଧୋଇଚାଲିଥିବାରୁ ଆଉ ପୂର୍ବପରି…

ଅନୁଗୋଳର ୭୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଅନୁଗୋଳ ଅଫିସ/ ଆଠମଲ୍ଲିକ, ୧୮ା୮: ମହାନଦୀ ବନ୍ୟାରେ ପ୍ରଭାବିତ ହୋଇଛି ଅନୁଗୋଳ ଓ ଆଠମଲ୍ଲିକ ବ୍ଲକ। ହଜାର ହଜାର ଲୋକ ପାଣି ଘେରରେ ଥିବାବେଳେ ପ୍ରଶାସନ ପକ୍ଷରୁ ଉଦ୍ଧାର ଓ ରିଲିଫ ବଣ୍ଟନ କାର୍ଯ୍ୟ ଜାରି ରହିଛି। ପ୍ରଶାସନିକ ଅଧିକାରୀମାନେ ବୋଟ୍‌…

ସାତକୋଶିଆକୁ ପର୍ଯ୍ୟଟକ ମନା

ଅନୁଗୋଳ ଅଫିସ,୧୭।୮: ଅନୁଗୋଳ ଜିଲାର ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାଜଳ ପ୍ରବେଶ ଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ଟିକରପଡାବାସୀ ଜଳବନ୍ଦୀ ହୋଇ ରହିଛନ୍ତି। ତେବେ ଧନଜୀବନ ଯେପରି ନଷ୍ଟ ହେବ ନାହିଁ ସେଥିପାଇଁ ଜିଲା ପ୍ରଶାସନ ତୀକ୍ଷ୍ନ ନଜର…

ଆଠମଲ୍ଲିକରେ ୫୦ ହଜାର ଲୋକ ପ୍ରଭାବିତ

ଆଠମଲ୍ଲିକ,୧୭।୮(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକରେ ବନ୍ୟା ସ୍ଥିତି ଗମ୍ଭୀର ହେଉଛି। ବ୍ଲକ ଅଞ୍ଚଳର ୧୩ଟି ପଞ୍ଚାୟତବାସୀ ୩ ଦିନ ହେଲା ମହାନଦୀ ଜଳ ଦ୍ୱାରା ପ୍ରଭାବିତ ହେଉଥିବା ବେଳେ ହୀରାକୁଦରୁ ଅଧିକ ପାଣି ଛଡ଼ାଯାଉଥିବାରୁ ସେମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସେହିପରି ଏନ୍‌ଏସିର…

ପ୍ରକଳ୍ପକୁ ଅଡ଼ୁଆ ପାଣି

ବଇଣ୍ଡା, ୧୩ା୮ (ଡି.ଏନ.ଏ.): ନିର୍ମାଣ ବେଳେ ଦୁର୍ବଳ ରହିଗଲା ଭିତ୍ତିଭୂମି। ଖାଲୁଆ ଅଞ୍ଚଳରେ ବସାଗଲା ପାନୀୟ ଜଳ ପ୍ରକଳ୍ପ। ଫଳରେ ସାମାନ୍ୟ ବର୍ଷା ହେଲେ ବୁଡ଼ିଯାଉଛି ବୋର୍‌ଓ୍ବେଲ। ପ୍ରକଳ୍ପ ପାଣି ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରୁଛି ଜମୁଥିବା ବର୍ଷାପାଣି। ବ୍ଲକ…

ଆବାସ ଅପେକ୍ଷାର ହେଉନି ଅନ୍ତ

ଆଠମଲ୍ଲିକ,୧୨ା୮: ଦରିଦ୍ର ବୋଲି ଦୂରରୁ ଜଳ ଜଳ ଦିଶୁଛି। ମାଟି କାନ୍ଥ ଭାଙ୍ଗି ମାଟିରେ ଲୋଟୁଛି। ଭଙ୍ଗା ଛପର ଉପରେ ଜରିପାଲ ଭିଡ଼ାଯାଇଛି। ହେଲେ ଏପରି ଗରିବଙ୍କ ଆବାସ ଆବେଦନକୁ ବର୍ଷ ବର୍ଷ ଧରି ଦିଆଯାଉନି ଗୁରୁତ୍ୱ। ଦୂର କରାଯାଉନି ଦଦରା…

ଦିନ ତମାମ ବର୍ଷିିଲା

ଅନୁଗୋଳ ଅଫିସ, ୧୦।୮: ଅନୁଗୋଳ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ହୋଇଛି। ସ୍ଥିତି ଏପରି ହୋଇଥିଲା ଯେ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇଯାଇଥିଲା। ଏପରି ଲଗାଣ ବର୍ଷା କାରଣରୁ ସହର ମଧ୍ୟରେ ପାଣିର ସୁଅ ଛୁଟିଥିବାବେଳେ ତଳି ଅଞ୍ଚଳ…

ଦୁର୍ବଳ ଭିତ୍ତିଭୂମି ପ୍ରତି ପଡ଼ୁନି ଦୃଷ୍ଟି

ଛେଣ୍ଡିପଦା,୧୦।୮(ସ୍ବ.ପ୍ର.): ୪୧ ବର୍ଷର ପ୍ରାଥମିକ ବିଦ୍ୟାଳୟ। ହେଲେ ୫ଟି ଶ୍ରେଣୀର ପିଲାଙ୍କ ପାଇଁ ନାହିଁ ୫ଟି ଶ୍ରେଣୀଗୃହ। ଯେଉଁ ୩ଟି କୋଠରି ଅଛି, ସେଥିରୁ ୨ଟି ବିପଦପୂର୍ଣ୍ଣ। କେତେବେଳେ ଛାତରୁ ସିମେଣ୍ଟ ଖଣ୍ଡ ଖସୁଛି ତ ପୁଣି ବର୍ଷା ହେଲେ ଗଳୁଛି…

ପୋତି ହୋଇଗଲାଣି ବାଲିବନ୍ଧ ପ୍ରକଳ୍ପ

ଛେଣ୍ଡିପଦା,୯ା୮(ସ୍ବ.ପ୍ର.):ଲକ୍ଷ୍ୟ ଥିଲା ୭୦୦ ହେକ୍ଟର ଜମି ଜଳସେଚିତ ହେବ। ସେଥିପାଇଁ ୫୦ ବର୍ଷ ତଳେ ନିର୍ମାଣ କରାଯାଇଥିଲା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଉପକୃତ ହେଉଥିଲେ ପାଖାପାଖି ଏକ ହଜାର ଚାଷୀ। ହେଲେ ଦୀର୍ଘବର୍ଷ ହେଲା ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?