ଆଲୋଚନା ବିଫଳ, ୪ରେ ତାଳଚେର ବନ୍ଦ ଡାକରା
ତାଳଚେର, ୩।୭(ନି.ପ୍ର.): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପ୍ରସଙ୍ଗରେ ହୋଇଥିବା ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରିନାହିଁ। ଫଳରେ ଆସନ୍ତା ୪ ତାରିଖରେ ୧୨ ଘଣ୍ଟିଆ ତାଳଚେର ବନ୍ଦ ଏବଂ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି। ଏହାକୁ ସଫଳ…
ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବେ ଡିଆଇଜି
ଅନୁଗୋଳ ଅଫିସ, ୩।୭ ବରିଷ୍ଠ ଆଇପିଏସ୍ ଅଫିସର ତଥା ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ.ସାର୍ଥକ ଷଡ଼ଙ୍ଗୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିଛନ୍ତି। ସେ ନ୍ୟୁୟର୍କସ୍ଥିତ କଲମ୍ବିଆ ୟୁନିଭରସିଟିରେ ମାଷ୍ଟର ଇନ ପବ୍ଲିକ ଆଡମିନିଷ୍ଟ୍ରେଶନ (ଏମ୍ପିଏ) ଶିକ୍ଷା କରିବେ। ପାଠ୍ୟକ୍ରମ ଅବଧି…
ସଙ୍କଟରେ ପ୍ରାଥମିକ ସ୍ବାସ୍ଥ୍ୟସେବା
ବଇଣ୍ଡା,୨।୭(ଡି.ଏନ.ଏ.) ୩ ବର୍ଷ ହେଲା ଖାଲି ପଡ଼ିଛି ଡାକ୍ତର ପଦବୀ। ଷ୍ଟାଫନର୍ସ, କମ୍ପାଉଣ୍ଡର ଓ ସୁଇପର ମଧ୍ୟ ନାହାନ୍ତି। ଚିକିତ୍ସା ପାଇଁ ଆସୁଥିବା ରୋଗୀ କିପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ନେଇ ଜିଲା ପ୍ରଶାସନ, ବିଧାୟକଙ୍କୁ ବାରମ୍ବାର ଅବଗତ କରିଛନ୍ତି…
ବିଦ୍ୟୁତ୍ ଆଘାତରେ ଚାଲିଗଲା କର୍ମଚାରୀଙ୍କ ଜୀବନ
ହିନ୍ଦୋଳ,୧।୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସି ଅନ୍ତର୍ଗତ ଚରଣପୁର ବିଦ୍ୟୁତ୍ ଷ୍ଟ୍ରକଚରରେ ଏକ ଅଘଟଣ ଘଟିଛି। ଖୁଣ୍ଟରେ ଚଢ଼ି କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାନ୍ତ ସାହୁ (୩୫)। ଅନ୍ୟପକ୍ଷେ…
୩ ଜଣଙ୍କୁ ଉଠାଇନେଲା ବନ ବିଭାଗ: ପ୍ରତିବାଦରେ ହିନ୍ଦୋଳ-ଅନୁଗୋଳ ରାସ୍ତା ଅବରୋଧ
ହିନ୍ଦୋଳ,୧।୭(ଡି.ଏନ୍.ଏ.): ଗାଁର ୩ଜଣ ବ୍ୟକ୍ତିଙ୍କୁ ବନ ବିଭାଗ ଉଠାଇ ନେଇଥିବା ପ୍ରତିବାଦରେ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଉଁଶପୋଖରୀ କର୍ଣ୍ଣପୁର ବନାଞ୍ଚଳ ବିଟ୍ଠାରେ ଶୁକ୍ରବାର ଗ୍ରାମବାସୀଙ୍କ ପକ୍ଷରୁ ହିନ୍ଦୋଳ-ଅନୁଗୋଳ ରାସ୍ତାକୁ ଅବରୋଧ କରାଯାଇଛି। ଦୁଇ ଦିନ ତଳେ ବାଉଁଶପୋଖରୀ ପଞ୍ଚାୟତ ନିକଟସ୍ଥ…
ସାତକୋଶିଆରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ
ଅନୁଗୋଳ ଅଫିସ, ୧।୭ ସାତକୋଶିଆ ଅଭୟାରଣ୍ୟରେ ଥମୁନି ହାତୀ ମଡ଼କ। ଗତ ୧୫ ଦିନ ମଧ୍ୟରେ ଅଭୟାରଣ୍ୟର ବିଭିନ୍ନ ରେଞ୍ଜ ଅଞ୍ଚଳରେ ୩ଟି ଅସୁସ୍ଥ ହାତୀର ମୃତ୍ୟୁ ହୋଇଛି। ଗତ ୧୬ ତାରିଖରେ ପମ୍ପାସର ରେଞ୍ଜ ଜୁକୁବ ଅଞ୍ଚଳରେ ଏକ ଦନ୍ତା…
ବ୍ୟବସାୟୀଙ୍କ ମଧ୍ୟରେ ଛନକା
ଅନୁଗୋଳ ଅଫିସ, ୧।୭ ପରିବେଶ ପ୍ରଦୂଷଣକୁ ଅଧିକ ବଢ଼ାଉଥିବା ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକକୁ ଜୁଲାଇ ୧ରୁ କେନ୍ଦ୍ର ସରକାର ନିଷିଦ୍ଧ କରିଛନ୍ତି। ତେଣୁ ଅନୁଗୋଳ ଜିଲାରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଗୋଳ…
ଭକ୍ତଙ୍କ ମେଳରେ ଗଡ଼ିବ ରଥ
ଅନୁଗୋଳ ଅଫିସ/ ଆଠମଲ୍ଲିକ, ୧।୭ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିର ସମ୍ମୁଖରେ ୩ ରଥ ପ୍ରସ୍ତୁତ ହୋଇ ରହିଛି। କରୋନା ପାଇଁ ଗତ ୨ ବର୍ଷ ଧରି ରଥଯାତ୍ରା କେବଳ ମନ୍ଦିର ମଧ୍ୟରେ ସୀମିତ…
ବଦନାମ କରୁଛି ବନ ବିଭାଗ
ଅନୁଗୋଳ ଅଫିସ, ୩୦।୬: ସାତକୋଶିଆରେ ବଢ଼ିପାରିଲାନି ବାଘ ସଂଖ୍ୟା। ମହାବଳ ମହାବୀରକୁ ଫାଶରେ ପକାଇ ସରକାରଙ୍କ ବ୍ୟାଘ୍ର ବଂଶବୃଦ୍ଧି ଯୋଜନାକୁ ଫେଲ୍ କରିଦେଲେ ଶିକାରୀ। ପାଣିରେ ପଡ଼ିଗଲା ବନ ବିଭାଗର ସମସ୍ତ ସୁରକ୍ଷା ପ୍ରସ୍ତୁତି। ମର୍ଯ୍ୟାଦା ହାନି ହେଲା ସାତକୋଶିଆର। ୨୦୧୮…
ଜୁଲାଇ ୪ରେ ତାଳଚେର ବନ୍ଦ ଡାକରା
ତାଳଚେର,୩୦।୬(ନି.ପ୍ର.) ତାଳଚେର ମେଡିକାଲ କଲେଜକୁ ରାଜ୍ୟ ସରକାର ଶୀଘ୍ର ପରିଚାଳନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଉ ନାହିଁ। ଏହାର ପ୍ରତିବାଦରେ ଆସନ୍ତା ୪ ତାରିଖରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…
ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା
ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ତାମଣି ପ୍ରଧାନଙ୍କ ନେତୃତ୍ୱରେ ତାଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ…
ବାସଚ୍ୟୁତଙ୍କ ଥଇଥାନ ନିମନ୍ତେ ଦାବିପତ୍ର
କଣିହାଁ,୨୯।୬(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲଠାରେ ସମଲ ବ୍ୟାରେଜ ବ୍ରାହ୍ମଣୀ କ୍ଷତିଗ୍ରସ୍ତ ବାସଚ୍ୟୁତ ସଂଘ ତରଫରୁ ମଙ୍ଗଳବାର ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଲଲହଡା ବିଧାୟକ ମୁକେଶ କୁମାର ପାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ…
Archives


